ବାପାଙ୍କୁ ଖୋଜିଖୋଜି ଗଲାବେଳେ ଦେଖିଲେ ପଡିଛି ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ
ରାୟଗଡ଼ା,୨୨।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଶେଷଖାଲ ଥାନା ଅଧୀନ କାରୁବାଇ ପଞ୍ଚାୟତ ଅନ୍ତର୍ଗତ ସାନସିଗୁରୁ ଗ୍ରାମରେ ରକ୍ତାକ୍ତ ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ନାରାୟଣ ମାଣ୍ଡାଙ୍ଗି(୬୦)। ତେବେ ଗୁରୁବାର ରାତିରେ ବାପାଙ୍କୁ କାତିରେ…
ବୋଲେରୋ ଧକ୍କାରେ ବାଇକ ଦୁର୍ଘଟଣାଗ୍ରସ୍ତ: ଗୋଡ଼ରେ ଚଢ଼ିଗଲା
ରାୟଗଡ଼ା,୨୦।୮(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ପେଣ୍ଟା ପଞ୍ଚାୟତ ମହକୁମାସ୍ଥିତ ଶିବ ମନ୍ଦିର ନିକଟରେ ବୋଲେରୋ ଧକ୍କାରେ ମୋଟରସାଇକେଲ ଚାଳକ ଓ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ବାଇକ ଚାଳକ ସାମାନ୍ୟ ଆହତ ହୋଇଥିଲେ ହେଁ ଆରୋହୀଙ୍କ ଗୋଡ଼ ଉପରେ ବୋଲେରୋ ମାଡ଼ିଯିବାରୁ ତାଙ୍କ…
ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରେ ଶତାଧିକ ମହିଳା, ରାସ୍ତାରୋକୋ ଯୋଗୁ ଯାତାୟାତ ବାଧାପ୍ରାପ୍ତ
କଲ୍ୟାଣସିଂହପୁର, ୧୯।୮( ଦୀପକ କୁମାର ପରିଡ଼ା): ପାନୀୟ ଜଳ ସମସ୍ୟାକୁ ନେଇ ହାଣ୍ଡି, ଗରା ଆଦି ଧରି ରାଜ ରାସ୍ତାରେ ଶତାଧିକ ମହିଳା। ଏଭଳି ଦେଖିବାକୁ ମିଳିଛି ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକାରପାଇ ସାହି ନିକଟରେ। ପିଇବା ପାଣିର ସୁବିଧା…
ଗୁଣିଗାରେଡି ସନ୍ଦେହରେ ହତ୍ୟାକାଣ୍ଡ: ୧୨ ଗିରଫ ଓ କୋର୍ଟ ଚାଲାଣ
ରାୟଗଡ଼ା,୧୬।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବୁରୁସୁବାଡି ଗାଁରେ ଗୁଣିଗାରେଡି ସନ୍ଦେହରେ ଏକ ହତ୍ୟାକାଣ୍ଡ ଘଟିଛି । ମୃତ ବ୍ୟକ୍ତି ହେଲେ ରାମାରାଓ ଜିଲାକାରା। ରାମାରାଓ ଗୁଣିଗାରେଡି କରୁଥିବା ସନ୍ଦେହ କରି କିଛି ବ୍ୟକ୍ତି ତାଙ୍କୁ ଗତ…
ପ୍ରେମରେ ବିଫଳ ହୋଇ ଏମିତି ଚରମ ନିଷ୍ପତ୍ତି ନେଲେ ପ୍ରେମିକ, ପରିବାର ଲୋକେ ଶୋଇଥିବାବେଳେ କଲେ ଏହି କାମ…
ରାୟଗଡ଼ା,୧୪ା୮(ଆଶିଷ ରଞ୍ଜନ ପଣ୍ଡା): ପ୍ରେମରେ ପ୍ରତାରଣା ପାଇବା ପରେ ଜଣେ ୨୨ବର୍ଷୀୟ ଯୁବକ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ଡିଏଫ୍ଓ କଲୋନୀରେ ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ହେଲେ ରାକେଶ ପରିଡ଼ା।…
ଚଳନ୍ତା ଟ୍ରେନରୁ ସୁନା ବ୍ୟବସାୟୀଙ୍କଠୁ ସୁନା ଚୋରି ମାମଲାର ପର୍ଦ୍ଦାଫାଶ: ୫୮ ଗ୍ରାମ ଗହଣା, ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୬ ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା,୧୩।୮(ଆଶିଷ ରଞ୍ଜନ ପଣ୍ଡା)- ଚଳନ୍ତା ଟ୍ରେନରେ ହୋଇଥିବା ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିଛି ରାୟଗଡ଼ା ଜିଆରପି ପୋଲିସ । ଏହି ମାମଲାରେ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ରାୟଗଡ଼ା ଜିଆର୍ପି ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା…
ରେଳ ଟ୍ରାକ୍ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍
ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର ବାହାର…
ଠେଙ୍ଗାରେ ପିଟିପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ, ମା’ଙ୍କ ମୃତଦେହ ଦେଖି ପୁଅ…
ରାୟଗଡ଼ା,୭ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ଅଧୀନସ୍ଥ ଗାଜିଗାଁ ପଞ୍ଚାୟତ ଅନ୍ତର୍ଗତ ଗଣ୍ଡାବାଲସା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ଜୀବନରେ ମାରି ଦେଇଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ସିନ୍ଧେ କଣ୍ଡାଗରି(୪୫)।…
ରେଳ ଧାରଣାରୁ ମିଳିଲା ବୃଦ୍ଧଙ୍କ ମୃତଦେହ: ଗୁଣି ସନ୍ଦେହରେ ହତ୍ୟା ଅଭିଯୋଗ
ରାୟଗଡ଼ା/ଲାଞ୍ଜିଗଡ଼,୫।୮: ରାୟଗଡ଼ା ଜିଲା ଦହିଖାଲ ରେଳ ଧାରଣାରୁ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ହେଲେ ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବୃଦ୍ଧ ଜଣକ ଜୁଲାଇ ୩୦ ତାରିଖରୁ ନିଖୋଜ ଥିଲେ।…
ଗୁମା ଘାଟିରେ ଅଘଟଣ, ଘର ଭିତରେ ଧସେଇ ପଶିଲା ଟ୍ୟାଙ୍କର, ବୃଦ୍ଧା ମୃତ, ଡ୍ରାଇଭର ଗୁରୁତର
ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା – କୋରାପୁଟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଗୁମ୍ମା ଗାଁ ରେ ଏକ ଆଲୁମିନିୟମ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଏକ ଝୁପୁଡ଼ି ଘର ଉପରେ ମାଡ଼ିଯାଇଥିଲା। ଏଥିରେ ଘରେ ସୋଇଥିବା…
ଧରାପଡ଼ିଲା ନକଲି ହନୁମାନ କଏନ ରାକେଟ, ୩ ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ
ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଟାଉନ ଥାନା ପୋଲିସ ଏକ ହନୁମାନ କଏନ୍ ରାକେଟ ଠାବ କରିବା ସହ ଏଥିରେ ଜଡ଼ିତ ତିନିଜଣ ଠକଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ପୂର୍ବ ଗୋଦାବରୀ ଜିଲା…
ସତ୍ୟବ୍ରତଙ୍କ ବଡ଼ ସଫଳତା: ଗୁଣୁପୁରରେ ଖେଳିଗଲା ଖୁସିର ଲହରୀ
ରାୟଗଡା,୨/୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦାରା ଆୟୋଜିତ ଓଡ଼ିଶା ସୂଚନା ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଗୁଣପୁରର ସତ୍ୟବ୍ରତ ପାଣିଗ୍ରାହୀ। ସତ୍ୟବ୍ରତ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ୧୫ତମ ର଼୍ୟାଙ୍କ ହାସଲ କରିଛନ୍ତି। ଲେଖା ଲେଖି ଏବଂ…
Archives


