ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ
ମାଲକାନଗିରି,୧୭।୪(ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ ଅଣ୍ଡ୍ରାହାଲ, ପଣସପୁଟ, ଜଡାମ୍ବ, ଗାଜଲମାମୁଡି ଓ ଯନ୍ତ୍ରୀ ଗ୍ରାମର ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ…
ବଢୁଛି ତାପମାତ୍ରା, ଘରୁ ବାହାରି ପାରୁନାହାନ୍ତି ଲୋକେ
ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ଗଜପତି ଜିଲା ଏକ ଜଙ୍ଗଲ ପରିବେଷ୍ଟିତ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଗ୍ରୀଷ୍ମତାତି ଦିନକୁ ଦିନ ବଢ଼ୁଛି। ଗ୍ରାମାଞ୍ଚଳ ଏବଂ ସହରଞ୍ଚଳରେ କଂକ୍ରିଟ ରୋଡମାନ ବୃଦ୍ଧି ପାଉଥିବାରୁ ଏହା ତାପମାତ୍ରା ବୃଦ୍ଧିର ପ୍ରମୁଖ ଏକ କାରଣ ବୋଲି…
ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ
ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସୁଦ୍ଧା ଏହି ହାତୀଗୁଡିକ ଆନ୍ଧ୍ରର ବସନ୍ଧରା ଏବଂ ଓଡିଶାର ଭିନୋଳା,…
ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ
ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ ସମସ୍ତ…
ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ
ଦଶମନ୍ତପୁର,୧୭ା୪(ଡି.ଏନ୍.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ ଲଣ୍ଡା ପଡ଼ିଆକୁ ସବୁଜିମାରେ ଭରିଦେଇଛନ୍ତି ଜଣେ ଦିବ୍ୟାଙ୍ଗ ବୃଦ୍ଧ। ସେଇ ଗୋଟିଏ ଏକର ଜମିରେ…
ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର
ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…
ପୁଅଙ୍କୁ ଥଇଥାନ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ କରିବାରେ…
Archives


