ରାୟଗଡା

ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଛି । ଦୀର୍ଘ ୧୩ କିମି ରାସ୍ତା ଖାଲ ଖମାରେ…

ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର

ଜୟପୁର, ୨୫।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ ହେଉଛନ୍ତି ଚିଙ୍ଗୁଡୁ। ଚିଙ୍ଗୁଡୁ ଭାଇ ବୋଲି ତାଙ୍କୁ…

ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ

ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା ଫଳାଫଳକୁ ନେଇ ଏବେ ଦଳ, ପ୍ରାର୍ଥୀ ଓ ସମର୍ଥକ ଆଲୋଚନା ପର୍ଯ୍ୟାଲୋଚନା କରୁଛନ୍ତି। ବିଜୟୀ…

ପଟ୍ଟାଙ୍ଗୀରେ ପୁଣି ବାଜି ମାରିଲା ବିଜେଡି

କୋରାପୁଟ, ୨୩।୫(ସ୍ବ.ପ୍ର.)- କୋରାପୁଟ ଜିଲା ଅଧୀନ ପଟ୍ଟାଙ୍ଗୀ ବିଧାନସଭା ଆସନକୁ ପୁଣିଥରେ ହାତେଇଛି ବିଜେଡି। ଏହି ଆସନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିତମ ପାଢୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪,୧୯୯ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି।…

କୋରାପୁଟରେ ବାଜି ମାରିଲେ ବିଜେଡିର ରଘୁରାମ ପଡାଲ

କୋରାପୁଟ, ୨୩।୫(ସ୍ବ.ପ୍ର.)-କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ବାଜି ମାରିଛି ବିଜେଡି। କଂଗ୍ରେସର କୃଷ୍ଣ କୁଲ୍‌ଦୀପଙ୍କୁ ୬,୨୨୪ ଭୋଟରେ ହରାଇ ବିଜେଡିର ରଘୁରାମ ପଡାଲ ବିଜୟୀ ହୋଇଛନ୍ତି। ରଘୁରାମ ପଡାଲ ୪୭,୯୧୪ ଭୋଟ ପାଇଥିବାବେଳେ କୃଷ୍ଣ କୁଲଦୀପ ୪୧,୬୯୦ ଭୋଟ ପାଇଛନ୍ତି। ସେହିପରି ଭାଜପାର…

ଡାବୁଗାଁରେ ବିଜେଡିର ମନୋହର ରନ୍ଧାରୀ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଜୟୀ ହୋଇଛି। ବିଜେଡିର ମନୋହର ରନ୍ଧାରୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଭୁଜବଳ ମାଝିଙ୍କଠାରୁ ୭,୩୯୨ ଭୋଟରେ ଜିତିଛନ୍ତି।ମନୋହର ରନ୍ଧାରୀଙ୍କୁ ୭୩,୨୦୦ ଓ ଭୁଜବଳ ମାଝିଙ୍କ ୬୫,୮୦୮ ଖଣ୍ଡ ଭୋଟ ମିଳିଛି।

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ ୩୧,୨୭୫ ଭୋଟ୍‌ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗଣତିରେ ମୋଟ ୧,୭୪,୩୬୨ ଭୋଟ୍‌ରୁ କଂଗ୍ରେସର…

ଉମରକୋଟରେ ଭାଜପାର ନିତ୍ୟାନନ୍ଦ ଗଣ୍ଡ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବିଜୟୀ ହୋଇଛି। ଭାଜପାର ନିତ୍ୟନନ୍ଦ ଗଣ୍ଡ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ସୁବାସ ଗଣ୍ଡଙ୍କୁ ୯,୭୬୩ ଭୋଟରେ ହରାଇଛନ୍ତି। ଗଣତିରେ ମୋଟ ୧,୫୨,୭୪୬ ଭୋଟିଂ ମଧ୍ୟରୁ ନିତ୍ୟାନନ୍ଦ ଗଣ୍ଡଙ୍କୁ ୫୯,୬୬୩, କଂଗ୍ରେସର ଯଶୋଦା ଗଣ୍ଡଙ୍କୁ…

ବିଧାନସଭା ନିର୍ବାଚନ ଫଳ: ପ୍ରଥମ ବିଜୟୀ ହେଲେ ନବରଙ୍ଗପୁରର ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଗୌରୀ ଶଙ୍କର ମାଝିଙ୍କୁ ୭୦୫୨ ଭୋଟରେ ହରାଇଛନ୍ତି ପ୍ରଧାନୀ। ତୃତୀୟ ସ୍ଥାନରେ ରହିଛି…

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ ୧୦୪୬, ତୃତୀୟ ରାଉଣ୍ଡରେ ୧୨୭୦ ଭୋଟ୍‌ ମିଳିଛି। ସେହିପରି ଭାଜପାର ବସନ୍ତ ଉଲାକାଙ୍କୁ…

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ ୨୩୫୧ ଏବଂ ଭାଜପାର ଗୌତମ ସାମନ୍ତରାୟ ୯୭୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?