ଘରେ ପଶି ପଡ଼ୋଶୀଙ୍କୁ ଟାଙ୍ଗିଆରେ ହାଣିଲେ, ପଦ୍ମପୁର ଥାନାରେ ଆତ୍ମସମର୍ପଣ କଲେ…
ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ସଉରା ବିକ୍ରମପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ସେହି ଗ୍ରାମର ପଣ୍ଡା ଶବର ନାମକ ଜଣେ ବ୍ୟକ୍ତି ନିଜ ପଡୋଶୀ ଚୈତନ୍ୟ ଶବର(୪୮)ଙ୍କୁ ଟାଙ୍ଗିଆରେ ହାଣି…
ବାଇକ୍ ଚୋରି କରି ନେଇଥିଲେ, ନାଗାବଳୀ ପୋଲ ଉପରେ ଚଲାଉଥିବା ବେଳେ ମାଡ଼ି ବସିଲା ପୋଲିସ
ରାୟଗଡ଼ା, ୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଏପ୍ରିଲ ୨୮ ତାରିଖରେ ହୋଇଥିବା ଏକ ବାଇକ ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ଠାବ କରିଛି ଟାଉନ ଥାନା ପୋଲିସ । ଏଥିରେ ଜଣଙ୍କୁୁ ଗିରଫ କରିବା ସହିତ ଚୋରି ବାଇକ ମଧ୍ୟ ଜବତ…
ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ
ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…
ଭତ୍ତା ଟଙ୍କା ଘର ନିକଟରେ ପହଞ୍ଚାଇବାକୁ ବିଧାୟକଙ୍କ ଦାବି: ଖରାରେ ଫେରୁଥିବା ବୃଦ୍ଧାବୃଦ୍ଧଙ୍କୁ ଅଟୋ ଭଡ଼ାକରି ଗାଁକୁ ଛାଡ଼ିଲେ
ରାୟଗଡ଼ା,୨୮।୪(ଆଶିଷ ରଞ୍ଜନ ପଣ୍ଡା):ରାଜ୍ୟ ସରକାର ଘର ନିକଟରେ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ପହଞ୍ଚାଇବା ବ୍ୟବସ୍ଥା କରିବାକୁ ରାୟଗଡା ବିଧାୟକ ଆପଲସ୍ବାମୀ କାଡ୍ରାକା ସୋମବାର ଦାବି କରିଛନ୍ତି।ସେ କହିଛନ୍ତି, ବହୁ ବୃଦ୍ଧାବୃଦ୍ଧ ପରିଣତ ବୟସରେ ଠିକ୍ ଭାବେ ଚାଲିପାରୁନାହାନ୍ତି। ବୟସ ବଢ଼ିବା ସହ…
ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ
ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ କେହି ଦେଖି ନ ଥିବା ବେଳେ ହଠାତ ମୃତ ଦେଖି ସେଠାକୁ ଦୈନନ୍ଦିନ ଆସୁଥିବା…
ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ
ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ହାଟପଦା ସାହିରେ। ଗୁଣି…
ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ
ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ତେଲି ସାହିର ଭୈରବ ସାହୁ(୫୦)। ତେବେ ସୋମବାର…
ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ
ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ ଥ୍ରିସୁର ଜିଲା ଅଟନିଠାରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ଡଙ୍ଗରିଆ କନ୍ଧ ନାବାଳିକା…
ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା
ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…
ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍, ରୁଟ୍ରେ ଅଟକିଲା ଏକ୍ସପ୍ରେସ୍
ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍ ଇଞ୍ଜିନର ପେଣ୍ଟୋଗ୍ରାଫ୍ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…
ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…
ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି…
କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ
ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍ ନୀତି ଯୋଗୁ ଏବେ କଂଗ୍ରେସ…
Archives


