ରାୟଗଡା

ଅସ୍ଥାୟୀ ମଣ୍ଡିରେ ପଡ଼ିଛି ରବିଧାନ, କାଳବୈଶାଖୀକୁ ଡର

କୁନ୍ଦୁରା,୩୧ା୫(ଡି.ଏନ୍‌.ଏ.)- ରବିଋତୁରେ କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବର୍ତ୍ତମାନ ୭୦ ପ୍ରତିଶତ ଧାନ ଅମଳ ହୋଇସାରିଛି। ଆଗକୁ ବର୍ଷା ଆଶଙ୍କାରେ ଚାଷୀମାନେ ଅମଳ ଧାନକୁ ଅସ୍ଥାୟୀ ମଣ୍ଡିରେ ଗଦା କରିଲେଣି। ଗତ ୨୫ ତାରିଖରେ ମଣ୍ଡି ଆରମ୍ଭ ହେବାର ଥିଲା। କିନ୍ତୁ…

ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ

ମୁନିଗୁଡ଼ା,୩୦।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ…

ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି…

ସରପଞ୍ଚରୁ ମନ୍ତ୍ରୀ ହେଲେ ଜଗନ୍ନାଥ

ଗୁଣପୁର/ମୁନିଗୁଡ଼ା,୩୦।୫(ଡି.ଏନ.ଏ)- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ୫ମ ଥର ପାଇଁ ଗଠିତ ହୋଇଥିବା ସରକାରରେ ବିଷମକଟକ ନିର୍ବାଚନମଣ୍ଡଳୀର ବିଧାୟକ ଜଗନ୍ନାଥ ସାରକାଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀ ପଦ ମିଳିଛି। ବୁଧବାର ସେ ୨୦ ଜଣିଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ ଶପଥ ଗ୍ରହଣ କରିଛନ୍ତି।…

ସାପ କାମୁଡାରେ ମାଇଁ ମୃତ, ଭାଣିଜୀ ଗୁରୁତର

ଉମରକୋଟ,୨୯।୫(ଡି.ଏନ.ଏ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବକଡାବେଢା ପଞ୍ଚାୟତ ନିକଟସ୍ଥ ତେଣ୍ଡକାଗୁଡାରେ ମଙ୍ଗଳବାର ରାତିରେ ସାପ କାମୁଡାରେ ମାଇଁର ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଦମୟତି ଭତ୍ରା। ଭାଣିଜୀ ଝଞ୍ଜାବତୀ ଭତ୍ରାଙ୍କୁ ଉମରକୋଟ ଡାକ୍ତରଖାନାରେ…

ମାଲକାନଗିର ପୋଲିସ ହାତରେ ଚୋର ଗ୍ୟାଙ୍ଗ : ୪ ଅଭିଯୁକ୍ତ ଗିରଫ

କୋରୁକୁଣ୍ଡା,୨୯।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଦୀର୍ଘଦିନରୁ ଚୋରି କରୁଥିବା ଏକ ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିବାରେ ବୁଧବାର ମାଲକାନଗିରି ପୋଲିସ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ଗୁରୁଦାସ ମଜୁମଦାର, ବିଜୟ ମଣ୍ଡଳ, ବାବୁଲାଲ୍‌ ମଜୁମ୍‌ଦାର। ସେହିପରି ଅନ୍ୟ ଜଣଙ୍କ…

ଅଳିଆ ଗଦାରୁ ଶିଶୁପୁତ୍ରର ମୃତଦେହ ଠାବ

ଜୟପୁର,୨୯।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରର ଏକ ଶପିଂ ମଲ ସମ୍ମୁଖରେ ଥିବା ଅଳିଆ ଗଦାରୁ ବୁଧବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଠାବ କରାଯାଇଛି। ଶିଶୁଟିକୁ କେହି ମାରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଜୟପୁର ଟାଉନ ଥାନା…

ଆଦିବାସୀ ପିଲାଙ୍କୁ ମିଳୁନି ଜାତିଗତ ପ୍ରମାଣପତ୍ର: ପାଠ ପଢ଼ି ନ ପାରିଲେ ଲାଲବାହିନୀରେ ମିଶିବା ପାଇଁ ଚେତାବନୀ

ମାଲକାନଗିରି, ୨୯।୫(ଡି.ଏନ୍‌.ଏ.) – ହାଇସ୍କୁଲରେ ପାଠ ପଢିବା ପାଇଁ ଜାତିଗତ ପ୍ରମାଣପତ୍ର ଆବଶ୍ୟକ। କିନ୍ତୁ ବାରମ୍ବାର ଆବେଦନ କଲେ ମଧ୍ୟ ପ୍ରମାଣପତ୍ର ମିଳୁନି। ଫଳରେ ପିଲାମାନଙ୍କ ଭବିଷ୍ୟତ ଏବେ ଅନ୍ଧାରରେ। ଏହାର ବିକଳ୍ପ ବ୍ୟବସ୍ଥା କରିବାକୁ ମାଲକାନଗିରି ଜିଲା ସଦର ବ୍ଲକ…

ମାଲକାନଗିରିରେ କାଳବୈଶାଖୀ ଯୋଗୁ ବହୁ କ୍ଷୟକ୍ଷତି: ସହାୟତା ପାଇଁ ଦାବି

ମାଲକାନଗିରି, ୨୮।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଏଥିରେ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ବହୁ ଘର ଭାଙ୍ଗି ଯିବା ସହ ଚାଳ ଛପର ଉଡ଼ିଯାଇଛି। ବହୁ ଲୋକେ ବେଘର ହୋଇଯାଇଛନ୍ତି। ବର୍ତ୍ତମାନ…

କାଟୁ କରୁନି ସରକାରୀ କଟକଣା ପଲିଥିନ୍‌ ବିଷବଳୟରେ ପଦ୍ମପୁର ସହର

ପଦ୍ମପୁର, ୨୮।୫ (ଡି.ଏନ୍‌.ଏ.)ପଲିଥିନ୍‌ର ବିଷବଳୟ ମଧ୍ୟରେ ପଦ୍ମପୁର ସହର। କାଟୁ କରୁନି ସରକାରଙ୍କ କଟକଣା। ପ୍ରଦୁଷିତ ହେଉଛି ପରିବେଶ। ଛୋଟ ଚା’ ଦୋକାନଠାରୁ ଆରମ୍ଭ କରି ବଡ ବଡ ବ୍ୟବସାୟିକ ଅନୁଷ୍ଠାନ, ସବୁଠି ପଲିଥିନ୍‌ର ବ୍ୟବହାର। ଚା’, ଲସି ଓ ଜଳଖିଆ…

ନିରୀହ ଆଦିବାସୀଙ୍କୁ ଗିରଫ ପ୍ରତିବାଦରେ ଡଙ୍ଗରିଆଙ୍କ ପକ୍ଷରୁ ବିକ୍ଷୋଭ

ମୁନିଗୁଡ଼ା,୨୭।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ସଭ୍ୟ ଦଧି କାଡ୍ରାକା ମାଓବାଦୀଙ୍କ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଗତ୧୫ ତାରିଖରେ ମୁନିଗୁଡା ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାର ପ୍ରତିବାଦରେ ସୋମବାର ମୁନିଗୁଡ଼ାଠାରେ ଶତାଧିକ ଡଙ୍ଗରିଆ ଅସ୍ତ୍ରଶସ୍ତ୍ର ଧରି…

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଜଣେ କଂଗ୍ରେସ କର୍ମୀଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ମାଓବାଦୀମାନେ କଂଗ୍ରେସ କର୍ମୀଙ୍କ ଘରକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?