ନାହିଁ ବିଶ୍ରାମାଗାର, ଖରାରେ ଛଟପଟ ହେଉଛନ୍ତି ଯାତ୍ରୀ
କଲ୍ୟାଣସିଂହପୁର, ୧୨।୫ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁର ସହରରୁ ପ୍ରତ୍ୟେକ ଦିନ ବହୁ ସଂଖ୍ୟାରେ ଯାତ୍ରୀ ବସ୍, ଅଟୋ ରିକ୍ସାଠାରୁ ଆରମ୍ଭ କରି ବିଭିନ୍ନ ଭଡା ଗାଡିରେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ରାସ୍ତା କଡରେ ଅପେକ୍ଷା କରୁଛନ୍ତି।…
ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ
ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ କିଛି ମାତ୍ରାରେ ଚିହ୍ନଟ କରଯାଇଛି l ସେମାନଙ୍କୁ ଧରିବା ପାଇଁ ୬ଟି ପୋଲିସ…
ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ ମୃତଦେହ ଶୋଭାଯାତ୍ରା କରିଛନ୍ତି। ଏପରିକି ପୋଲିସ ଅପହରଣକାରୀ ଏବଂ ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ…
ମୋବାଇଲ୍ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…
କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ…
ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ
ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ କରିନେଇଥିଲେ । ପରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।ନିଖିଲର…
ସ୍ତ୍ରୀ-ସ୍ବାମୀଙ୍କୁ ଧକ୍କା ଦେଇ ଫେରାର ମାରୁଥିଲା କାର୍, ବାଟରେ ହେଲା ଚକା ପଙ୍କଚର, ଆଉ ତା’ ପରେ…
କଲ୍ୟାଣସିଂହପୁର,୯ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ କାର୍ ବାଇକ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦେବ ଭତ୍ରା…
ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…
କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ କାଠ ଜବତ କଲା କଲ୍ୟାଣସିଂହପୁର ବନବିଭାଗ। ଘଟଣାରେ ତିନି ଜଣଙ୍କୁ ଅଟକ ରଖାଯାଇଥିବା…
ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ
ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା ନେଇ ଅଭିଯୋଗ ହୋଇଛି। ଗୁଣପୁରର ବିଜେଡି ନେତା ଅଶ୍ବୀନୀ ଗମାଙ୍ଗଙ୍କ ନେତୃତ୍ୱରେ ମନ୍ଦିର…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ୨ ବର୍ଷ ଜେଲ ଦଣ୍ଡ: ରାୟ ଶୁଣାଇଲେ ଭିଜିଲନ୍ସ କୋର୍ଟ
ଗୁଣପୁର,୫।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଡୁକୁମ କଲ୍ୟାଣ ବିଭାଗର ପୂର୍ବତନ ଶିକ୍ଷକ ୟୁ.ରାଜେନ୍ଦ୍ର ପାତ୍ରଙ୍କୁ ଜୟପୁର ଭିଜିଲାନସ ସ୍ବତନ୍ତ୍ର ଅଦାଲତ ବିଚାରପତି ଆୟବର୍ହିଭୂତ ସମ୍ପତି ଠୁଳ ମାମଲାରେ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କାର ଜରିମାନା…
କଲ୍ୟାଣସିଂହପୁର ଲ୍ୟାମ୍ପ୍ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା
ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀ ହଡ଼ପ କରିଥିବା ଅଭିଯୋଗ ହୋଇଛି । ଶନିବାର ଏଆରସିଏସ୍ କାର୍ଯ୍ୟାଳୟ ଟିମ୍…
ପଶ୍ଚିମବଙ୍ଗରେ ଭାଜପାର ବିଜୟ: କଲ୍ୟାଣସିଂହପୁରରେ ବିଜୟ ଉତ୍ସବ
କଲ୍ୟାଣସିଂହପୁର,୪।୫(ଦୀପକ କୁମାର ପରିଡା): ଭାଜପା ଜିଲା ସଭାପତି ଗୋପୀ ଆନନ୍ଦଙ୍କ ଆଦେଶ କ୍ରମେ ଜିଲା ସମ୍ପାଦକ ସନ୍ଦୀପ ଗୁଡୁଲାଙ୍କ ନେତୃତ୍ୱ ରେ ରାୟଗଡା ଜିଲା କଲ୍ୟାଣସିଂହପୁର ଟାଉନ ଠାରେ ପଶ୍ଚିମବଙ୍ଗରେ ଭାଜପା ବିଜୟକୁ ନେଇ ସୋମବାର ସାରେ ବିଜୟ ଉତ୍ସବ ଅନୁଷ୍ଠିତ…
ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ
ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି । ସମ୍ପ୍ରତି ଘଟିଥିବା କାଳବୈଶାଖୀ ବାତ୍ୟାର ପ୍ରଭାବରେ ବୋର୍ଡ୍ଟି ଗୁରୁତର ଭାବେ କ୍ଷତିଗ୍ରସ୍ତ…

