ରାୟଗଡା

ମାଓବାଦୀ ପୋଲିସ ମଧ୍ୟରେ ଗୁଳି ବିନିମୟ: ୩ ବନ୍ଧୁକ, ବିସ୍ଫୋରକ କିଟ୍‌ ଜବତ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାରେ ବୁଧବାର ପୁଣି ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଚିତ୍ରକୋଣ୍ଡା ଥାନାଠାରୁ ୩୦ କିମି ଦୂର ଗୁମରଉ ଜଙ୍ଗଲରେ ଆନ୍ଧ୍ର ଓଡ଼ିଶା ବର୍ଡରରେ ଜୋନାଲ କମିଟି ପକ୍ଷରୁ ଏକ ବଡ଼ଧରଣର ବୈଠକ ଚାଲୁଥିବା…

ବାଲିମେଳା ଜଳ ବିଦ୍ୟୁତ କେନ୍ଦ୍ର:୬ ଜେନେରେଟର ଆଧୁନିକୀକରଣ କାର୍ଯ୍ୟରେ ବିଳମ୍ବ

ମାଲକାନଗିରି,୧୨ା୬ (ଡି.ଏନ.ଏ./ସ୍ବ.ପ୍ର.)-ମାଲକାନଗିରି ଜିଲା ବାଲିମେଳାରେ ଜଳ ବିଦ୍ୟୁତ ପ୍ରକଳ୍ପ ଦୀର୍ଘ ୫୦ ବର୍ଷରୁ ଊର୍ଦ୍ଧ୍ୱ ହେଲା କାର୍ଯ୍ୟ କରୁଛି। ଏଠାରୁ ବିଦ୍ୟୁତ୍‌ ଉପତ୍ାଦନ ହୋଇ ରାଜ୍ୟ ଏବଂ ରାଜ୍ୟ ବାହାରକୁ ଯୋଗାଣ ହେଉଛି। ମାତ୍ର ଏହି ଜଳବିଦ୍ୟୁତ୍‌ ପ୍ରକଳ୍ପର ଅନେକ ଯନ୍ତ୍ରାଂଶ…

୩ ମାସହେଲା ମିଳିନି ବିଦ୍ୟୁତ୍‌ ବିଲ୍‌: ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ

ରାୟଗଡ଼(ଗଜପତି), ୧୧ା୬- ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ଉପଭୋକ୍ତାମାନେ ୩ ମାସହେଲା ବିଦ୍ୟୁତ୍‌ ବିଲ୍‌ ପାଇ ନ ଥିବା ଅଭିଯୋଗ ହୋଇଛି। ଦୀର୍ଘଦିନ ଧରି ବିଲ୍‌ ଦିଆଯାଉନଥିବାରୁ ବକେୟା ବଢ଼ୁଛି। ତେଣୁ ଏକାଥରକେ ଏତେ ଟଙ୍କା କିଭଳିି ପୈଠ କରିବେ ଉପଭୋକ୍ତା…

୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ ଏବଂ ନବିନ ଖେମୁଡୁ ଗୁଣ୍ଠାଓ୍ବାଡାରୁ ସମ୍ବଲପୁରକୁ ଏକ ଗାଡି (ଓଡି ୧୫ ଜେ-୭୫୮୭)…

ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର

ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି ସୋମବାର ଅପରାହ୍ନ ୫ଟାରେ ଏକ କମାଣ୍ଡର ଖଇରପୁଟରୁ ଯାତ୍ରୀଙ୍କୁ ନେଇ ବଣ୍ଡାଘାଟିର ମୁଦୁଲିପଡା…

ପଲିଟେକନିକରେ ଖାଲି ପଡୁଛି ସିଟ୍‌: ପ୍ରଚାର ପ୍ରସାର ଅଭାବରୁ ଏହାର ସୁଯୋଗ ନେଇପାରୁନାହାନ୍ତି ଉପାନ୍ତ ଅଞ୍ଚଳର ପିଲା

ଜୟପୁର,୧୦।୬(ଡି.ଏନ୍‌.ଏ.)ଜୟପୁର ବ୍ଲକର ରଣ୍ଡାପାଲୀରେ ରାଜ୍ୟ ସରକାରଙ୍କ ଏକ ସରକାରୀ ପଲିଟେକନିକ ୨୦୧୪ରୁ ପ୍ରତିଷ୍ଠା ହୋଇଛି। କିନ୍ତୁ ଜିଲାର ଉପାନ୍ତ ବ୍ଲକର ଛାତ୍ରୀଛାତ୍ର ପଲିଟେକନିକକୁ ନେଇ ସଚେତନ କିମ୍ବା ଅଜ୍ଞ ରହିଥିବା ଯୋଗୁ ଏହିପରି ବୈଷୟିକ ଶିକ୍ଷାନୁଷ୍ଠାନରେ ସେମାନଙ୍କ ଯୋଗଦାନ କମ୍‌ ରହୁଛି…

ପୋଖରୀରେ ବୁଡ଼ି ୮ ବର୍ଷ ଛାତ୍ରର ମୃତ୍ୟୁ

ମାଲକାନଗିରି, ୧୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଷ୍ମାବକାଶରେ ମାମୁଁ ଘରକୁ ବୁଲିବାକୁ ଯାଇଥିବା ଜଣେ ୮ ବର୍ଷ ଶିଶୁର ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ସଦର ବ୍ଲକ ପଦ୍ମଗିରି ପଞ୍ଚାୟତର ପ୍ରତାପ…

କାଳବୈଶାଖୀ ଉଡ଼ାଇ ନେଲା ଛପର:ପଲିଥିନ୍‌ ତଳେ ବିତୁଛି ଜୀବନ

ଉମରକୋଟ, ୯।୬(ଡି.ଏନ୍‌.ଏ.):କାଳବୈଶାଖୀ ଉଡ଼ାଇ ନେଲା ଘର ଛପର। ପଲିଥିନ ତଳେ ମୁଣ୍ଡ ଗୁଞ୍ଜୁଛନ୍ତି ଚାରିପ୍ରାଣୀ। ପୂର୍ବରୁ ଆବାସ ଯୋଜନାରେ ଘରଟିଏ ପାଇଁ ବାରମ୍ବାର ଆବେଦନ କରିଥିଲେ ମଧ୍ୟ ଏଯାବତ୍‌ ମିଳିନାହିଁ। ଏବେ ପଲିଥିନ୍‌ ଛପର ଘର ହିଁ ଆମ ସାହାରା ବୋଲି…

ସାପ କାମୁଡାରେ ମା’,ପୁଅ ମୃତ

ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ ପୁଅର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମୀ ଗଣ୍ଡ ଓ ତାଙ୍କ ପୁଅ ଭାଗିରଥୀ…

ଘରୋଇ ବସ୍‌ରୁ ଗଞ୍ଜେଇ ଜବତ: ଅଭିଯୁକ୍ତ ଯାତ୍ରୀ ଅଟକ

କୋରୁକୋଣ୍ଡା, ୮।୬(ଡି.ଏନ୍‌.ଏ): ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ଘରୋଇ ବସ୍‌(ଗୁପ୍ତା ଟ୍ରାଭେଲର୍ସ)ରୁ ଶନିବାର ସକାଳେ ଗଞ୍ଜେଇ ଜବତ ହୋଇଛି। ଜଣେ ଯୁବକ ଏକ ବ୍ୟାଗରେ ଗଞ୍ଜେଇ ନେଇ ଜୟପୁର ଯାଉଥିବା ମାଲକାନଗିରି ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ…

ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ

କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି ଓ ସାନ ଭାଇ ଉଦ୍ଧବଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଲଳିତ ରାଗିଯାଇ ଏକ…

ବିଭିନ୍ନ ଘଟଣାର ନ୍ୟାୟ ଦାବିରେ ଧାରଣା: ପୋଲିସ ପଦକ୍ଷେପ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ସିପିଆଇ

ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ ପ୍ରତୀକ ପୂର୍ବାହ୍ନ ୧୦ଟାରୁ ୧୨ଟା ଯାଏ ଧାରଣା ଦେଇଛି ଜିଲା ସିପିଆଇ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?