ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ
ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି…
କୋଦାଳ ଚୋଟରେ ANM ଭାଇବୋହୂଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦେଢ଼ଶୁର
ରାୟଗଡ଼ା/କଲ୍ୟାଣସିଂପୁର,୧୮ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଢ଼ଶୁରଙ୍କ କୋଦାଳ ଚୋଟରେ ANM ଥିବା ଭାଇବୋହୂଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା ଗାଁରେ ଏହି ଘଟଣା ଘଟିଛି। ତେବେ ମୃତ ଭାଇବୋହୂ ହେଲେ ସୁରେନ୍ଦ୍ରୀ ସାରକା(୪୦)। ପୂର୍ବ…
ମାଡ଼ିଗଲା ଟ୍ରେନ୍: ଜଣେ ମୃତ, ୨ ଗୁରୁତର
ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ…
ଟ୍ରେନ୍ରୁ ଖସି ସିଆର୍ପିଏଫ୍ ଯବାନ ଗୁରୁତର
କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ…
ମାଓବାଦୀ କହି ମାଗୁଥିଲେ ଚାନ୍ଦା: ୨ ଯୁବକଙ୍କ ସହ ନାବାଳକଙ୍କୁ ଧରିଲା ପୋଲିସ
ରାୟଗଡ଼ା,୧୨।୭(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ନିୟମଗିରି ମାଓବାଦୀ ନାଁରେ ଧମକ ଦେଇ ଚାନ୍ଦା ମାଗୁଥିବା ୨ଜଣ ଯୁବକ ଓ ଜଣେ ନାବାଳକଙ୍କୁ ଦୋରାଗୁଡ଼ା ପୋଲିସ ଗିରଫ କରିଛି। ପୋଲିସ ତଦନ୍ତ ବେଳେ ସମ୍ପୃକ୍ତ ୩ଜଣ ମାଓବାଦୀ ନାଁରେ ଲୋକଙ୍କୁ ଧମକ…
ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବୁଲାଇଥିଲେ ହଳ, ପରେ ଏବେ …
ରାୟଗଡ଼ା/କଲ୍ୟାଣସିଂହପୁର,୧୨।୭(ଆଶିଷ ରଞ୍ଜନ ପଣ୍ଡା): ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବଳଦ ବଦଳରେ ହଳ କରାଇବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ନିଖୋଜ ପ୍ରେମୀ ଯୁଗଳଙ୍କ ଅବସ୍ଥିତି ନେଇ କଲ୍ୟାଣସିଂହପୁର ପୋଲିସ ଓ ପ୍ରଶାସନ ଛାନଭିନ ଆରମ୍ଭ କରିଛି। ଏଣେ…
ପିଉସୀ-ପୁତୁରାଙ୍କ ପ୍ରେମସମ୍ପର୍କକୁ ବିରୋଧ: ଦଣ୍ଡ ପୂର୍ବକ ଚାଷଜମିରେ ବଳଦ ଭାବେ ହଳ କରାଇଲେ ଗ୍ରାମବାସୀ
ରାୟଗଡ଼ା,୧୧ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ସମ୍ପର୍କୀୟ ପିଉସୀ ଓ ପୁତୁରାଙ୍କ ପ୍ରେମସମ୍ପର୍କକୁ ନେଇ ଗାଁ ଲୋକେ ବୈଠକ କରି ପ୍ରେମୀଯୁଗଳଙ୍କୁ ଚାଷଜମିରେ ହଳ କରି ଦଣ୍ଡ ଦେଇଥିବା ଘଟଣା ଏବେ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।। ଏହିଭଳି ଘଟଣା ଦେଖିବାକୁ…
ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍ ସହ ୩୮ ଗ୍ରାମ ସୁନା
ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮…
ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, କଡ଼ାସୁରକ୍ଷାରେ ଚାଲିଛି ଗଣତି
ରାୟଗଡ଼ା,୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ସୋମବାର ସକାଳ ୯ଟାରେ ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଚଳିତ ଥର ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ,…
ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଆକ୍ରାନ୍ତ
ରାୟଗଡ଼ା/ଟିକିରି,୬ା୭(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ଶନିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ କାଶୀପୁର ବ୍ଲକ ଅନ୍ତର୍ଗତ କୁଚେଇପଦର ପଞ୍ଚାୟତ ଅନ୍ତର୍ଗତ ଟିକରାପଡ଼ା ଗାଁର ତିନି ପରିବାରର ୧୧ ଜଣ ରୋଗାକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ୧୧ ଜଣଙ୍କ ମଧ୍ୟରୁ…
ଗୋଟିଏ ଦିନରେ ଦୁଇ କନେଷ୍ଟବଳଙ୍କ ମୃତ୍ୟୁ: ଡ୍ୟୁଟି କରୁଥିବା ବେଳେ …
ରାୟଗଡ଼ା,୫।୭ (ରଞ୍ଜନ ପଣ୍ଡା): ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରାରେ ଡ୍ୟୁଟି କରୁଥିବା ବେଳେ ଜୀବନ ହାରିଲେ ଆଉ ଜଣେ କନେଷ୍ଟବଳ ତାରିଣୀ ଚରଣ ଗମାଙ୍ଗ(୫୦) । ଶନିବାର ସକାଳୁ ତହସିଲ ଛକଠାରେ ଜାତୀୟ ରାଜପଥ କଡ଼ରେ ଡ୍ୟୁଟି କରୁଥିବା ବେଳେ ଅସୁସ୍ଥତା…
ରଥଯାତ୍ରା ଡ୍ୟୁଟିକୁ ଆସୁଥିଲେ ମହିଳା କନଷ୍ଟେବଳ, ପଛରୁ ପିଟିଲା ଟ୍ରେଲର, ଆଉ ତା’ ପରେ…
ରାୟଗଡ଼ା,୫ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨…
Archives


