ରାୟଗଡା

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ…

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା ଶିକକା ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ସକାଳୁ ସେ ଡଙ୍ଗର…

୬୮୬ ସ୍କୁଲ ବନ୍ଦ କାରଣରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧାସୃଷ୍ଟି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ଏମ୍‌ପି ସପ୍ତଗିରି

ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ରାୟଗଡା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଭଳି ଆଦିବାସୀ ଅଧୁଷିତ ଜିଲାମାନଙ୍କରେ ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡକ ବନ୍ଦ ଓ ମିଶ୍ରଣ ନେଇ ସୋମବାର ଲୋକସଭାରେ ଉଦ୍‌ବେଗ ପ୍ରକାଶ…

ମେରୁଦଣ୍ଡ, ପିଠିରେ ମାଂସ ବଢିବା ଯୋଗୁ ଚାଲିପାରୁନାହାନ୍ତି ୧୩ ବର୍ଷର ବାଳକ: ସହାୟତା ଯୋଗାଇଲେ ଜିଲାପାଳ

ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ପିଠି ଏବଂ ମେରୁଦଣ୍ଡରେ ମାଂସ ବଢୁଥିବା କାରଣରୁ ୧୩ବର୍ଷର ଚନ୍ଦନ କିଲାକା ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। ସଠିକ୍‌ରେ ଚାଲିପାରୁନାହାନ୍ତି। ଫଳରେ ବାପା ଚନ୍ଦନଙ୍କୁ ବୋହି ନେବା ଆଣିବା କରନ୍ତି । ତେବେ ଗତ ଦିନରେ ଭୁବନେଶ୍ୱରସ୍ଥିତ ଏମ୍ସ…

୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା

ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମରେ। ଘଟଣାରୁ ପ୍ରକାଶ ଯେ, କାହ୍ନୁଗୁଡ଼ା ଗ୍ରାମର କମ୍ବୁ…

ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି । ମୃତ୍ୟବରଣ କରିଥିବା ଯୁବତୀ ଜଣଙ୍କ ହେଲେ ମିଲି ଗୌଡ଼ । ସୂଚନାରୁ ଜଣାପଡିଛି…

ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର

କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧ ବର୍ଷୀୟ ଶ୍ରମିକ ନିଖୋଜ ହୋଇଯାଇଥିବା ଖବର ମିଳିଛି। ଘଟଣାକୁ ନେଇ ପରିବାର ସଦସ୍ୟମାନେ ଅତ୍ୟନ୍ତ…

ବସ୍‌ ମିଳିବନି କହି ଘରକୁ ଡାକିଲେ, ପରେ ବିବାହିତା ମହିଳାଙ୍କୁ ବୁଦାକୁ ନେଇ ବଳାତ୍କାର; କାନ୍ଦି କାନ୍ଦି…

ରାୟଗଡ଼ା,୧୯।୧୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ାରେ ଲଜ୍ଜା। ସହରରେ ଅନ୍ଧାର ରାତିରେ ଜଣେ ବିବାହିତ ମହିଳାଙ୍କୁ ବଳାତ୍କାର କରାଯାଇଛି। ଏନେଇ ବିବାହିତ ମହିଳାଜଣଙ୍କ ସ୍ବାମୀଙ୍କ ସହ ମଙ୍ଗଳବାର ବିଳମ୍ବିତ ରାତିରେ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ…

୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର ୫ଜଣ…

ସାଇବର ଠକେଇର ଶିକାର ହେଲେ ଯୁବକ: ଆପେ ଆପେ ଆକାଉଣ୍ଟରୁ ଚାଲିଗଲା ୫୬ ହଜାର ଟଙ୍କା

ରାୟଗଡା, ୧୭।୧୧ (ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ପୋଲିସ ପକ୍ଷରୁ ସାଇବର ଅପରାଧରୁ ସୁରକ୍ଷା ପାଇଁ ମାସବ୍ୟାପୀ ସଚେତନତା ଚାଲିଛି। ହେଲେ ଅନ୍ୟପଟେ ଗ୍ରାମାଞ୍ଚଳର ଲୋକେ ସାଇବର ଅପରାଧୀଙ୍କ ଶିକାର ପାଲଟିଛନ୍ତି । ନିକଟରେ ଭୁବନେଶ୍ୱରର ଜଣେ ବୃଦ୍ଧ ଦମ୍ପତିଙ୍କୁ ଡିଜିଟାଲ…

ଫୁଡ୍‌ ପାର୍କ ପରିଦର୍ଶନ କଲେ ମନ୍ତ୍ରୀ

ରାୟଗଡ଼ା,୧୬।୧୧(ଆଶିଷ ରଞ୍ଜନ ପଣ୍ଡା)- ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ତଥା ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ରାୟଗଡ଼ା ଜିଲା କୋଲନରା ବ୍ଲକ ଭୁଜବଳସ୍ଥିତ ମିଟ୍‌ସ କଲେଜ…

ପାଚିକା, ସହାୟକ ମହାସଂଘର ବଡ଼ ନିଷ୍ପତ୍ତି: ୫ରେ ବିଧାନସଭା ଆଗରେ ଆନ୍ଦୋଳନ

ପଦ୍ମପୁର, ୧୬।୧୧(ପ୍ରଶନ୍ତ କୁମାର କର): ଦକ୍ଷିଣ ଓଡ଼ିଶା ପାଚିକା ଓ ସହାୟକ ମହାସଂଘ ପକ୍ଷରୁ ପଦ୍ମପୁର ବ୍ଲକ୍‌ ଜଗମଣ୍ଡା ପାହାଡ଼ ଉପରେ ବ୍ଲକ ସଭାପତି ପାର୍ବତୀ ଶବରଙ୍କ ଆୟୋଜନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ଉପଦେଷ୍ଟା ତ୍ରିପତି ଗମାଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri