ଭୋଗୀ ନିଆଁରେ ବାଣ ପକାଇଦେଲେ ଦୁର୍ବୃତ୍ତ: ଭୟଙ୍କର ବିସ୍ଫୋରଣରେ…
ରାୟଗଡ଼ା,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ତେଲୁଗୁ ସମ୍ପ୍ରଦାୟର ମକର ସଂକ୍ରାନ୍ତି ପୂର୍ବରୁ ଭୋଗୀ ମାଣ୍ଟା ଅର୍ଥାତ ନିଆଁ ଲଗାଇ ପୁଜା ପାଠ କରାଯାଏ। ତେବେ ଏହି ଭୋଗୀ ପୋଡି ବେଳେ ବଡ଼ ଅଘଟଣ ଘଟିଛି। ବାଣ ଫୁଟି…
ଅଟୋରେ ଯାଉଥିଲେ ୧୦ ଜଣ ଯାତ୍ରୀ, ଭରସାମ୍ୟ ହରାଇ ଘାଟିରେ ଓଲଟିପଡିଲା ଅଟୋ
ଗୁଣୁପୁର,୧୩।୧ (ସଂକେତ ପାତ୍ର): ରାୟଗଡା ଜିଲା ପୁଟାସିଂ ଥାନା ସିନ୍ଦୁବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଅଟୋରେ ପ୍ରାୟ ୧୦ ଜଣ ବସିଥିଲେ। ସେଥିରୁ ୪ ଜଣ ସ୍ବଳ୍ପ ଆହତ ହୋଇଥିବା ବେଳେ ଜଣେ ବୃଦ୍ଧା ଗୁରୁତର…
ବସ୍-ବାଇକ୍ ଧକ୍କା, ଚାଲିଗଲା ଚାଳକଙ୍କ ଜୀବନ, ରାସ୍ତା ଉପରେ ମୃତଦେହ ରଖି…
ଗୁଣୁପୁର,୧୨ା୧(ସଙ୍କେତ ପାତ୍ର): ଗୁଣୁପୁର ବଂଶଧାରା ବ୍ରିଜ ନିକଟ ମୁଖ୍ୟ ରାସ୍ତା ଉପରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଗୁଣୁପୁର ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି। ସୂଚନା ଥାଉକି, ରବିବାର ଏକ ଘରୋଇ…
ଘରକୁ ଫେରୁଥିଲେ ୨ ଭାଇ, ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍: ଆଉ ତା’ପରେ…
ଗୁଣପୁର,୧୨।୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ ଦୁଇ ଭାଇ ମୁନା କିମ୍ବାକା, କ୍ରିଷ୍ଣା କିମ୍ବାକା। ମୃତକମାନେ ହେଲେ ଗୁଡାରି ବ୍ଲକ କଦମା…
ମକର ସଂକ୍ରାନ୍ତି ଉପଲକ୍ଷେ ସ୍ବତନ୍ତ୍ର ପ୍ରସ୍ତୁତି, ପୁଲିହାରୀ-ଡ୍ରାଏ ଫ୍ରୁଟସରେ ମା’ ଗୋଦାଦେବୀ…
ରାୟଗଡ଼ା,୧୧/୧(ଆଶିଷ ରଞ୍ଜନ ପଣ୍ଡା)- ମକର ସଂକ୍ରାନ୍ତି ଉପଲକ୍ଷେ ରାୟଗଡ଼ା ବ୍ଲକର ଜେକେପୁର ସ୍ଥିତ ଭେଙ୍କେଟେଶ୍ବର ମନ୍ଦିରରେ ସ୍ଥାନୀୟ ମନ୍ଦିର ପ୍ରଭୁ ଭେଙ୍କେଟେଶ୍ବରଙ୍କ ସ୍ତ୍ରୀ ଗୋଦାଦେବୀଙ୍କ ଚିତ୍ର ଅଭିନବ ଭାବରେ ତିଆରି କରାଯାଇଛି । ଏହି ଚିତ୍ରରେ ତେଲୁଗୁ ସଂପ୍ରଦାୟଙ୍କ ପ୍ରମୁଖ ପ୍ରସାଦ…
ରାୟଗଡ଼ାରେ ଖୋଲିବ ସ୍ବତନ୍ତ୍ର ସାଇବର ଥାନା, ଦାୟିତ୍ୱରେ ରହିବେ ୨ ଇନସ୍ପେକ୍ଟର
ରାୟଗଡ଼ା,୧୧।୧(ଆଶିଷ ରଞ୍ଜନ ପଣ୍ଡା)- ବର୍ତ୍ତମାନର ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଅପରାଧକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ ପୂର୍ବକ ରାୟଗଡ଼ା ଜିଲା ମହକୁମାରେ ଖୋଲିବ ସ୍ବତନ୍ତ୍ର ସାଇବର ଥାନା। ଚଳିତ ମାସ ଶେଷ ସୁଦ୍ଧା ଏହା କାର୍ଯ୍ୟକ୍ଷମ…
ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…
ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦…
ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ
ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଇଚ୍ଛାପୁର ପଞ୍ଚାୟତର ବଡ଼ନାଗଝରି ଗ୍ରାମରେ ଶୁକ୍ରବାର ଏଭଳି ହତ୍ୟାକାଣ୍ଡ ଘଟିଛି।…
ଚାଷ ଜମିକୁ ଯାଉଥିବାବେଳେ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ଭାଇ, ଘଟଣାସ୍ଥଳରେ…
ରାୟଗଡ଼ା,୯।୧(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ବଡ଼ ବାପା ପୁଅଙ୍କ ଟାଙ୍ଗିଆ ଚୋଟରେ ସାନବାପା ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ବଡନାଗଝରି ଗ୍ରାମରେ ଘଟିଛି। ଆଜି ଦିନ ୧୦ଟା ବେଳେ ବଡନୁନା…
ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…
ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ ଏହାର ଫାଇଦା ଉଠାଇ ସୋମବାର ଅପରାହ୍ନ ପ୍ରାୟ ୪ଟାରେ ୩ ଜଣ ଯୁବକ ତାଙ୍କୁ…
ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ
ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର…
ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…
ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର ଭଳି…
Archives


