ରାୟଗଡା

ଗୁଡ଼ାରି ବନ ବିଭାଗ ପକ୍ଷରୁ ବାଘଛାଲ ଜବତ, ୪ ଅଟକ

ଗୁଡ଼ାରି, ୧୩।୧୧ (ପ୍ରମୋଦ କୁମାର ପତି): ଗୁଡ଼ାରି ବନ ବିଭାଗକୁ ମିଳିଛି ବଡ଼ ସଫଳତା। ଗୁଡ଼ାରି ରେଞ୍ଜ ଅନ୍ତର୍ଗତ କର୍ଣ୍ଣପାଡ଼ୁ ଶିବ ମନ୍ଦିର ନିକଟରେ ବାଘଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା।…

ବହୁଚର୍ଚ୍ଚିତ ଭାଗିରଥି ମାଣ୍ଡାଙ୍ଗି ହତ୍ୟା ମାମଲା: ଜେଲ୍‌ ଗଲେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ

ରାୟଗଡ଼ା, ୯।୧୧ (ଜଗନ୍ନାଥ ଗୌଡ଼): ବହୁଚର୍ଚ୍ଚିତ ଭାଗିରଥି ମାଣ୍ଡାଙ୍ଗି ହତ୍ୟା ମାମଲାରେ ଜେଲ୍‌ ଗଲେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ(76)। ୨୦୧୦ ମସିହା ଡିସେମ୍ବର ୨୩ ତାରିଖରେ ଘଟିଥିବା କାଉନସିଲର ଭାଗିରଥି ମାଣ୍ଡାଙ୍ଗି ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ କୋଠରୀ ଭିତରୁ ତାଙ୍କ ମୃତଦେହ ଠାବ ହୋଇଥିବା ସୂଚନା ମିଳିଛି। ଏହି ଘଟଣା…

ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ ଜଳନିଧି ସ୍କୁଲ ଝିଅ, ୧୧ଟି ଦଳକୁ ପଛରେ ପକାଇ …

ଗୁଡ଼ାରି, ୭।୧୧ (ପ୍ରମୋଦ କୁମାର ପତି): ଆସନ୍ତା ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୬” ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ଗୁଡ଼ାରି ବ୍ଲକ ଅନ୍ତର୍ଗତ ଏମ. କେ. ରାଇ…

କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି। ଜିଲା ପ୍ରଶାସନର ମିଳିତ ସହଯୋଗ ଓ ଓଡ଼ିଶାର ତିନି ପ୍ରମୁଖ ରାଜନୈତିକ ଦଳର…

ରାୟଗଡ଼ାରେ ଭାଜପାର ଶକ୍ତି ପ୍ରଦର୍ଶନ, ବିଜେଡି-କଂଗ୍ରେସ ଛାଡ଼ି ଦଳରେ ମିଶିଲେ ବହୁ କର୍ମୀ!

କଲ୍ୟାଣସିଂହପୁର,୫।୧୧(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ମଣ୍ଡଳ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ସୁନାଖଣ୍ଡି ପଞ୍ଚାୟତର ବାବୁନଗୁଡ଼ା ଗ୍ରାମଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାଝୀଗୁଡ଼ା…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି ସିନିଅର ବର୍ଗରେ ବୀରେନ୍ଦ୍ର ପାଓ୍ବାର ଲିଫ୍ଟଙ୍ଗ ଗେମ୍‌ରେ ୨୫୦ କିଲୋଗ୍ରାମ ଡେଡ୍‌ ଲିଫ୍ଟ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ ଗୁଗ୍‌ଲ ମିଟ୍‌ ବୈଠକ ରବିବାର ସନ୍ଧ୍ୟାରେ ହୋଇଥିଲା। ଏହି ବୈଠକରେ ତହସିଲଦାର ଏ.…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ନିଜର ଶ୍ରେଷ୍ଠ ପ୍ରଦର୍ଶନ ବଳରେ ଏହି ଖେଳାଳିମାନେ ଗୁଣପୁର ତଥା ସମଗ୍ର…

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ଗୁଡ଼ାରି ପୋଲିସର ‘ରନ୍ ଫର୍ ୟୁନିଟି’: ଦେଶପ୍ରେମ-ଏକତାର ସଂକଳ୍ପ

ଗୁଡ଼ାରି, ୩୧।୧୦(ପ୍ରମୋଦ କୁମାର ପତି): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପବିତ୍ର ଜନ୍ମଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ଗୁଡ଼ାରି ପୋଲିସ ପକ୍ଷରୁ ଏକ ‘ରନ୍ ଫର୍ ୟୁନିଟି’ (ଏକତା ପାଇଁ ଦୌଡ଼) କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି।…

ଖୋଲିଲା ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି, ଆଦାୟ ହେଲା…

କଲ୍ୟାଣସିଂହପୁର,୨୯ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ପ୍ରସିଦ୍ଧ ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି ଗୁରୁବାର ଖୋଲାଯାଇଛି। ମା’ଙ୍କ ଆଶୀର୍ବାଦ ଓ ଶ୍ରଦ୍ଧାଳୁଙ୍କ ଦାନରୁ ଚଳିତ ବର୍ଷ ହୁଣ୍ଡିରୁ ମୋଟ୍‌ ୩୧,୧୪୦ ଟଙ୍କା ବାହାରିଥିବା…

ରାତି ୧୦ଟାରେ ‘ମା’ ଗୃହ’ରେ ପହଞ୍ଚିଲେ ଥାନା ଅଧିକାରୀ, ଗର୍ଭବତୀ-ନବଜାତ ଶିଶୁଙ୍କ ବୁଝିଲେ ସ୍ଥିତି

ଗୁଡ଼ାରି,୨୭।୧୦(ପ୍ରମୋଦ କୁମାର ପତି) : ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ଗୁଡ଼ାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର (CHC) ପରିସରରେ ଥିବା ‘ମା’ ଗୃହ’ରେ ବ୍ଲକର ବିଭିନ୍ନ ଗ୍ରାମରୁ ୨୦ ଜଣ ଗର୍ଭବତୀ ମହିଳାଙ୍କୁ ଆଣି ସୁରକ୍ଷିତ ଭାବେ ରଖାଯାଇଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?