ସଚେତନତା ଅଭାବରୁ ସରକାରୀ ଯୋଜନାର ଲାଭ ପାଉନାହାନ୍ତି ଚାଷୀ
ରାୟଗଡ଼ା,୨୨।୯(ଭାଗ୍ୟଶ୍ରୀ ମିଶ୍ର): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ କାଳିଆ ଯୋଜନା ସହାୟତା ଦେଇ ଭେଟି ଦେଇଛନ୍ତି। ଓଡ଼ିଶା ଦିବସରେ ଗୋଟିଏ କିସ୍ତି ଦିଆଯାଇଥିବାବେଳେ ବୁଧବାର ଏହାର ଦ୍ୱିତୀୟ କିସ୍ତି ଡିବିଟି ମାଧ୍ୟମରେ ପ୍ରତ୍ୟେକ...
ରାୟଗଡ଼ାରେ ବଢ଼ୁଛି ଲୁଟ୍, ଚୋରି: ପୋଲିସ ନିଷ୍କ୍ରିୟ
ରାୟଗଡ଼ା,୨୨ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଲୁଟେରାମାନେ ସୁଯୋଗ ଉଣ୍ଡି ବସିଛନ୍ତି। ବ୍ୟାଙ୍କରୁ କିଏ ଟଙ୍କା ଉଠାଇ ନେବା ବେଳେ ତାଙ୍କୁ ପିଛା କରିବା ସହ ନିଛାଟିଆ ସ୍ଥାନ ଦେଖି...
ବାହ୍ୟ ଜଗତରୁ ବିଚ୍ଛିନ୍ନ ଗୁଞ୍ଜରାମପଞ୍ଜରା ଗାଁ, ୩ ଜିଲାକୁ ଯାତାୟତ ବନ୍ଦ
ରାୟଗଡ଼ା, ୨୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନ ଶୁଣିଲାନି କି କୌଣସି ପଦକ୍ଷେପ ନେଲା ନାହିଁ। ଶେଷରେ ନିଜ ପାଖରେ ଥିବା ଟଙ୍କା ଓ ସ୍ତ୍ରୀଙ୍କ ସୁନାଗହଣା ବିକ୍ରି କରି ଜଣେ ଯୁବକ ନାଳ ଉପରେ ଗତବର୍ଷ କାଠ ପୋଲ ନିର୍ମାଣ...
ତିଆରି ଚାଲିଛି ଦକ୍ଷିଣ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ରେଳକୋଚ୍ ରେଷ୍ଟୁରାଣ୍ଟ, ଦେଖିବାକୁ ମିଳିବ ଡଙ୍ଗରିଆଙ୍କ କଳାକୃତି
ରାୟଗଡ଼ା,୨୧।୯ (ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ାରେ ନୂତନ ରେଳ ଡିଭିଜନ କାର୍ଯ୍ୟ ଆରମ୍ଭ ହେବା ପରଠୁ ରାୟଗଡ଼ା ରେଳ ଷ୍ଟେଶନ ଉନ୍ନତୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। କିଛି ମାସ ହେବ ୩୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ରେଳ ବିଭାଗ ପକ୍ଷରୁ...
ଗଣେଶ ମୂର୍ତ୍ତି ବସର୍ଜନ କରିବାକୁ ଯାଇ ନଦୀସ୍ରୋତରେ ଭାସିଗଲେ ଯୁୁବକ
ରାୟଗଡ଼ା,୨୦ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଧୁମାଗୁଡ଼ା ଗାଁ ନିକଟ ନାଗାବଳୀ ନଦୀରେ ବୁଧବାର ଏକ ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ମାଙ୍କଡଝୋଲା ବସ୍ତିର ଶ୍ରୀନିବାସ...
୧୮୨୮ ସ୍କୁଲରୁ ୩୭୯ରେ ଦିଆଯାଉଛି ମଧ୍ୟାହ୍ନଭୋଜନ
ରାୟଗଡ଼ା,୧୭।୯ (ଆଶିଷ ରଞ୍ଜନ ପଣ୍ଡା) ୩ ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଛନ୍ତି ସାରା ରାଜ୍ୟର ଶିକ୍ଷୟିତ୍ରୀ ଶିକ୍ଷକମାନେ। ଫଳରେ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ପ୍ରଦାନରେ ବ୍ୟାଘାତ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁସାରେ ଜିଲାରେ ଥିବା ୧୮୨୮ ସ୍କୁଲ...
ମିଳୁନି ସ୍ଲଟ୍, ଡାଏଲିସିସ୍ ପାଇଁ କିଡ୍ନୀ ରୋଗୀ ହଇରାଣ
ରାୟଗଡ଼ା,୧୭।୯ (ଭାଗ୍ୟଶ୍ରୀ ମିଶ୍ର )ରାୟଗଡ଼ା ଭଳି ଆଦିବାସୀ ଅଧ୍ୟୁଷିତ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲାର ବିଭିନ୍ନ ବ୍ଲକ୍ରେ କିଡ୍ନୀ ରୋଗରେ ଆକ୍ରାନ୍ତ ଲୋକେ ଡାଏଲିସିସ୍ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବାବେଳେ ଏଠାରେ ଉଚିତ ସ୍ବାସ୍ଥ୍ୟସେବା ନ ପାଇ...
ଜିଲାରେ ଖାଲି ପଡ଼ିଛି ୧୫୦ ଡାକ୍ତର ପଦବୀ
ରାୟଗଡ଼ା,୧୪।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଚିକିତ୍ସା ସେବାକୁ ଉନ୍ନତମାନର ଓ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳିଛ। ଜିଲାରେ ୧୫୦...
ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା
ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ ଉପରେ ପାଣି ଆସିବା ଯୋଗୁ ମଇଦଲପୁରରୁ ମାଝିଗୁଡ଼ା, ସାନବାର୍ଲି ଓ ଝରିଗାଁ...
ରେଳଲାଇନରେ ଖସିଲା ପଥର, ମାଟି ଅତଡ଼ା
ରାୟଗଡ଼ା,୧୪।୯(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲାରେ ବୁଧବାର ପ୍ରବଳ ବର୍ଷା ଯୋଗୁ ରାଉଳି ଓ ଲେଲିଗୁମା ରେଳ ଷ୍ଟେଶନ ମଧ୍ୟରେ ବୁଧବାର ସକାଳ ପ୍ରାୟ ୯ଟା ୩୦ ମିନିଟ୍ରେ ଭୂସ୍ଖଳନ ଘଟିଛି। ପାହାଡ଼ରୁ ପଥର ଓ ମାଟି ଅତଡା ଖସି କୋରାପୁଟ-ରାୟଗଡ଼ା...
୩ ଦଫା ଦାବିରେ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା
ରାୟଗଡ଼ା,୧୧।୯(ଭାଗ୍ୟଶ୍ରୀ ମିଶ୍ର): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଓଡ଼ଶାଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଦଫା ଦାବିରେ ଶିକ୍ଷୟତ୍ରୀ ଶିକ୍ଷକ ସୋମବାର ଠାରୁ ଗଣ ଧାରଣା ଆରମ୍ଭ କରିଛନ୍ତି। ୧୧ଟି ବ୍ଲକର...
ବିପଦସଙ୍କୁଳ ଅବସ୍ଥାରେ ନାଇପେଟା, ନାଗାବଳୀ ପୋଲ
ରାୟଗଡା,୧୧।୯ (ଭାଗ୍ୟଶ୍ରୀ ମିଶ୍ର ): ରାଜପଥ ବିଭାଗର ଖାମଖିଆଲି ମନୋଭାବ ଯୋଗୁ ବର୍ଷ ବର୍ଷ ଧରି ରାଜପଥଗୁଡ଼ିକର ନିର୍ମାଣ କି ମରାମତି ହେଉନି। ରାୟଗଡ଼ା ଜିଲା ଦେଇ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥ ଦୀର୍ଘଦିନ ହେଲା ମରାମତି ଅଭାବରୁ...
Archives


