ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ
ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର…
ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…
ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର ଭଳି…
ହଠାତ୍ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର
ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ପ୍ରାଇମେରୀ ବିଦ୍ୟାଳୟରେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ୪ ଜଣ ଛାତ୍ର…
ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ
ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…
ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍ର ପୋଷାକ ତିଆରି ୟୁନିଟ୍: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ
ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ ତିଆରି ୟୁନିଟ୍ ନିର୍ମାଣ ଏବେ ଅନିଶ୍ଚିତତା ଭିତରେ ରହିଛି। ଉକ୍ତ ୟୁନିଟ୍ ନିର୍ମାଣ ପାଇଁ…
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହକୁ କିଏ ଏବଂ କାହିଁକି ଫିଙ୍ଗି ଦେଇ ଚାଲିଯାଇଛି ତାହା…
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…
ଭୟଙ୍କର ଦୁର୍ଘଟଣା: ଟ୍ରକ୍ ଚକା ତଳେ ଗଲା ଜୀବନ
ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ କୋଲନରାଠାରୁ ରାୟଗଡା ଅଭିମୁଖେ ଅଜିତ ଜିଲାକାରା ଏବଂ ଜିତୁ ଜିଲାକାରା…
ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ
ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ…
ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…
ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି। ହେଲେ ଏହି ବ୍ଲକର ଯୁବପିଢ଼ି ଆଜି ବି କାମ ନ ପାଇ ଦାଦନ ଖଟିବାକୁ…
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ…
ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ
ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି…
Archives


