ରାୟଗଡା

ପ୍ରାର୍ଥୀ ଚୟନରେ ବଦଳିଗଲା ବିଜେଡି ଅଙ୍କ

ରାୟଗଡ଼ା, ୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡିକୁ ପ୍ରତ୍ୟାଖ୍ୟାନ କରି ଓଡ଼ିଶାବାସୀ ଭାଜପାକୁ ସମର୍ଥନ କରିଛନ୍ତି। ହେଲେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ...

ମାମୁ ଘରକୁ ଆସି ଜଳ ପ୍ରପାତରେ ବୁଡି ଯୁବକ ମୃତ: ୬ ଘଣ୍ଟା ଖୋଜାଖୋଜି ପରେ ମୃତ ଦେହ ଉଦ୍ଧାର

ବିଷମ କଟକ ୬।୭(ପ୍ରସନ୍ନ କୁମାର ପଣ୍ଡା): ଜଳ ପ୍ରପାତରେ ଅଘଟଣ । ପାଣିରେ ବୁଡି ଜଣେ ଯୁବକ ମୃତ। ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ନିୟମଗିରିର ଉପର ଗଦଗଦା ଜଳ...

ଓଡ଼ିଶାରୁ ପୁଣି ଏକମାତ୍ର ଭରସା ସପ୍ତଗିରି

ରାୟଗଡ଼ା,୬।୬(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାର ୨୧ ଲୋକ ସଭା ଆସନ ମଧ୍ୟରୁ ୨୦ ଆସନରେ ଭାଜପା ବିଜୟୀ ହୋଇଛି। ରାଜ୍ୟ ରାଜନୀତିରେ ବ୍ୟାପକ ପରିବର୍ତ୍ତନ ହୋଇଥିଲେ ମଧ୍ୟ କୋରାପୁଟ ଲୋକ ସଭା ଆସନକୁ ବଜାୟ ରଖି ଦ୍ୱିତୀୟ ଥର ଏମ୍‌ପି ହୋଇଛନ୍ତି...

୭ ଡକାୟତି ମାମଲାର ପର୍ଦ୍ଦାଫାଶ: ଧରାପଡ଼ିଲେ ୩ ଅଭିଯୁକ୍ତ

ରାୟଗଡ଼ା,୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ପୋଲିସ ୭ଟି ଡକାୟତି ମାମଲାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୨୧୨ ଗ୍ରାମ ସୁନା, ୪ଟି ମୋବାଇଲ ଫୋନ ଏବଂ ଗୋଟିଏ...

ବିଷମକଟକରେ ବିଜେଡି ଆଗୁଆ

ବିଷମକଟକ,୪।୬: ରାୟଗଡାର ବିଷମକଟକ ବିଧାନସଭା ଆସନରେ ବିଜେଡି ଆଗୁଆ ଅଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ଜଗନ୍ନାଥ ନୁଣ୍ଡୁରୁକା ୧୪୩୬୯, ବିଜେଡ଼ିର ଜଗନ୍ନାଥ ସାରାକା ୨୫୭୦୫, କଂଗ୍ରେସର ନୀଳମାଧ ହିକକାଙ୍କୁ ୨୪୧୧୬ ଖଣ୍ଡ ଭୋଟ ମିଳିଛି। ଏପର୍ଯ୍ୟନ୍ତ ବିଜେଡି...

ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ ବସ୍‌

ବିଷମକଟକ,୧ା୬(ବିଭୂତି ଭୂଷଣ ନାୟକ): ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା। ସେଥିରୁ ୪ଟି ବସ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଦମକଳ ବାହିନୀ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗାଁର ଡମ୍ବରୁଧର ମାଝିଙ୍କ ସ୍ତ୍ରୀ ହୋଇକା (୩୫)।...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ ରହୁ ନ ଥିବାରୁ ଦଲାଲଙ୍କ ହାବୁଡ଼ରେ ପଡ଼ି ଉଚିତ ମୂଲ୍ୟ ପାଉନାହାନ୍ତି ଆଦିବାସୀ।...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଉପରସାଜା ଗ୍ରାମର ଯୋଗେଶ ମିଣିଆକା(୨୫) ଏବଂ ଆଉ ଜଣଙ୍କର ପରିଚୟ ମିଳିନାହିଁ।...

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ...

ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍‌ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ...

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍‌ ବିଳମ୍ବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri