ରାୟଗଡା

ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର

ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ

କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ କିଛି ମାଓବାଦୀ ବିହାରୀ ମଦ ଭାଟିକୁ ଆସି କର୍ମଚାରୀମାନଙ୍କୁ ୪ଟି…

ସ୍ବଭାବିକ ହେଲା ଟ୍ରେନ ଚଳାଚଳ

ମୁନିଗୁଡ଼ା,୯ା୮(ଡ଼ି.ଏନ.ଏ)- ଲଗାଣ ବର୍ଷା ଯୋଗୁ ଗତ ୬ ତାରିଖ ରାତିରେ ରାୟଗଡ଼ା ଜିଲା ଆମ୍ବାଦୋଳା ରେଳ ଷ୍ଟେଶନ ନିକଟରେ ରେଳ ଧାରଣା ଧୋଇ ହୋଇଯାଇଥିଲା ା ଯୁଦ୍ଧକାଳୀନ ଭିତ୍ତିରେ ରେଳ ଲାଇନ ମରାମତି ପରେ ଦୀର୍ଘ ୩୬ ଘଣ୍ଟା ପରେ ଶୁକ୍ରବାର…

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମୁନିଗୁଡ଼ା ବ୍ଲକ। ମୁଖ୍ୟତଃ ଅମ୍ବାଦଳା, ଇଚ୍ଛାପୁର, ରଘୁବାରି ଓ ଡିମିରିଗୁଡ଼ା…

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ଜିଲାର ପଡିଆ ବ୍ଲକ ୨ଦିନ ହେଲା ବାହ୍ୟଜଗତରୁ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ମୁନିଗୁଡ଼ା,୭।୮(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ବୁଧବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଥାନା ପଛପଟ ଦେଇ ଯାଇଥିବା ଖମଣ ସାହି ରାସ୍ତାରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ବ୍ୟାରିକେଟ୍‌ ସଂସ୍ପର୍ଶରେ ଆସି ଖମଣ…

ନିମ୍ନମାନର ଖାଦ୍ୟ ଯୋଗାଣ ଅଭିଯୋଗ : ହଷ୍ଟେଲ ଛାଡ଼ିଲେ ୪୮ ଛାତ୍ରୀ

ରାମନାଗୁଡ଼ା/ଗୁଣପୁର,୫ା୮(ଡି.ଏନ.ଏ.) : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନାଇରା ଆଶ୍ରମ ବିଦ୍ୟାଳୟର ୪୮ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ନିମ୍ନମାନର ଖାଦ୍ୟ ପ୍ରଦାନ ଓ ସହାକରୀ ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ହଷ୍ଟେଲ ଛାଡ଼ିଥିବା ଛାତ୍ରୀମାନେ ପ୍ରକାଶ କରିଛନ୍ତି। ସେମାନେ…

ସୂଚନା ଅଧିକାର ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ରାୟଗଡ଼ା ଅଫିସ,୧ା୮- ରାୟଗଡ଼ା ଜିଲା ସୂଚନା ଅଧିକାର ଅଭିଯାନ ତରଫରୁ ସୂଚନା ଅଧିକାର ସଂଶୋଧନ ବିଲ ପ୍ରତ୍ୟାହାର ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ପ୍ରଦାନ କରାଯାଇଛି। ସମଗ୍ର ଦେଶରେ କୌଣସି ବିତର୍କ ନ କରାଇ…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ…

ବାଙ୍କ ସର୍ଗି ବିଦ୍ୟାଳୟ: ବର୍ଷା ହେଲେ ପଢା ବନ୍ଦ

ପାପଡାହାଣ୍ଡି,୨୮।୭(ଡି.ଏନ.ଏ)-ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ମୁହାଁ କରିବା ଲାଗି ହୋଇଛି ବ୍ୟାପକ ଯୋଜନା । ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । କିନ୍ତୁ ବିଦ୍ୟାଳୟ ଭିତ୍ତିଭୂମିକୁ ଦୃଷ୍ଟି ଦିଆଯାଉ ନାହିଁ। କେଉଁଠି ଭଙ୍ଗା ଆଜବେଷ୍ଟସ ତଳେ ତ ଆଉ କେଉଁଠି ଖୋଳା ଆକାଶ…

ଲାଞ୍ଚ ନେଇ ଜେଲ୍‌ ଗଲେ ମାଲକାନଗିରି ସଦର ଥାନାର ୩ ପୋଲିସ ଅଧିକାରୀ

ମାଲକାନଗିରି,୨୬।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ଥାନାର ୩ ଜଣ ପୋଲିସ ଅଧିକାରୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କଟକ ଦୁର୍ନୀତି ନିବାରଣ ନିର୍ଦ୍ଦେଶକ କାର୍ଯ୍ୟାଳୟର ପଦାଧିକାରୀମାନେ ଲାଞ୍ଚ ନେବା ମାମଲାରେ ଗିରଫ କରିଛନ୍ତି। ସେମାନେ ହେଲେ ସବ୍‌ ଇନ୍ସସ୍ପେକ୍ଟର କୁନାଲ କୁମାର, ମାନସ…

ପୁରୀରୁ ଧରାପଡିଲେ ସାଇବର ଲୁଟେରା: ଆକାଉଣ୍ଟ, ଏଟିଏମ୍‌ ପିନ୍‌ ହାତେଇ ଲୁଟୁଥିଲେ ଅଭିଯୁକ୍ତ

ମାଲକାନଗିରି, ୨୫।୭(ଡି.ଏନ୍‌.ଏ/ସ୍ବ.ପ୍ର.) ମାଲକାନଗିରି ପୋଲିସ ସାଇବର ଠକେଇରେ ଜଡିତ ଥିବା ଜଣେ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ପୁରୀରୁ ବୁଧବାର ଗିରଫ କରିଛି। ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ସେ ଏଟିଏମ୍‌ ପିନ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?