ରାୟଗଡା

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ କେହି ନଥିବା ବେଳେ ଫ୍ୟାନ୍‌ରେ ଗାମୁଛା ବାନ୍ଧି ଝୁଲି ପଡିଛନ୍ତି। ଯୁବକ...

ରାସ୍ତା, ନେଟ୍‌ୱର୍କ ନ ଥିବା ଗାଁରେ ସୁଭଦ୍ରା ପଞ୍ଜୀକରଣ କଷ୍ଟକର

ରାୟଗଡ଼ା, ୧୩।୯(ଭାଗ୍ୟଶ୍ରୀ ମିଶ୍ର)-ବାଣିଜ୍ୟ, ପରିବହନ ଇସ୍ପାତ ଏବଂ ଖଣି ମନ୍ତ୍ରୀ ଗତ ୭ ତାରିଖରେ ରାୟଗଡ଼ା ଜିଲାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ୬ଟି ରଥ ପ୍ରତ୍ୟେକ ବ୍ଲକ୍‌ ଭ୍ରମଣ କରୁଛି...

ହାରିସ୍‌ଙ୍କ ପ୍ରଚାରରେ ଓଡ଼ିଆ ପୁଅ ସମୟ

ରାୟଗଡ଼ା,୧୩।୯(ଆଶିଷ ରଞ୍ଜନ ପଣ୍ଡା):ଆମେରିକା ରାଜନୀତିରେ ଓଡ଼ିଆ ପୁଅ ସମୟ ସାହୁ ସକ୍ରିୟ ଭୂମିକା ତୁଲାଉଛନ୍ତି। ସେ ଆମେରିକା ଡେମୋକ୍ରାଟିକ୍‌ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କ ପାଇଁ ନିର୍ବାଚନ ପ୍ରଚାର କରି ଚର୍ଚ୍ଚାରେ ରହିଛନ୍ତି ରାୟଗଡ଼ାର ସମୟ। ଏବେ ସେ ପରିବାର...

ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ ପଣ୍ଡ

ରାୟଗଡ଼ା,୧୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ପୁରୁଣା ପୋଲିସ ଷ୍ଟେସନ ସମ୍ମୁଖରେ ମହିଳାଙ୍କ ବେକରୁ ଚେନ ସ୍ନାଚିଂ ଘଟଣା ସାମ୍ନାକୁ ଆସିଛି। ତେବେ ବେକରେ ପିନ୍ଧିଥିବା ଚେନ ଟାଣିଥିଲେ ହେଁ ଦୃର୍ବୁତ୍ତ ଏଥିରେ ସଫଳ ହୋଇପାରି ନଥିଲେ। ହେଲେ...

ପ୍ରେମିକଙ୍କ ସହ ଫେରାର ଥିଲେ ଝିଅ, ବାହାକରିବାକୁ ଡାକି ଟାଙ୍ଗିଆରେ ହାଣିଦେଲେ ବାପା , ପରେ….

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରେମିକଙ୍କୁ ଟାଙ୍ଗିଆରେ ହାଣି ମାରିଲେ ପ୍ରେମିକାଙ୍କ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ଥାନା ଅଞ୍ଚଳରେ। ମୃତ ଯୁବକ ଜଣଙ୍କ ହେଲେ କାଶୀପୁର ବ୍ଲକ ଅଡାଯୋର୍‌ ପଞ୍ଚାୟତ ଅଡାଟାକିରି ଗାଁର ମଙ୍ଗଲସିଂ...

ଜାଣନ୍ତୁ ସୁଭଦ୍ରା ପାଇଁ ଆବେଦନ କଲେଣି କେତେ ମହିଳା

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ସରକାର ମହିଳା ସଶକ୍ତୀକରଣ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ୨୧ରୁ ୬୦ବର୍ଷ ମଧ୍ୟରେ ମହିଳାମାନେ ୫ ବର୍ଷରେ ୫୦ହଜାର ଟଙ୍କା ପାଇବେ।ଏହି ଟଙ୍କାର ସୁବିନିଯୋଗକରି ମହିଳାମାନେ ସ୍ବାବଲମ୍ବୀ ହେବା ରାଜ୍ୟ...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।...

ଭିଜିଲାନ୍ସ ଧରୁଧରୁ ବେହୋସ ହୋଇପଡ଼ିଥିଲେ ଯନ୍ତ୍ରୀ, ଘରୁ ମିଳିଲାଣି ନଗଦ ୧୪ ଲକ୍ଷ ୮୧ ହଜାର

ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ଆଜି ତାଙ୍କ ଘରୁ ବିପୁଳ ସଂପତ୍ତି ଠାବ କରାଯାଇଛି। ରବିବାର ମଧ୍ୟ ତାଙ୍କ ଘରେ ଚଢ଼ାଉ ଜାରି ରହିଛି।...

ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ଭିଜିଲାନ୍ସକୁ ଦେଖି ହେଲେ ବେହୋସ, ଆଉ ତା’ ପରେ…

ରାୟଗଡ଼ା,୩୧ା୮(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାୟଗଡ଼ା ସହରର ନିଜ ଘରେ ମାଣ୍ଡିବିସି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରାସ୍ତା ବିଲ୍‌ କରିବା ପାଇଁ...

ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ...

ମୃତ ନିର୍ମାଣ ଶ୍ରମିକଙ୍କ ନାଁରେ କାର୍ଡ ପଞ୍ଜୀକରଣ

ରାୟଗଡ଼ା,୨୪।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶ୍ରମ କାର୍ଯ୍ୟାଳୟରେ ପିଛା ଛାଡ଼ୁନି ଦୁର୍ନୀତି ଓ କେଳେଙ୍କାରୀ। ନିର୍ମାଣ ଶ୍ରମିକ କାର୍ଡରେ ମୃତ୍ୟୁକାଳୀନ ବୀମା ଅର୍ଥ ହେରଫେର ଘଟଣାରେ ଜିଲା ଶ୍ରମ ଅଧିକାରୀ ଜସ୍ମିନ ଶୁଭଦର୍ଶିନୀ ସାହୁ ନିଲମ୍ବିତ ହୋଇଥିଲେ। ଏବେ...

ମୋବାଇଲରେ ଘୂରିଲା ଓଟିଇଟି ଉତ୍ତର

ରାୟଗଡ଼ା,୧୮ା୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଟିଚର୍ସ ଇଲିଜିବିଲିଟ୍‌ ଟେଷ୍ଟ (ଓଟିଇଟି) ପରୀକ୍ଷା ରାୟଗଡ଼ା ଜିଲାର ବିଭିନ୍ନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷା ଆରମ୍ଭ ପୂର୍ବରୁ ଆସିଥିବା ପ୍ରଶ୍ନଗୁଡ଼ିକର ଉତ୍ତର ମୋବାଇଲରୁ ମୋବାଇଲ ଘୂରି ବୁଲୁଥିବା ସହ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri