ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା
ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…
ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍, ରୁଟ୍ରେ ଅଟକିଲା ଏକ୍ସପ୍ରେସ୍
ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍ ଇଞ୍ଜିନର ପେଣ୍ଟୋଗ୍ରାଫ୍ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…
ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…
ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି…
କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ
ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍ ନୀତି ଯୋଗୁ ଏବେ କଂଗ୍ରେସ…
ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା
ରାୟଗଡ଼ା,୭।୪ (ଭାଗ୍ୟଶ୍ରୀ ମିଶ୍ର)- ରାୟଗଡ଼ା ସହରର ନ୍ୟୁକୋଲୋନୀଠାରେ ଥିବା ୨ଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବିକରି ଉକ୍ତ ଅଞ୍ଚଳର ମହିଳାମାନେ ସୋମବାର ଜିଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି । ତୁରନ୍ତ ଜନବସତି ଅଞ୍ଚଳରେ ଥିବା ବିଦେଶୀ…
ସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତି
ରାୟଗଡ଼ା/ବିଷମକଟକ/କାଶୀପୁର/ଟିକିରି,୨୯।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା): ଆସନ୍ତା ଆର୍ଥିକ ବର୍ଷ ପାଇଁ ଶନିବାର ରାଜ୍ୟର ବିଭିନ୍ନ କୋର୍ଟରେ ଆଇନଜୀବୀଙ୍କ ବାର ଆସୋସିଏଶନ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ, କାଶୀପୁର ଓ ଗୁଣପୁର…
ରାୟଗଡ଼ା ଓକିଲ ସଂଘ ନିର୍ବାଚନ: ଦେବି ସଭାପତି, ମଙ୍ଗଳ ସମ୍ପାଦକ ଭାବେ ନିର୍ବାଚିତ
ରାୟଗଡା,୨୯।୩(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଓକିଲ ସଙ୍ଘର ନିବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସକାଳ ୮ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଥିଲା। ଶେଷରେ ଫଳାଫଳ ଘୋଷଣା ହୋଇ ସମୁଦାୟ ୧୦୭ ଖଣ୍ଡ ଭୋଟ ପାଇ ଦେବି ପ୍ରସାଦ ପଟ୍ଟନାୟକ ସଭାପତି ଭାବେ ନିର୍ବାଚିତ…
ପାଲଲହଡ଼ା ଓକିଲ ସଂଘ ନିର୍ବାଚନ: ମନୋରଞ୍ଜନ ସଭାପତି, ରଶ୍ମିରଞ୍ଜନ ସମ୍ପାଦକ
ପାଲଲହଡ଼ା,୨୯ା୩(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ଓକିଲ ସଂଘର ସାଧାରଣ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଭାବେ ମନୋରଞ୍ଜନ ପାଳ, ଉପସଭାପତି ଭାବେ ସରୋଜ କୁମାର ମାହାନ୍ତି, ସମ୍ପାଦକ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକ ଓ ସହ ସମ୍ପାଦକ ଭାବେ…
ରାୟଗଡା ଓକିଲ ସଂଘର ନିର୍ବାଚନ: ଚାଲିଛି ମତଦାନ
ରାୟଗଡା, ୨୯।୩(ଭାଗ୍ୟଶ୍ରୀ ମିଶ୍ର): ୨୦୨୫-୨୬ ନିର୍ବାଚନ ପାଇଁ ରାୟଗଡା ଓକିଲ ସଙ୍ଘର ନିର୍ବାଚନ ଅନୁଷ୍ଠିତ ହୋଇଛି। ଏଥିପାଇଁ ଶନିବାର ଦିନ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଏହା ସଂଧ୍ୟା ୩ଟା ପର୍ଯ୍ୟନ୍ତ ଚାଲିବ l ଏଥିରେ ୫ଟି ପଦବୀ ପାଇଁ ୧୦ଜଣ…
ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ
ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ…
ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍, ୨୩ ଆହତ, ୩ ଗୁରୁତର
ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି। ଆହତ ସମସ୍ତଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
ବିଷ ପିଇ ଆତ୍ମହତ୍ୟାକଲେ ପ୍ରେମୀଯୁଗଳ
ରାୟଗଡ଼ା,୨୬।୩(ଆଶିଷ ରଞ୍ଜନ ପଣ୍ଡା): ପରକୀୟା ପ୍ରୀତି ଧରାପଡ଼ିବା ପରେ ଲୋକଲଜ୍ଜା ଭୟରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମକରି ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ପ୍ରେମୀଯୁଗଳ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ରୟତ କଲୋନି ସପ୍ତମ ଲାଇନ୍ରେ।…
Archives


