ରାୟଗଡା

ଲେସ୍‌ ଟେଣ୍ଡର ପକାଇବେ ନାହିଁ ଠିକାଦାର, ନୂଆ ନିୟମ ଅନୁସାରେ ହେବ ଏମିତି…

ଗୁଣପୁର,୨୯ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ଉପଖଣ୍ଡସ୍ତରୀୟ ଠିକାଦାରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଶେଫାଳି ପାହାଡ଼ ନିକଟ ଗଣେଶ-ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ଅଞ୍ଚଳରୁ ଖ,ଗ,ଘ ବର୍ଗର ଲାଇସେନ୍ସପ୍ରାପ୍ତ ଠିକାଦାରମାନେ ଯୋଗ ଦେଇ ଏକ ସ୍ବତନ୍ତ୍ର…

ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…

ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାର ଧମକ ଦିଆଯାଉଛି ନଚେତ୍ ବିଦ୍ୟୁତ ସଂଯୋଗ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ମାସରେ ୧୦ ରୁ ୧୨ ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ ଏକ ଭିଡିଓ ମଧ୍ୟ ଆସିଛି। ଆଲୋକିତ ଟେଣ୍ଟ ଭିତରେ ଏକ ଟେବୁଲ ଉପରେ…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା ବେଳେ କିଛି ଲୋକ ନିଖୋଜ ହୋଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି ।…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍‌ ବକ୍ସାଇଟ।…

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ଘଟଣାସ୍ଥଳରେ…

ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍‌। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ କୁଜେନ୍ଦ୍ରି ଠାରୁ ଭାମିନି ଗ୍ରାମ ନିଜ ଘରକୁ ଫେରୁଥିବା ସମୟରେ ଦୁଇଜଣ…

୫ ଦିନିଆ କାର୍ଯ୍ୟସପ୍ତାହ ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା, ଗୁଣୁପୁରରେ ସମର୍ଥନ…

ଗୁଣୁପୁର, ୨୭।୧ (ସଂକେତ ପାତ୍ର): ସପ୍ତାହକୁ ୫ ଦିନ କାର୍ଯ୍ୟସପ୍ତାହ ଓ ୨ ଦିନ ସାପ୍ତାହିକ ଛୁଟି ଦାବିରେ ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାକୁ ଗୁଣୁପୁର ଅଞ୍ଚଳର ସମସ୍ତ ବ୍ୟାଙ୍କ ସମର୍ଥନ ଜଣାଇଛନ୍ତି ।…

ଗୁଣପୁରରେ ବୃହତ୍ ହିନ୍ଦୁ ସମ୍ମିଳନୀ, ହିନ୍ଦୁ ସମାଜକୁ ଏକତ୍ରିତ ଓ ସଚେତନ କରିବା ପାଇଁ ଆହ୍ୱାନ

ଗୁଣପୁର, ୨୫ା୧ (ସଂକେତ ପାତ୍ର ) : ଗୁଣପୁରରେ ଆୟୋଜିତ “ହିନ୍ଦୁ ସମ୍ମିଳନୀ” ବୃହତ୍ ଧାର୍ମିକ, ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ପ୍ରାୟ ୫ ହଜାରରୁ ଅଧିକ ଭକ୍ତ ଓ ସାଧାରଣ ଲୋକଙ୍କ ଅଂଶଗ୍ରହଣ ମାଧ୍ୟମରେ ଏହି…

ଗୁଡ଼ି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗିଥିଲେ, ୬ ଜଣଙ୍କୁ ବାନ୍ଧିଲା… 

ରାୟଗଡ଼ା,୨୪।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା)- ବକ୍ସାଇଟ ପାଇଁ ବିଶ୍ୱ ପ୍ରସିଦ୍ଧ ରାୟଗଡ଼ା ଜିଲାର କାଶୀପୁର ବ୍ଲକ । ହେଲେ ଆଜିବି ସେଠାକାର ବାସିନ୍ଦା ଗୁଣିଗାରେଡି ଭଳି ଅନ୍ଧବିଶ୍ୱାସରେ ପଡ଼ି ହତ୍ୟା କରିବାକୁ ପଛାଉ ନାହାନ୍ତି । ଏଭଳି ଏକ ଘଟଣାକ୍ରମରେ…

ସର୍ତ୍ତାବଳୀ ସହ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା, ସରକାର ଆମକୁ ଭୁଆଁ…

ଗୁଣପୁର, ୨୩ା୧(ସଂକେତ ପାତ୍ର ) : ଗତବର୍ଷ ଜାନୁଆରୀ ମାସ ୧୫ତାରିଖରେ ନିର୍ବାଚନ ପ୍ରଶାର ଓ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ମଧୁବାବୁ ଭତ୍ତା ଟଙ୍କା ୧୦୦୦ ରୁ ୩୫୦୦ ଟଙ୍କାକୁ ବଢ଼ାଇବା ପାଇଁ ପ୍ରତିଶ୍ରୁତି ମିଳିଥିଲା । ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?