ରାୟଗଡା

ଗୁଣପୁରରେ ବୃହତ୍ ହିନ୍ଦୁ ସମ୍ମିଳନୀ, ହିନ୍ଦୁ ସମାଜକୁ ଏକତ୍ରିତ ଓ ସଚେତନ କରିବା ପାଇଁ ଆହ୍ୱାନ

ଗୁଣପୁର, ୨୫ା୧ (ସଂକେତ ପାତ୍ର ) : ଗୁଣପୁରରେ ଆୟୋଜିତ “ହିନ୍ଦୁ ସମ୍ମିଳନୀ” ବୃହତ୍ ଧାର୍ମିକ, ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ପ୍ରାୟ ୫ ହଜାରରୁ ଅଧିକ ଭକ୍ତ ଓ ସାଧାରଣ ଲୋକଙ୍କ ଅଂଶଗ୍ରହଣ ମାଧ୍ୟମରେ ଏହି…

ଗୁଡ଼ି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗିଥିଲେ, ୬ ଜଣଙ୍କୁ ବାନ୍ଧିଲା… 

ରାୟଗଡ଼ା,୨୪।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା)- ବକ୍ସାଇଟ ପାଇଁ ବିଶ୍ୱ ପ୍ରସିଦ୍ଧ ରାୟଗଡ଼ା ଜିଲାର କାଶୀପୁର ବ୍ଲକ । ହେଲେ ଆଜିବି ସେଠାକାର ବାସିନ୍ଦା ଗୁଣିଗାରେଡି ଭଳି ଅନ୍ଧବିଶ୍ୱାସରେ ପଡ଼ି ହତ୍ୟା କରିବାକୁ ପଛାଉ ନାହାନ୍ତି । ଏଭଳି ଏକ ଘଟଣାକ୍ରମରେ…

ସର୍ତ୍ତାବଳୀ ସହ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା, ସରକାର ଆମକୁ ଭୁଆଁ…

ଗୁଣପୁର, ୨୩ା୧(ସଂକେତ ପାତ୍ର ) : ଗତବର୍ଷ ଜାନୁଆରୀ ମାସ ୧୫ତାରିଖରେ ନିର୍ବାଚନ ପ୍ରଶାର ଓ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ମଧୁବାବୁ ଭତ୍ତା ଟଙ୍କା ୧୦୦୦ ରୁ ୩୫୦୦ ଟଙ୍କାକୁ ବଢ଼ାଇବା ପାଇଁ ପ୍ରତିଶ୍ରୁତି ମିଳିଥିଲା । ନିର୍ବାଚନ…

ପଞ୍ଚାୟତିରାଜ ସଦସ୍ୟ-ବ୍ଲକ ଅଧ୍ୟକ୍ଷାଙ୍କୁ ପ୍ରଶାସନିକ ଅବହେଳା, ବ୍ଲକ୍ କାର୍ଯ୍ୟାଳୟ ଘେରାଉ କଲେ….

ରାୟଗଡ଼ା,୨୨/୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକରେ ଉନ୍ନୟନ ମୂଳକ କାର୍ଯ୍ୟରେ ନିର୍ବାଚିତ ପିଆରଆଇ ପ୍ରତିନିଧିଙ୍କୁ ଅଣଦେଖା ନେଇ ବ୍ଲକ୍ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଗୁରୁବାର ୨ ଟା ବେଳେ ବ୍ଲକ ବିଡ଼ିଓ ସୁଜିତ୍ କୁମାର ମିଶ୍ରଙ୍କୁ…

ଆସ୍ଥା ହରାଇଲେ ବ୍ଲକ ଅଧ୍ୟକ୍ଷା: ମନମୁଖୀ କାର୍ଯ୍ୟକୁ ବିରୋଧ କରି…

ଗୁଣୁପୁର, ୨୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଡାରୀ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ଅନାସ୍ଥା ପ୍ରସ୍ତାବ ପାଇଁ ଗୁଣୁପର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବ୍ଲକର ସମିତି ସଭ୍ୟ, ସରପଞ୍ଚମାନେ ଆବେଦନ କରିଥିଲେ। ଉପଜିଲାପାଳ ଏହାର ବିଚାର କରି…

ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…

ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି । ଅଭିଯୋଗରେ କୁହାଯାଇଛି ଯେ, ଏହି କାର୍ଯ୍ୟକ୍ରମ ବିନା ସରକାରୀ ଅନୁମତି, ସୁରକ୍ଷା ବ୍ୟବସ୍ଥା ଓ…

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାନୁଆରି ୭ ତାରିଖରେ ପ୍ରେସ କ୍ଲବର ନୂତନ କମିଟି ଚୟନ ପରେ ଏହା…

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ ବୁଧବାର ବାପିଙ୍କୁ ରାୟଗଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ଛକ ନିକଟରେ ଏକ ଦାମୀ ମୋବାଇଲ ମିଳିଥିଲା।…

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା ହୋଇଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ପ୍ରଥମେ ଟ୍ରେନ ଧକ୍କାରେ ଯୁବକଙ୍କ ଜୀବନ…

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ ବିରୋଧକରି ମୁନିଗୁଡା ଥାନା ଅନ୍ତର୍ଗତ ତେଲେଙ୍ଗାପଦରଠାରୁ ଚନ୍ଦ୍ରପୁର ରାସ୍ତାରେ ଏହି ବ୍ୟାନର ଲାଗିଥିଲା। ବ୍ୟାନରରେ…

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ ମଧ୍ୟ ୱାଲଟିୟର ରେଳ ଡିଭିଜନ ଅଧୀନରେ ରହିଛି । ତେଣୁ ରାୟଗଡା ଡିଆରଏମଙ୍କ ଅଧୀନରେ…

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?