ରାୟଗଡା

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା ଯୋଗୁଁ ଗୁଡ଼ାରିଠାରେ ବଂଶଧାରା ଫୁଲି ଉଠିଛି। ଶୁକ୍ରବାର ରାତିରେ ଉପରମୁଣ୍ଡରେ ଅଧିକ ବର୍ଷା…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କୋରାପୁଟ MP ସପ୍ତଗିରି ଉଲାକାଙ୍କୁ ମିଳିଲା ‘ସଂସଦ ରତ୍ନ’ ଉପାଧି! କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ଏକ ବିଶେଷ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଲୋକସଭା MP ଶ୍ରୀଯୁକ୍ତ ସପ୍ତଗିରି ଉଲାକା ପ୍ରତିଷ୍ଠିତ ‘ସଂସଦ ରତ୍ନ’…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବିଷମକଟକ ଓ ଥେରୁବାଲି ରେଳ ଷ୍ଟେଶନ ମଧ୍ୟବର୍ତ୍ତୀ ରେଳ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ଦୁଇ ଜଣ ମିସ୍ତ୍ରୀଙ୍କ ସହ ଜଣେ ଦିନ ମଜୁରିଆଙ୍କ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ରାୟଗଡ଼ା ଜିଲା ଭାଜପା ସଭାପତି ଗୋପୀ ଆନନ୍ଦଙ୍କ…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର ଥାନା କେସ୍‌ ନମ୍ବର ୧୦୫/୨୦୨୩ରୁ ଉତ୍ପନ୍ନ ସି.ଟି. କେସ୍‌ ନମ୍ବର ୫୪/୨୦୨୩ରେ ଅଭିଯୁକ୍ତ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଗାଁ ଲୋକେ ନଦୀ କୂଳରେ ଗୋଟିଏ ମୃତଦେହ ଭାସୁଥିବା…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ (UGMIT) ପରିସରରେ ଏକ ଜିଲାସ୍ତରୀୟ ଉଦ୍ୟମିତା…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ କରାଯାଇଛି । ବ୍ଲକର ୧୪ଟି ପଞ୍ଚାୟତର ଏସ୍‌ସି, ଏସ୍‌ଟି, ଓବିସି ଓ ସଂଖ୍ୟାଲଘୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?