ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ ମାଝୀ ବୋଲି ଜଣାପଡିଛି । ବଳି ମାଝୀ ଏଥି ପୂର୍ବରୁ ନକ୍ସଲ ମାମଲାରେ…
ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….
ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ ହୋଇଥିବା ନେଇ ପୋଲିସ ଆଶ୍ୱସ୍ତି ପ୍ରକାଶ କରିଥିଲା। ହେଲେ ଠିକ୍ ଏହାର ସପ୍ତାହ…
ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ ପୂର୍ବରୁ ବିଷମକଟକ ବ୍ଲକରେ…
ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ ଇସ୍ତଫା ଦେଇଥିବା ନେଇ ଜିଲା ସଭାପତି ଜଗନ୍ନାଥ ସାରକାଙ୍କୁ ଚିଠି ଲେଖିଥିବା ସହିତ…
ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…
ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ ଲେଖାଯାଇଥିବା ନେଇ କୁହାଯାଇଛି । ତେବେ ଏଥିରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ,…
ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…
ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…
ପୋଲିସ ବସ୍ର ବ୍ରେକ ଫେଲ୍: ଶତାଧିକ ଆନ୍ଦୋଳନକାରୀ…
ରାୟଗଡ଼ା,୧୨।୨(ଆଶିଷ ରଞ୍ଜନ ପଣ୍ଡା):ବ୍ରେକ ଫେଲ ହେଲା ପୋଲିସ ବସ୍। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ, ପୋଲିସ ଓ ସାମ୍ବାଦିକ। ବିଭିନ୍ନ ଦାବି ନେଇ ଆଜି କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ଓ ସ୍ବାଧୀନ ଫେଡରେସନ ସର୍ବଭାରତୀୟ ସ୍ତରରେ ବନ୍ଦ ଡାକରା…
ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…
ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ ପରିଭାଷା ଦେଇଯାଉଛି। ଏବେ ଚାଲିଛି ପ୍ରେମର ଋତୁ। ଯୁବପିଢି ଭାଲେଣ୍ଟାଇନ ଡେ’ ପାଳନ…
ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…
କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ସେବା ମିଳୁ ନଥିବାରୁ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଇଥିଲା…
ଦ୍ୱିତୀୟ ମହଲାରେ ହଠାତ୍ ଲାଗିଲା ନିଆଁ, ଆଉ ତା’ ପରେ…
ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ କାହାର ଜୀବନହାନି ହୋଇ ନ ଥିବାବେଳେ…
ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…
ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା ଦେବା ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାୟଗଡ଼ା…
୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…
ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ ସଡୁ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଘର ସମ୍ମୁଖରେ ଥିବା ଏକ ବ୍ୟାଟେରୀ ଚାଳିତ…
ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍ଙ୍କ ବାଜିମାତ୍: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…
ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାରା ରାଜ୍ୟରୁ ୩୫୨ଜଣ କ୍ରୀଡ଼ାବିତ…
Archives


