ରାୟଗଡା

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…

ପୋଲିସ ବସ୍‌ର ବ୍ରେକ ଫେଲ୍‌: ଶତାଧିକ ଆନ୍ଦୋଳନକାରୀ…

ରାୟଗଡ଼ା,୧୨।୨(ଆଶିଷ ରଞ୍ଜନ ପଣ୍ଡା):ବ୍ରେକ ଫେଲ ହେଲା ପୋଲିସ ବସ୍‌। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ, ପୋଲିସ ଓ ସାମ୍ବାଦିକ। ବିଭିନ୍ନ ଦାବି ନେଇ ଆଜି କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ଓ ସ୍ବାଧୀନ ଫେଡରେସନ ସର୍ବଭାରତୀୟ ସ୍ତରରେ ବନ୍ଦ ଡାକରା…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ ପରିଭାଷା ଦେଇଯାଉଛି। ଏବେ ଚାଲିଛି ପ୍ରେମର ଋତୁ। ଯୁବପିଢି ଭାଲେଣ୍ଟାଇନ ଡେ’ ପାଳନ…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ସେବା ମିଳୁ ନଥ‌ିବାରୁ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥ‌ିବା ଅଭିଯୋଗ ହେଇଥିଲା…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ କାହାର ଜୀବନହାନି ହୋଇ ନ ଥିବାବେଳେ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା ଦେବା ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାୟଗଡ଼ା…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ ସଡୁ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଘର ସମ୍ମୁଖରେ ଥିବା ଏକ ବ୍ୟାଟେରୀ ଚାଳିତ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାରା ରାଜ୍ୟରୁ ୩୫୨ଜଣ କ୍ରୀଡ଼ାବିତ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର ହୋଇଥିଲେ। ଆଜାଦ୍‌ କୋର୍ଟରେ ହାଜର ହେବା ପରେ ତାଙ୍କ ଉପରେ ଚାର୍ଜଫ୍ରେମ୍‌ ହୋଇଥିଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ ସୋମବାର ନିଖୋଜ ଯୁବତୀଙ୍କ ପରିବାର ପକ୍ଷରୁ ଏକ ଏତଲା ଦିଆଯାଇଥିବା ପୋଲିସ ସୂତ୍ରରୁ…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ଖବର ପାଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ଏହାର ତଦନ୍ତ ପାଇଁ…

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍‌ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା ଗ୍ରାମର ସୁନୀଲ ହିମିରିକା (୪୪)। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?