ରାୟଗଡା

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍‌ ପଡ଼ିନାହାନ୍ତି। କୋରାପୁଟ…

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା ପକାଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପ୍ରକାଶ ଯେ,ଦୀର୍ଘଦିନ ଦିନ ହେବ ଉପରପୁଟ ଓ…

ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଘଟଣା

ଜେକେପୁର, ୨୨।୫(ଡି.ଏନ୍‌.ଏ.)- ଜେକେପୁର ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଘଟଣାକୁ ଇତିମଧ୍ୟରେ ୨ମାସ ବିତି ଯାଇଥିଲେ ମଧ୍ୟ ପୋଲିସ ହାତ ଏବେବି ଖାଲି। ଭୁବନେଶ୍ୱରର ସାଇବର କ୍ରାଇମ୍‌ ପୋଲିସଠାରୁ ଆରମ୍ଭ କରି ଜିଲା ସାଇଣ୍ଟିଫିକ୍‌ ଟିମ ସହ ଚାନ୍ଦିଲି ଥାନା ପୋଲିସ ତଦନ୍ତ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର ଅପରାହ୍ନରେ ସେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅର୍ଜୁନ ପୋଖରୀରେ ବୁଡି ଯାଇଥିବା ଅନ୍ୟମାନେ…

୨ ପୃଷ୍ଠାର ଚିଠି ଜାରି କଲା ଆନ୍ଦ୍ର-ଓଡିଶା ସ୍ପେଶାଲ ଜୋନାଲ କମିଟି

ଚିତ୍ରକୋଣ୍ଡା,୨୧ା୫(ଡି.ଏନ.ଏ.)- ମଙ୍ଗଳବାର ମାଓବାଦୀମାନେ ତେଲୁଗୁ ଭାଷାରେ ୨ ପୃଷ୍ଠାର ଚିଠି ଜାରି କରିଛନ୍ତି। ଏଥିରେ ସେମାନେ ପାଡୁଆ ଏନକାଉଣ୍ଟରକୁ ତୀବ୍ର ନିନ୍ଦା କରିଛନ୍ତି। ଆନ୍ଦ୍ର-ଓଡିଶା ବୋର୍ଡର ସ୍ପେଶାଲ ଜୋନାଲ କମିଟିର କମ୍ରେଡ ଗଣେଶ ଏହି ଚିଠି ଜାରି କରିଥିବା ଜଣାପଡିଛି। ପାଡୁଆ…

ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌ ଶତକଡ଼ା ୯୦.୧୬ ପ୍ରତିଶତ ନମ୍ବର ରଖି ଜିଲାରେ ଶକ୍ତିପ୍ରସାଦ ରାଉତ ଟପ୍ପର ହୋଇଛନ୍ତି।…

ପ୍ରକୃତିର ନୈସ୍ବର୍ଗ ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୧।୫(ଡି.ଏନ.ଏ.)- ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାୟଗଡ ବ୍ଲକ ଅନ୍ତର୍ଗତ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟଭରା ଐତିହାସିକ ଗଣ୍ଡାହାତୀ ଜଳପ୍ରପାତ ଜିଲାର ଅନ୍ୟତମ ପ୍ରମୁଖ ଆକର୍ଷଣ। ସବୁଋତୁରେ ଏଠାରେ ପର୍ଯ୍ୟଟକଙ୍କ…

ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରରେ ବିଏସ୍‌ଏଫ୍‌ ପକ୍ଷରୁ ଏମ୍‌ଭି-୩ସ୍ଥିତ କ୍ୟାମ୍ପ ପରିସରରେ ଗୁରୁଙ୍କ ପାରମ୍ପରିକ…

ପୋଲ ତଳୁ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ମୁନିଗୁଡ଼ା,୨୦ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ସୋମବାର ସକାଳେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ମୁନିଗୁଡ଼ା ବ୍ଲକ ସମଦଳା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ମହାନନ୍ଦିଆ। ପ୍ରକାଶ ଯେ,…

ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’

ବୈପାରୀଗୁଡ଼ା,୨୦ା୫(ଡି.ଏନ୍‌.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍‌ବିସିସି ସଂସ୍ଥା ଏହାକୁ ନିର୍ମାଣ କରୁଥିବା ବେଳେ ଅଣଓଡ଼ିଆ କର୍ମଚାରୀ ଦାୟିତ୍ବ ବୁଝୁଛନ୍ତି। ରାସ୍ତା ଅତି ନିମ୍ନମାନର…

ପାହାଡ଼ରୁ ମିଳିଲା ନିଖୋଜ ବୃଦ୍ଧଙ୍କ ମୃତଦେହ

ଜୟପୁର,୧୯।୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହର ଉପକଣ୍ଠ ହାତୀବାରିଗୁଡ଼ା ସଂରକ୍ଷିତ ଜଙ୍ଗଲସ୍ଥିତ ପାହାଡ଼ରୁ ରବିବାର ପୂର୍ବାହ୍ନରେ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ସ୍ଥାନୀୟ ଇରିଗେସନ କଲୋନି ବାସିନ୍ଦା ପିତାମ୍ବର ବେହେରୁକ (୬୫) । ଉଦ୍ଧାର ସ୍ଥଳର ପାରିପାର୍ଶ୍ୱିକ…

ବିଷାକ୍ତ ଛତୁଖାଇ ୮ ଅସୁସ୍ଥ

ରାୟଗଡା ଅଫିସ୍‌, ୧୯।୫- ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଗୋଡିବାଲିଠାରେ ବିଷାକ୍ତ ଛତୁଖାଇ ୮ଜଣ ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ପ୍ରଥମେ ମାଣ୍ଡିବିଶି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri