୧୧ଦିନ ପରେ ମିଳିଲା ନିଖୋଜ ଶିଶୁର ମୃତ ଶରୀର ଠାବ କଲା ପୋଲିସ
ରାୟଗଡା,୨୧।୩( ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଏକ ୧୩ମାସର ଶିଶୁ ପୁତ୍ରର ମୃତ ଦେହକୁ ୧୧ ଦିନ ପରେ ଠାବ କରିଛି ପୋଲିସ । ଘାଗୁ ଗ୍ରାମର ଅଜିତ…
ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ
ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି ା ଏ ନେଇ ଗୁରୁବାର ଜିଲା ଓଏଏସ୍ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…
ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ
ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି। ଗୋଟିଏ ବୋଲେରୋ ପିକ୍ଅପ ଓ ୬୬୦ କେଜି ଗଞ୍ଜେଇ ସହିତ ଏକ ଧଳା କାର,…
ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ
ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ଜିଲା ସଦର ମହକୁମାର ପି ମୁରଲୀଙ୍କ ପୁଅ ପି.…
ଅନ୍ଲାଇନ ଗେମ୍ରୁ ଜୀବନ ହାରିଲେ ଛାତ୍ରୀ
ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅନ୍ଲାଇନ ଗେମ୍ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ…
ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ
ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ ପାର କରିବା ପରେ ରେଳବାଇ ଏକ ମାମଲା ରୁଜୁ କରିଛି, ଯାହା ଫଳରେ ଗାଡ଼ିଟି…
ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍
ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ ପ୍ରଥମେ ରାମନାଗୁଡା ବ୍ଲକ୍ ଅନ୍ତର୍ଗତ ପାରୀକ୍ଷିତି ପଞ୍ଚାୟତ ଅଧୀନରେ ଥିବା…
ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ
ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର କଲ୍ୟାଣସିଂହପୁର ବ୍ଲକ୍ ରୁ ଆଖି ଅସ୍ତ୍ରୋପଚାର ପାଇଁ ଅନନ୍ତ ଚକ୍ଷୁ ହସ୍ପିଟାଲକୁ କିଛି ରୋଗୀଙ୍କୁ…
ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ
ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍ରୁ ଖସି ପଡି ଜଣେ ବିଏସଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ବିଏସ୍ଏଫ୍ ଷ୍ଟାଫ୍ଙ୍କ ସମେତ ସ୍ଥାନୀୟ ରେଲଓ୍ବେ ଆର୍ପିଏଫ୍ ଏବଂ ଜିଆର୍ପି ପୋଲିସଙ୍କ…
କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ
ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ରହିଥିବା ରାୟଗଡ଼ା ବ୍ଳକର ଗୁମ୍ମା ଘାଟି। ଏହି ରାସ୍ତାରେ…
ଜୋର୍ ଧରିଲା ବ୍ଲକ୍ ଘୋଷଣା ଦାବି: ଏକାଠି ହେଲେ ୭ ପଞ୍ଚାୟତବାସୀ
ରାୟଗଡ଼ା,୨୦।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ଜେମାଦେଈପେଣ୍ଠକୁ ସ୍ବତନ୍ତ୍ର ବ୍ଲକ୍ ମାନ୍ୟତା ଦାବିରେ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଜିଲାପାଳ ପାରୁଲ ପଟୱାରିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ୭ଟି ପଞ୍ଚାୟତର ସମସ୍ତ ଗ୍ରାମବାସୀ ଦସ୍ତଖତ କରିିଛନ୍ତି। ଏହି…
ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ
ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଦ୍ୟା ଝୋଡ଼ିଆ (୨୦)। ଟିକିରି ପୋଲିସ…
Archives


