ରାୟଗଡା

୨ ଗାଡ଼ିରୁ ଜବତ ହେଲା ୧୮୭ କେଜି ଗଞ୍ଜେଇ: ବିହାରର ୨, ଉତ୍ତରପ୍ରଦେଶର ଗିରଫ

ମାଲକାନଗିରି/ଗୋବିନ୍ଦପାଲି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.) ମାଲକାନଗିରି ଜିଲା ମାଥିଲି ଥାନା ପୋଲିସ ରବିବାର ରାତିରେ ଗୋବିନ୍ଦପାଲି ଛକରେ ଯାଞ୍ଚ କରିବାବେଳେ ଦୁଇଟି ଗାଡିରୁ ୧୮୭କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ ପରେ କାର୍ଟ ଚାଲାଣ କରାଯାଇଛି ବୋଲି…

ମାଓବାଦୀ ଗିରଫ: ୪ ବଡ ଧରଣର ହିଂସାକାଣ୍ଡରେ ସମ୍ପୃକ୍ତି

ମାଲକାନଗିରି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.) ମାଥିଲି ଥାନା ପୋଲିସ ଓ ବିଏସ୍‌ଏଫ୍‌ ରବିବାର ରାତିରେ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମାଥିଲି ଥାନା ତୁଳସୀ ପାହାଡ ଅଞ୍ଚଳ କଟିପାଲୀ ଗାଁର ତ୍ରିନାଥ ଭୂମିଆ(୨୫)। ତ୍ରିନାଥ ଗତ ୨ ବର୍ଷ ମଧ୍ୟରେ ଛତିଶଗଡ…

ବର୍ଷାରେ ଭିଜୁଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ : ଗଜା ଆଶଙ୍କା

କୁନ୍ଦୁରା,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକଠାରେ ରବି ଋତୁର ଧାନ ମଣ୍ଡି ହେବାକୁ ଥିବାବେଳେ ଅଚାନକ ବର୍ଷା ହେବା ଯୋଗୁ ଡଙ୍ଗରପାଉଁଶୀ ଅସ୍ଥାୟୀ ଧାନମଣ୍ଡିରେ ଗଦା କରାଯାଇଥିବା ୫ହଜାରରୁ ୬ ହଜାର କ୍ୱିଣ୍ଟାଲ ଧାନ ଭିଜୁଛି। ଫଳରେ ଗଜା ହେବାର ଆଶଙ୍କା…

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ : ଜୟପୁର-କୋରାପୁଟ ରେଳସେବା ବାଧାପ୍ରାପ୍ତ

ଜୟପୁର,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରର ଚୋତ୍ରୀପୁଟ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହେବାରୁ ହୀରାଖଣ୍ଡ-ରାଉରକେଲା ଟ୍ରେନ୍‌ ଛତିଶଗଡ଼ର ଜଗଦଲପୁର ପରିବର୍ତ୍ତେ କୋରାପୁଟରେ ଅଟକିଛି। ସେହିପରି କିରୋଣ୍ଡଳରୁ ଆସୁଥିବା ଏକ୍ସପ୍ରେସଟି ବିଶାଖାପାଟଣା ଯାଉଥିବାବେଳେ ଜୟପୁରଠାରେ ଅଟକିଛି। ତେବେ ଉଦ୍ଧାର କାର୍ଯ୍ୟ ଜାରି…

ସିଲେରୁ ନଦୀରେ ଡଙ୍ଗାବୁଡ଼ି : ଜଣେ ଶିଶୁ ମୃତ, ଦୁଇ ନିଖୋଜ

ମାଲକାନଗିରି,୩ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ ସିଲେରୁ ନଦୀରେ ଡଙ୍ଗାବୁଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନିଖୋଜ ଅଛନ୍ତି। ଡଙ୍ଗାଟି ପାଙ୍ଗମପଡୁ ବଙ୍ଗଳା କ୍ୟାମ୍ପରୁ ବଚଳୁର ଗ୍ରାମକୁ ଯାଉଥିଲା। ରବିବାର ଆନ୍ଧ୍ରପ୍ରଦେଶ ସିଲେରୁ ହାଟ ସାରି…

ଚଢେଇ ରୂପରେ ଆସିଥିଲା ମୃତ୍ୟୁ ଦୂତ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବଣ୍ଡା ବାଳକଙ୍କଜୀବନ

ଖଇରପୁଟ/ଗୋବିନ୍ଦପାଲ୍ଲି, ୨ା୬ (ଡି.ଏନ୍‌.ଏ.): ଚଢେଇ ରୂପରେ ଆସିଥିଲା ମୃତ୍ୟୁଦୂତ। ସେଇ ଚଢେଇ ଧରିବା ପାଇଁ ତା ପଛରେ ଗୋଡାଇ ଥିଲେ ୭ବର୍ଷର ବଣ୍ଡା ବାଳକ। ଚଢେଇ ଯାଇ ଟ୍ରାନ୍ସଫର୍ମର ଉପରେ ବସିଥିଲା। ବାଳକ ଜଣଙ୍କ ଟ୍ରାନ୍ସଫର୍ମର ଉପରେ ଚଢ଼ିବା କ୍ଷଣି ବିଦ୍ୟୁତ୍‌…

ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର…

ଶୋଇଥିବା ବେଳେ କାମୁଡ଼ିଲା ସାପ, ନାବାଳିକା ମୃତ

ଝରିଗାଁ, ୨।୬(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚଚା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସାପ କାମୁଡ଼ାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରବି ହରିଜନଙ୍କ ଝିଅ ଇନ୍ଦୁ ହରିଜନ(୧୨)। ଘରେ ପରିବାର ଲୋକଙ୍କ ସହ…

କୋରାପୁଟ ମେଡିକାଲ : ବିଜୁଳି ଗଲେ ଟର୍ଚ୍ଚ ଲାଇଟରେ ଚିକିତ୍ସା

କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ ବିଭାଗ ଥାଇ ମଧ୍ୟ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ରୋଗୀ ଉପଯୁକ୍ତ ସେବା ପାଇପାରୁ…

ଭଙ୍ଗା ଷ୍ଟ୍ରିଟଲାଇଟ ଖୁଣ୍ଟକୁ କାଳବୈଶାଖୀ ଭୟ

ନବରଙ୍ଗପୁର,୧।୬(ବି.ପ୍ର.)- ନବରଙ୍ଗପୁର ଜିଲା ଉପକଣ୍ଠ ଚାଉଁରିଆଗାଡା ନିକଟରୁ ଇନ୍ଦ୍ରାବତୀ ପୋଲ ପର୍ଯ୍ୟନ୍ତ ୨୬ ନମ୍ବର ଜାତୀୟ ରାଜପଥ କଡରେ ଲଗାଯାଇଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଦିନରେ ଜଳୁଛି ରାତିରେ ଜଳୁ ନାହିଁ । ନବରରଙ୍ଗପୁର ପୌରାଞ୍ଚଳ ସୀମାବର୍ତ୍ତି ଅଧିନରେ ଥିିବା ଲାଇଟ…

କେନ୍ଦୁପତ୍ର ଗୋଦାମ ପୋଡ଼ିଲେ ମାଓବାଦୀ: ୧ କୋଟି ୯୧ ଲକ୍ଷ ୧୫ ହଜାର ଟଙ୍କାର ପତ୍ର ନଷ୍ଟ

ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର ବିଭାଗ ତରଫରୁ ସୂଚନା ଦିଆଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ସଶସ୍ତ୍ର ମାଓବାଦୀ…

ମାଓବାଦୀଙ୍କ ନାଁରେ ଯୁବତୀଙ୍କ ପରିବାରକୁ ହତ୍ୟା ଧମକ: ଯୁବକଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ଏକତରଫା ପ୍ରେମରୁ ଜଣେ କେଉଁଭଳି ଅଦ୍‌ଭୁତ କାଣ୍ଡ ଘଟାଇପାରେ, ତାହାର ଏକ ନମୁନା ହେଉଛନ୍ତି କୁମାର ପାଙ୍ଗୀ ନାମକ ଜଣେ ଯୁବକ। ଏକତରଫା ପ୍ରେମରୁ ଜଣେ ଯୁବତୀ ଓ ତାଙ୍କ ବାପାଙ୍କୁ ମାଓବାଦୀଙ୍କ ନାଁରେ ଚିଠି ଲେଖି ହତ୍ୟା ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?