ରାୟଗଡା

ସାମାନ୍ୟ ବର୍ଷାରେ ପୋଖରୀ ପାଲଟୁଛି ଗୁଡ଼ାରି ସହର 

ଗୁଡାରି, ୪।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲା ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥ ତଥା ବଂଶଧାରା ନଦୀ ପୋଲଠାରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୧ କିମି ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଛୋଟ ବଡ…

ମୋହନ ନାୟକ ରାୟଗଡା ଯୁବ କଂଗ୍ରେସ ସଭାପତି

ଟିକିରି, ୪।୫ (ପ୍ରଫୁଲ୍ଲ କୁମାର ବେହେରା) ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରାଜ୍ୟ କଂଗ୍ରେସ ଓଡ଼ିଶାର ସମସ୍ତ ଜିଲାରେ ଯୁବ କଂଗ୍ରେସ ସଭାପତି ଚୟନ କରିଛ। ରାଜ୍ୟ ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ରଙ୍କ ଅନୁମୋଦନ କ୍ରମେ ରାୟଗଡା ଜିଲା ପାଇଁ…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ ତଥା କୃଷି ଓ କୃଷକ ସଶକ୍ତିକାରଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ, ମୁଖ୍ୟମନ୍ତ୍ରୀ…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର କାନ୍ଥ ଭାଙ୍ଗିବା ସହ ଆସବାବପତ୍ର ପବନରେ ଉଡ଼ି ନଷ୍ଟ ହୋଇଛି। ସୂଚନା ମୁତାବକ,…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ ରେଙ୍ଗାପଦର ଗ୍ରାମରେ ଗୁରୁବାର କ୍ୟାମ୍ପ କରିଥିଲେ। ପୂର୍ବରୁ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ମଧୁବନ…

ଆଇସିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍‌ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର

ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍‌ ଇଂଲିଶ ମାଧ୍ୟମ ବିଦ୍ୟାଳୟ ଛାତ୍ର ସତ୍ୟଜିତ ହୋତା ୯୩.୬ ପ୍ରତିଶତ ମାର୍କ ରଖି…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ ଶିତିଆ ମାଝୀଙ୍କ ଘରର ଟିଣ ପବନରେ ଉଡିଯାଇଥିବାରୁ ଘର ଭିତରକୁ ପାଣି ପସି…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ ପାଣିରୁ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ, ଅଡାବାଡି ଗାଁର ନମିତା କୌଶଲ୍ୟାଙ୍କ ସହ…

ବଜ୍ରପାତରେ ୭ ଗୋରୁ ମୃତ: ସହାୟତା ଦାବି

ଟିକିରି,୩୦।୪(ପ୍ରଫୁଲ୍ଲ କୁମାର ବେହେରା):ରାୟଗଡ଼ା ଜିଲା କାଶିପୁର ବ୍ଲକ ଡଙ୍ଗା ସିଲ ପଞ୍ଚାୟତ ଅନ୍ତର୍ଗତ ଗୁଗାନ ଗ୍ରାମରେ ପ୍ରାକୃତିକ ଦୁର୍ଘଟଣା ବଜ୍ରପାତରେ ଗ୍ରାମର ମୋଟ ୭ ବଳଦ ଓ ଗାଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଅନନ୍ରାମ ମାଝୀଙ୍କ ୨ଟି ବଳଦ, ସୀତା ରାମ…

ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ବିଜୁଳି ପଡ଼ିବାର କିଛି…

ବର୍ଷା ସାଙ୍ଗକୁ କୁଆପଥର ମାଡ଼, ରାସ୍ତାଘାଟ ଶୂନ୍‌ଶାନ୍‌

ରାୟଗଡ଼ା,୨୯ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ସକାଳୁ ଅତ୍ୟଧିକ ଉତ୍ତାପ ରହିଥିବା ବେଳେ ସନ୍ଧ୍ୟାରେ ଆରମ୍ଭ ହୋଇଥିଲା ବର୍ଷା। ତେବେ ବର୍ଷା ସାଙ୍ଗକୁ ତୀବ୍ର ଭାବରେ କୁଆପଥର ମାଡ଼ ହୋଇଥିଲା। ଫଳରେ ସହରର ରାସ୍ତା ଏକପ୍ରକାର ପ୍ରାୟ ଶୂନ୍‌ଶାନ୍‌ ହୋଇଯାଇଥିଲା। ବର୍ଷା…

ବୀମାଭୁକ୍ତ ହେଲେ ଆରଏମ୍‌ସି କର୍ମଚାରୀ

ଗୁଣପୁର,୨୭।୪(ସଂକେତ ପାତ୍ର/ସୁଜାତା ପାଢ଼ୀ): ଗୁଣପୁର ଉପ ଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଦୁଧାଲ ଅଭିଷେକ ଦିଲୀପଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ଗୁଣପୁର ନିୟନ୍ତ୍ରିତ ବଜାର କମିଟି ଅନୁମୋଦନ କ୍ରମେ ଆରଏମ୍‌ସିର ସମସ୍ତ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟବୀମା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?