ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡିରୁ ମିଳିଲା ପୁଳାପୁଳା ବିଦେଶୀ ଟଙ୍କା: ଡଲାର, ପାଉଣ୍ଡ ସହ ୩୩ଟି…
ରାୟଗଡ଼ା,୨୪।୭: ରାୟଗଡ଼ାର ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଖୋଲିଛି। ୩ ମାସ ପରେ ହୁଣ୍ଡି ଖୋଲାଯାଇଛି। ଏଥିରୁ ପୁଳାପୁଳା ଟଙ୍କା ବାହାରିଛି। ଏହା ସହ ଅଧିକ ବିଦେଶୀ ମୁଦ୍ରା ମିଳଛି। ୩୩ଟି ବିଦେଶୀ ମୁଦ୍ରା ମା’ ଦାନ ହୁଣ୍ଡିରୁ ମିଳିଛି।…
ମା’ ମଝିଘରିଆଣୀ ମନ୍ଦିରରେ ଚାଲିଛି ଗଣତି, ବାହାରୁଛି ପୁଳାପୁଳା ଟଙ୍କା
ରାୟଗଡ଼ା,୨୪।୭: ରାୟଗଡ଼ାର ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଖୋଲିଛି । ୩ ମାସ ପରେ ହୁଣ୍ଡି ଖୋଲାଯାଇଛି। ଏଥିରୁ ପୁଳାପୁଳା ଟଙ୍କା ବାହାରିଛି। ଯେତେ ଗଣିଲେ ମଧ୍ୟ ସରୁନି । ଏହି ଟଙ୍କାକୁ ଗଣିବାକୁ ୨୦୦ ମହିଳା ଲାଗିଛନ୍ତି। ଦେବୋତ୍ତର…
ହୋଟେଲରୁ ବଡ଼ ଧରଣର ଚୋରି
ରାୟଗଡ଼ା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୧୦୦ ମିଟର ଦୂର ସାଇରାମ ରେଷ୍ଟୁରାଣ୍ଟ ନାମକ ଏକ ହୋଟେଲରୁ ମଙ୍ଗଳବାର ଭୋର ୩ଟାରେ ଏକ ବଡ଼ଧରଣର ଚୋରି ହୋଇଥିବା ଜଣାପଡିଛି। ହୋଟେଲରୁ ପ୍ରାୟ ୩ ଲକ୍ଷରୁ ଉଦ୍ଧର୍ବ ଟଙ୍କା, ସିସି ଟିଭି ହାର୍ଡ…
ଟଙ୍କା ନ ଦେଲେ ହେଉନି ନଳକୂପ ମରାମତି
ରାୟଗଡା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗଠନ ହେବାର ୩୨ ବର୍ଷ ବିତିଯାଇଥିଲେ ସୁଦ୍ଧା ଜିଲାର ପାନୀୟ ଜଳ ସମସ୍ୟା ଦୂର ହୋଇପାରିନାହିଁ। ପାନୀୟ ଜଳ ପାଇଁ ବ୍ୟବସ୍ଥା ପାଇଁ ବ୍ଲକ୍ ପ୍ରଶାସନ ନିକଟରେ ଗୁହାରିକରି ବିଫଳ ହେବାପରେ ୩୦ କି.ମି.…
ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଥାନାରେ ମାମଲା
ରାୟଗଡା,୧୪।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ପଦ୍ମପୁର ବ୍ଲକ ଅଧୀନ ଗୋଡ଼ିଆବନ୍ଧ ବସନ୍ତ ଦେବୀ ବିଦ୍ୟାପୀଠ ୧୦୦ଶଯ୍ୟା ଛାତ୍ରୀ ନିବାସରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ଏନେଇ ଛାତ୍ରୀଙ୍କ ପରିବାର ଲୋକେ ରବିବାର ପଦ୍ମପୁର ଥାନାରେ ଏକ ଅଭିଯୋଗ…
ମ୍ୟାଲେରିଆ ଆକ୍ରାନ୍ତରେ ରାୟଗଡ଼ା ଜିଲା ୧ ନମ୍ବର
ରାୟଗଡ଼ା,୧୩ା୭(ଆଶିଷ ରଞ୍ଜନ ପଣ୍ଡା): ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମ୍ୟାଲେରିଆ ଆକ୍ରାନ୍ତରେ ଗତ ବର୍ଷଠାରୁ…
ବିବାହ କାର୍ଯ୍ୟରେ ଫଟୋଶୁଟ୍ କରିବାକୁ ଆସି ଆତ୍ମହତ୍ୟା କଲେ ଫଟୋଗ୍ରାଫର
ରାୟଗଡ଼ା,୧୦ା୭(ଆଶିଷ ରଞ୍ଜନ ପଣ୍ଡା): ବିବାହ କାର୍ଯ୍ୟରେ ଫଟୋଶୁଟ୍ କରିବାକୁ ଆସି ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ହେଉଛନ୍ତି ଭୁବନେଶ୍ୱରର ଡୁମଡୁମା ଅଞ୍ଚଳର ଦେବେନ୍ଦ୍ର ଦାସ(୨୩)। ଘଟଣାରୁ ପ୍ରକାଶ ଯେ, ଦେବେନ୍ଦ୍ର ବୁଧବାର ଭୋର୍ରୁ ହୀରାଖଣ୍ଡ ଟ୍ରେନ୍ରେ ରାୟଗଡ଼ାରେ ପହଞ୍ଚିଥିଲେ।…
ଆବାସିକ ବିଦ୍ୟାଳୟରେ ବ୍ୟାପୁଛି ମ୍ୟାଲେରିଆ
ରାୟଗଡ଼ା,୮।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଡିପ୍ଥେରିଆ ସଂକ୍ରମଣ ଭୟ ମନରୁ ଲିଭି ନ ଥିବାବେଳେ ଏବେ ମ୍ୟାଲେରିଆ ଏବଂ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଜିଲାର ସମସ୍ତ ବ୍ଲକ୍ରେ ମ୍ୟାଲେରିଆ ଏକ ପ୍ରକାର କାୟାବିସ୍ତାର କରିବାରେ ଲାଗିଛି । ବିଶେଷକରି ଅନୁସୂଚିତ…
ଭିଜିଲାନ୍ସ ଜାଲରେ ତହସିଲଦାର
ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧ ଲକ୍ଷ ୧୫ ହଜାର ଟଙ୍କା। ହନୁମନ୍ତପୂର ଗ୍ରାମର ଗୋଟିଏ ଗୋଷ୍ଠୀ ଠାରୁ ସେ ଏହି…
ସୁନା ଗହଣା ଲୁଟେରା ଗ୍ୟାଙ୍ଗକୁ କାବୁ କଲା ପୋଲିସ
ରାୟଗଡା,୨୩।୬(ପ୍ରଫୁଲ୍ଲ କୁମାର ବେହେରା): କାଶିପୁର ବ୍ଲକ ଟିକିରି ପୋଲିସକୁ ମିଳିଛି ବଡ ଧରଣର ସଫଳତା। ଟିକିରି ଥାନା ଭାରପ୍ରାପ୍ତ ଅଧିକାରୀ ବିଶ୍ବ ବନ୍ଦିନୀ ବାଘଙ୍କ ନେତୃତ୍ୱରେ ଏହି ସଫଳତା ପୋଲିସ ବିଭାଗକୁ ମିଳିଛି। ସୂଚନା ମୁତାବକ, ଟିକିରି ଅଞ୍ଚଳରେ କିଛି ଦିନ…
ରାୟଗଡ଼ାରେ ଡିପ୍ଥେରିଆ ଆତଙ୍କ
ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ ଖୋଜା ଆରମ୍ଭ ହୋଇଛି। ତେବେ ଡିପ୍ଥେରିଆ ରୋଗରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…
ଥମୁନି କାଶୀପୁର ଶିଶୁ ମୃତ୍ୟୁ, ଆଉ ଜଣେ ପୀଡ଼ିତା ଆଖି ବୁଜିଲେ
ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ ପୀଡ଼ିତା ଆଖି ବୁଜିଛନ୍ତି। ସେ ହେଉଛନ୍ତି ଉକ୍ତ ଗ୍ରାମର ବୁଧ ମାଝିଙ୍କ ଝିଅ…
Archives


