ରାୟଗଡା

ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ମୃତ୍ୟୁ, ଜେଲଗଲେ ସାନ

ମୁନିଗୁଡା,୨୫।୪(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ପଞ୍ଚାୟତ ଅଧୀନ ଗୋରଠା ଗ୍ରାମରେ ସାନଭାଇଙ୍କ ଟାଙ୍ଗିଆ ଚୋଟରେ ତାଙ୍କ ବଡ଼ଭାଇଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଅଭିଯୁକ୍ତ ସାନଭାଇ ଆଦୁ ଜାକାସିକାଙ୍କୁ ମୁନିଗୁଡ଼ା ପୋଲିସ ଶୁକ୍ରବାର ନିୟମଗିରି ପର୍ୱତ୍ୟାଞ୍ଚଳର…

ସମ୍ପର୍କୀୟଙ୍କ ଦଶାହ କାର୍ଯ୍ୟରେ ଯୋଗଦେବା ପାଇଁ ଯାଇଥିଲେ, ବନ୍ଦ ଘରୁ ସୁନାଗହଣା ସହ ୩ ଲକ୍ଷ ଲୁଟିନେଲେ…

କଲ୍ୟାଣସିଂହପୁର,୨୫।୪(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ରେ ଦିନକୁ ଦିନ ଚୋରି ଓ ଲୁଟ୍‌ ଘଟଣା ବୃଦ୍ଧି ପାଇବାରେ ଲାଗିଛି। କଲ୍ୟାଣସିଂହପୁର ଦାନୁ ସାହିରେ ସୁଶାନ୍ତ ସେନାପତିଙ୍କ ଘରେ କେହି ନ ଥିବାରୁ ଘରେ ତାଲା ପଡ଼ିଥିବାର ସୁଯୋଗ ନେଇ…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ଗୁଣୁପୁର,୨୪ା୪(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳିଗଠଲପଦର ମୁଖ୍ୟ ରାସ୍ତାରେ ଗୋଟିଏ ଦିନରେ ପୃଥକ୍‌ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଖବର ମିଳିଛି। ପ୍ରଥମ ଦୁର୍ଘଟଣା ଜଗନ୍ନାଥପୁର ପଞ୍ଚାୟତର…

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୁତ୍ତମାନେ ଲୁଟ୍ କରିଥିବା ଘଟଣା ସମ୍ମୁଖକୁ ଆସିଛି ।…

ଅସମ୍ଭାଳ ଖରା, ରାୟଗଡାରେ ୨ ଦିନ ସ୍କୁଲ-କଲେଜ ଛୁଟି

ରାୟଗଡା,୨୩।୪(ସଙ୍କେତ ପାତ୍ର): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ଆଶୁତୋଷ କୁଲକରନି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ, ଅର୍ଥାତ୍ ଏପ୍ରିଲ ୨୪ ଓ ୨୫ (ଶୁକ୍ରବାର ଓ ଶନିବାର) ସମସ୍ତ ସ୍କୁଲ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ହୋଇଛି । ଏହି ଘଟଣା…

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ ଯାଉଥିବା ବେଳେ ମଝି ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ କାହାର…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବଡଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ସାନଭାଇ ଗୁରୁତର ଅବସ୍ଥାରେ…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ସେ ବହୁଦିନ ଧରି ଟିବି ରୋଗରେ ପୀଡ଼ିତ ଥିଲେ। କିଛିଦିନ ସୁସ୍ଥ ହେବା…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ ଏକ ବାଇକ୍‌ ଧକ୍କା ଦେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକ ହେଲେ କାମ କାଡ୍ରାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?