ନାଲକୋ ହିଲ୍ଟପ୍ରେ ଛାଇଗଲା କୁଆପଥର
ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି। ପଞ୍ଚପଟ୍ଟମାଳି ଖଣିର ହିଲଟପ ଅଞ୍ଚଳରେ ପ୍ରାୟ ୨ ଇଞ୍ଚର କୁଆପଥର ବର୍ଷା ହୋଇଥିଲା। ରାଜ୍ୟ…
ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ
ଦଶମନ୍ତପୁର,୧୯।୪(ଡି.ଏନ୍.ଏ.): ଆବାସ ଯୋଜନାରେ ଦୁର୍ନୀତିର ଗନ୍ତାଘର ସାଜିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ। କେଉଁଠି ପୁନାଦିରେ କାମ ରହି ମଧ୍ୟ ଶେଷ ବିଲ୍ ଉଠାଯାଇ ଥିବାବେଳେ ଅନ୍ୟ କେଉଁଠି ଗୃହ ସଂପୂର୍ଣ୍ଣ ହୋଇ ନଥିଲେ ହେଁ କାର୍ଯ୍ୟାଳୟରେ ଫଟୋ ଦେଖାଇ କିଛି…
ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର
ନନ୍ଦପୁର,୧୯।୪(ଡି.ଏନ୍.ଏ.): ନନ୍ଦପୁର ବ୍ଲକ ଘାଗ ଗ୍ରାମ ନିକଟରେ ଏକ ପଥର କ୍ୱାରି ସହ କ୍ରସର ଚାଲୁଥିବା ଯୋଗୁଁ ବିଭିନ୍ନ ସମସ୍ୟା ଉପୁଜୁଥିବା ସ୍ଥାନୀୟ ଗ୍ରାମବାସୀ ଗତ ରବିବାର ନନ୍ଦପୁର ଥାନାରେ ଏତଲା ଦେଇଛନ୍ତି। ପ୍ରତିଦିନ ବ୍ଲାଷ୍ଟିଂ ଯୋଗୁଁ ଘର ଭିତ୍ତି ଦୋହଲିଯିବା…
ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା
କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ ସାଙ୍ଗକୁ ଯୁବକଙ୍କ ବାଦ୍ୟ ଗାଁଦାଣ୍ଡ ପ୍ରକମ୍ପିତ କରୁଛି। ଗୁରୁବାର ଜିଲାର କୋରାପୁଟ ବ୍ଲକର ମସ୍ତିପୁଟ,…
କୃଷିଭିତ୍ତିକ ପର୍ବ ବିହନ ଛିନା
ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ ବିଭିନ୍ନ ଗ୍ରାମରେ ଭିନ୍ନ ଭିନ୍ନ ଭାବରେ ତିଥି ବାର ଦେଖି ପୂଜାରୀଙ୍କ ନିର୍ଦ୍ଦେଶରେ…
ବିପଦ ଆଶଙ୍କା: ଟ୍ରେନ ଯାଉଛି, ଲେଭଲ କ୍ରସିଂ ଗେଟ ପଡୁନି
କାଶୀନଗର, ୧୮।୪(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ଏନଏସିର ପଟେଲରୋଡରେ ଏକ ଲେଭଲ କ୍ରସିଂ ରହିଛି। ଏହି ଲେଭଲ କ୍ରସିଂ ଦେଇ ଦିନକୁ ୭ଥର ଟ୍ରେନ ଯିବା ଆସିବା କରେ। ଦ୍ରୁତଗାମୀ ରାଜ୍ୟରାଣୀ ଏକ୍ସପ୍ରେସ ସହ ପୁରୀ-ଗୁଣୁପୁର, ବିଶାଖାପାଟଣା- ଗୁଣୁପୁର ପାସେଞ୍ଜର ଏହି ଲେଭଲ…
ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ
ବୈପାରୀଗୁଡ଼ା,୧୮।୪(ଡି.ଏନ୍.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ ସେମାନେ…
ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର
କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି। ଅଭିଯୁକ୍ତଙ୍କ…
ସୌଭାଗ୍ୟ ଯୋଜନାରେ ଜଣକ ଘରକୁ ହୋଇନି ବିଦ୍ୟୁତ ସଂଯୋଗ
ପାପଡାହାଣ୍ଡି, ୧୮।୪,(ଡି.ଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡ଼ା ପଞ୍ଚାୟତ ବିସମପଦର ଗ୍ରାମବାସୀ ସମସ୍ୟା ଭିତରେ ଗତି କରୁଛନ୍ତି। ରାସ୍ତା ନ ଥିବାରୁ ବର୍ଷା ଦିନେ ଗାଁକୁ ଆମ୍ବୁଲାନ୍ସ ଆସି ପାରେନି। ଏବେ ଖରା ଦିନେ ଗାଁରେ ଉତ୍କଟ ହେଲାଣି ପାନୀୟ…
କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଯୁବକଙ୍କ ବାପା ଝରିଗାଁ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଯୁବକ ଜଣକ…
ଶ୍ରାଦ୍ଧ ଦିବସରେ ଅସମ୍ମାନ: ବିଜୁଙ୍କ ପ୍ରତିମୂର୍ତ୍ତିରେ ପଡିଲାନି ଫୁଲମାଳ
ଗୁଣପୁର,୧୭।୪(ଡି.ଏନ୍.ଏ.)-ରାୟଗଡା ଜିଲା ଗୁଣପୁର ବିଜେଡିରେ ଥିବା ମତଭେଦ ଯୋଗୁ ଶ୍ରାଦ୍ଧ ଦିବସରେ ପ୍ରବାଦ ପୁରୁଷଙ୍କ ପ୍ରତି ଅସମ୍ମାନ ହେଲାଭଳି ଘଟଣା ଦେଖିବାକୁ ମିଳିଛି। ବୁଧବାର ନୂତନ ବସ୍ଷ୍ଟାଣ୍ଡସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ବିଜେଡିର କେହି ନେତା ଓ କର୍ମୀ ଫୁଲମାଳଟିଏ ସୁଦ୍ଧା…
ଚର୍ଚ୍ଚରେ ଭଙ୍ଗାରୁଜା ଘଟଣା: ୭ ଜଣ ନିର୍ଦ୍ଦୋଷରେ ଖଲାସ
ଗୁଣପୁର,୧୭।୪(ଡି.ଏନ୍.ଏ.):ରାୟଗଡା ଜିଲା ରାମନାଗୁଡା ବ୍ଲକ ସୁଲୁଡିସ୍ଥିତ କାଥୋଲିକ ଚର୍ଚ୍ଚରେ ୨୦୦୮ ଅଗଷ୍ଟ ୨୫ରେ ପ୍ରାୟ ୫୦ରୁ ୬୦ ଜଣ ଲୋକ ପଶି ଜିନିଷ ପତ୍ର ଭଙ୍ଗାରୁଜା କରିବା ସହ ଏକ ବାଇକ୍ ପୋଡି ଦେଇଥିଲେ। ଏହି ଘଟଣା ଗୁଣପୁର ଏଡିଜେଙ୍କ କୋର୍ଟରେ…
Archives


