ରାୟଗଡା

ସୁକୁମାରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛିି। ଏଥିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ଡି.ଆଇ.ଜି. (ଆଣ୍ଟି ନକ୍ସଲ ଅପେରଶନ୍‌) ସୁନ୍ଦର ରାଜଙ୍କ ସୂଚନାଅନୁଯାୟୀ,…

ସାବେରୀ ନଦୀରେ ଭାସି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛତିଶଗଡ଼ ପଡିଆ ଥାନା ଅଞ୍ଚଳ ସାବେରୀ ନଦୀ କୂଳରେ ଥିବା ସିଙ୍ଗାଣିଗୁଡ଼ା ଗ୍ରାମର ଲାକା ପଡ଼ିଆମି ନଦୀରେ ଭାସି ଯାଇ ନିଖୋଜ ଥିଲେ। ତେବେ ମଙ୍ଗଳବାର ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ଶନିବାର ସନ୍ଧ୍ୟାରେ ସିଙ୍ଗାନିଗଡ଼ାର…

ବାହ୍ୟଜଗତରୁ ବିଚ୍ଛିନ୍ନ ରହୁଥିବା ସାରକୁବନ୍ଧଠାରେ ଝୁଲାପୋଲ : ସାଧାରଣରେ ଆନନ୍ଦର ଲହରୀ

ମାଲକାନଗିରି,୮।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ବିଚ୍ଛିନ୍ନାଞ୍ଚଳ କାଳକ୍ରମେ ସ୍ବାଭିମାନ ଅଞ୍ଚଳ ଭାବେ ପରିିଚିତ ହୋଇଛି। ଗୁରୁପ୍ରିୟା ପୋଲ ନିର୍ମାଣ ପରେ ଏଠାକାର ଚିତ୍ରରେ ପରିବର୍ତ୍ତନ ହେବାରେ ଲାଗିଛି। ସ୍ବାଭିମାନ ଅଞ୍ଚଳର ସାରକୁବନ୍ଧ ନାଳ ଉପରେ ପୋଲ ନିର୍ମାଣ ହେବା କଷ୍ଟକର ହୋଇଥିବାରୁ ଲୋକେ…

କାଦୁଅ ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ମାଲକାନଗିର,୮।୭ (ଡି.ଏନ୍‌.ଏ): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ମାଲକାନଗିରି ଜିଲାର ଆଭ୍ୟନ୍ତରୀଣ ଅଞ୍ଚଳରେ ଏହାର ସୁଫଳ ଲୋକଙ୍କୁ ମିଳୁନାହିଁ।…

କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର

ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ ଥିବା ଏହି ପାହାଡ଼ ଓ ଆଖପାଖରେ ସୁସ୍ଥ ବାତାବରଣ ପାଇଁ ଏହି ଅଭିଯାନ ଲକ୍ଷ୍ମୀପୁର…

ମାଓବାଦୀ ନେତା ନବୀନ ସଂଗଠନରୁ ବହିଷ୍କୃତ

ମାଲକାନଗିରି,୭।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଆତଙ୍କ ଖେଳାଉଥିବା ଗାଳିକୋଣ୍ଡା ମାଓବାଦୀ ସଂଗଠନର ସମ୍ପାଦକ ନବୀନଙ୍କୁ ସଂଗଠନରୁ ବହିଷ୍କାର କରାଯାଇଥିବା ଆନ୍ଧ୍ର ଓ ଓଡ଼ିଶା ସ୍ବତନ୍ତ୍ର ବୋର୍ଡ ଜୋନାଲ କମିଟିର ମୁଖ୍ୟ ଗଣେଶ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି। ନବୀନ ମାଓବାଦୀ…

କାର୍‌ ଧକ୍କାରେ ପ୍ରାଣ ହରାଇଲେ ବାଇକ୍‌ ଚାଳକ

ପାପଡାହାଣ୍ଡି/ମଇଦଲପୁର, ୬।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଡୁମରିପଦର ନିକଟରେ ଶନିବାର ସକାଳୁ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମଇଦଲପୁର ଗ୍ରାମର ଖୀତେଶ ପାଞ୍ଜିଆ। ପ୍ରକାଶ ଯେ, ଖୀତିଶ ବାଇକ ଯୋଗେ…

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏସ୍‌ଟିଏଫ୍‌ ଓ ଡିଏଫ୍‌ ଯବାନମାନେ ପ୍ରତିଦିନ…

ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ ଶିକ୍ଷକଙ୍କ ଖାମଖିଆଲ ତଥା ଅର୍ଥଲୋଭ ଜିଲାର ଶିକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ…

ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଲଗାଣ ବର୍ଷାରେ କେନ୍ଦ୍ର ମଧ୍ୟରେ ପାଣି ପଶି ଯିବାରୁ ସେହି ପାଣି…

ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ ହୋଇଥିଲା। ସେହି ରାସ୍ତା ଦେଇ ଯାନବାହନ ଚଳାଚଳ ହେଉଥିଲା। ମାତ୍ର ଶନିବାର…

ସୀମାନ୍ତ କୋଟିଆରେ ଘୋଷଯାତ୍ରା

ପଟ୍ଟାଙ୍ଗି,୫।୭(ଡି.ଏନ୍‌.ଏ.): ସାରା ରାଜ୍ୟରେ ଯେଉଁଦିନ ରଥଯାତ୍ରା ହୁଏ, ତାହା ପରଦିନ ପଟ୍ଟାଙ୍ଗି ବ୍ଲକ ସୀମାନ୍ତ କୋଟିଆ ପଞ୍ଚାୟତରେ ଗଡ଼େ ଶ୍ରୀଜୀଉଙ୍କ ରଥ। ୨୦୦୨ ମେ’ ୧ରେ ଗଜପତି ମହାରାଜାଙ୍କ ଦ୍ୱାରା ଏଠାରେ ମନ୍ଦିର ପ୍ରତିଷ୍ଠା ହେବା ପରଠାରୁ ଦୀର୍ଘ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?