ରାୟଗଡା

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା, ସାନଭାଇ ଗୁରୁତର

ଗୁଣପୁର,୧୭ା୬(ପ୍ରଦୀପ କୁମାର ପାଢ଼ୀ) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନନ୍ଦରାମପୁର ଅଞ୍ଚଳର ୨ ଭାଇ ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିବାବେଳେ ସେଠାରେ କେତେଜଣ  ଅଟୋ ଚାଳକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତ ୧୧ ତାରିଖରେ ଅଟୋ ଚାଳକଙ୍କ...

ମଞ୍ଜୁରି ଅପେକ୍ଷାରେ ନୌପଡା-ଗୁଣପୁର ରେଳପଥ

ଗୁଣପୁର,୧୬ା୬(ପ୍ରଦୀପ କୁମାର ପାଢୀ): ନୌପଡା-ଗୁଣପୁର ରେଳପଥ ଭିତ୍ତିଭୂମି ବିକାଶ ହେବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆନ୍ଧ୍ର ଓଡିଶା ରେଳ ବ୍ୟବହାରିକ ସଂଘ ଆବାହକ ଡ.ସତ୍ୟ ପ୍ରକାଶ ପଣ୍ଡାଙ୍କ ପତ୍ରର ଉତ୍ତର ଦେଇ ଏହାର ବିକାଶ ନେଇ ବିଭାଗ...

୬ ଭରି ଓଜନର ମଙ୍ଗଳସୂତ୍ର ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା,୧୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ପ୍ରତିଦିନ କେଉଁଠି ନା କେଉଁ ଚୋରି, ରାହାଜାନି ହେଉଥିବା ଖବର ମିଳୁଥିଲେ ମଧ୍ୟ ପୋଲିସ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହେଉଛି।...

ପାଣି ପାଇଁ ଗୁହାରି 

ରାୟଗଡ଼ା,୧୪।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କୋଣ୍ଡିଗୁଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ପାନୀୟ ଜଳ ସଙ୍କଟର ସମାଧାନ ପାଇଁ କୋଣ୍ଡିଗୁଡ଼ା ଗ୍ରାମବାସୀ ବ୍ଲକ୍‌ ପ୍ରଶାସନ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା...

ଗଛରେ ପିଟିହେଲା ଔଷଧ ବୋଝେଇ ଗାଡ଼ି

ଚନ୍ଦ୍ରପୁର,୧୪ା୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ମୁଖ୍ୟ ଚିକିତ୍ସା କେନ୍ଦ୍ରରୁ ବୁଧବାର ଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବା ଔଷଧ ବୋଝେଇ ଓଡି ୩୩ଏଏ ୫୧୨୧ ନମ୍ବର ବିଶିଷ୍ଟ ଗାଡ଼ି ପଙ୍କାଳଗୁଡ଼ି ଗ୍ରାମ ନିକଟରେ ରାସ୍ତାପାର୍ଶ୍ୱରେ ଥିବା ଏକ...

ରାସ୍ତା ନିର୍ମାଣର ୩ ମାସ ପୂରିନି, ଉଠିଲାଣି ପିଚୁ

ଚନ୍ଦ୍ରପୁର,୧୩।୬(ଡି.ଏନ୍‌.ଏ.): ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାୟଗଡ଼ା ଜିଲା ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁର ବ୍ଲକ ଟୁରିଗୁଡ଼ା ପଞ୍ଚୟତର ଢ଼େଲାପଡ଼ାଠାରୁ ଆଲିଗଣ୍ଡା ପର୍ଯ୍ୟନ୍ତ ନୂଆ ପିଚୁ ରାସ୍ତା ନିର୍ମାଣ କରାଯାଇଥିଲା। ରାସ୍ତା ନିର୍ମାଣର ମାତ୍ର ୩ ମାସ ପୂରିନି ହେଲେ ଢ଼େଲାପଡ଼ାଠାରୁ...

ଗାଁ ଆମ୍ବ ପସରା: ଆମ୍ରପଲ୍ଲୀ ଆମ୍ବର ଚାହିଦା ଅଧିକ

ରାୟଗଡ଼ା, ୧୧।୬(ସ୍ବ.ପ୍ର.): ରାୟଗଡ଼ା ଜିଲାର ବିଭିନ୍ନ ବ୍ଲକର କୃଷକଙ୍କ ଦ୍ୱାରା ଉପତ୍ାଦିତ ହୋଇଥିବା ଆମ୍ବକୁ ସୁବିଧାରେ ବଜାରରେ ବିକ୍ରି କରିବା ପାଇଁ ଜିଲା ପ୍ରଶାସନ ଓ ଓରମାସର ମିଳିତ ସହାୟତାରେ ରାୟଗଡ଼ା, ଜେକେପୁରଠାରେ ଗାଁ ଆମ୍ବ ପସରା ଖୋଲାଯାଇଥିଲା। ମଙ୍ଗଳବାରଠାରୁ...

ପ୍ରତି ସ୍କୁଲରେ ହେବ ସ୍ମାର୍ଟ କ୍ଲାସ୍‌: ୫-ଟି ସଚିବ

ରାୟଗଡ଼ା,୭ା୬(ସ୍ବ.ପ୍ର.): ୫-ଟି ସଚିବ ଭି.କେ.ପାଣ୍ଡିଆନ ଦୁଇଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନରେ ରାୟଗଡ଼ାରେ ପହଞ୍ଚି ବିଜୁ ପଟ୍ଟନାୟକ ଅଡିଟୋରିୟମକୁ ଯାଇଥିଲେ। ସେଠାରେ ଉପସ୍ଥିତ ଶତାଧିକ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ସହ ଶିକ୍ଷାକ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ପିଲାଙ୍କୁ...

କାଳବୈଶାଖୀ ପ୍ରଭାବରେ ଗଛ ଭାଙ୍ଗି ରାସ୍ତା ଅବରୋଧ

ଚନ୍ଦ୍ରପୁର,୩୧ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡାଙ୍ଗସୋରଡ଼ା ନିକଟ ବନ୍ଦିଲି ଗ୍ରାମ ନିକଟରେ ବୁଧବାର ସାରେ କାଳବୈଶାଖୀ ପ୍ରଭାବରେ ଅତ୍ୟଧିକ ପବନ ବର୍ଷା ହେବାରୁ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ଫଳରେ ଚନ୍ଦ୍ରପୁରଠାରୁ ମୁନିଗୁଡ଼ା ଅଭିମୁଖେ ଯାଉଥିବା ଗାଡ଼ିମୋଟର...

କାଳୀମନ୍ଦିର ଚୋରି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ରାୟଗଡ଼ା,୩୧ା୫(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ଏସ୍‌ପିଙ୍କ ବାସଭବନ ନିକଟରେ ଥିବା କାଳୀ ମନ୍ଦିରରୁ ହୋଇଥିବା ଚୋରିର ପର୍ଦ୍ଦାଫାଶ କରିଛି ପୋଲିସ। ଏନେଇ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ। ପୋଲିସ ଘଟଣାର ଏତଲା...

ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ରାୟଗଡ଼ା ଅଫିସ,୨୯ା୫: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ କାରଲାକଣା ପଞ୍ଚାୟତର ଅଙ୍ଗୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଯୋଗୁ ଦୀର୍ଘ ୨ ଘଣ୍ଟା ହେଲା ଲୋକେ ରାସ୍ତା ଅବରୋଧ କରି ରାସ୍ତା ମଝିରେ ଧାରଣା ଦେଇ ବସିଛନ୍ତି। ଫଳରେ...

୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri