ଆମ୍ଭଖୋଲା ନିକଟ ଜଙ୍ଗଲରେ ବାଘ ଆତଙ୍କ: ମିଳିଲା ରକ୍ତର ଚିହ୍ନ, ଗାଈର ଦୁଇଟି ଗୋଡ
ଗୁଣୁପୁର ୨୩।୧୨: ରାୟଗଡ଼ା ଜିଲା ଗୁଣୁପୁରରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଲୋକ ଭୟଭୀତ ହୋଇଛନ୍ତି। ଗତ ୩ ତିନି ଦିନ ହେବ ବାଘ ସୀମିତ ଅଞ୍ଚଳରେ ବିଚରଣ କରୁଥିବା ଜଣାପଡ଼ିଛି । ଶନିବାର ବନ ବିଭାଗ…
ଟ୍ରେନ୍ଲାଇନ୍ରୁ ମିଳିଲା ହୋମ୍ଗାର୍ଡଙ୍କ ମୃତଦେହ
ରାୟଗଡ଼ା,୧୮ା୧୨: ରାୟଗଡ଼ା ଷ୍ଟେଶନର ୫୦ ମିଟର ପୂର୍ବରୁ ଟ୍ରେନ୍ଲାଇନ୍ରୁ ଜଣେ ହୋମ୍ଗାର୍ଡଙ୍କ ମୃତଦେହ ମିଳିଛି। ରବିବାର ରାତିରେ ଏ ନେଇ ଖବର ପ୍ରଚାରିତ ହେବା ପରେ ରେଳ ବିଭାଗ କର୍ତ୍ତୃପକ୍ଷ, ରାୟଗଡ଼ା ଏସ୍ପି ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।…
ଗୋଟିଏ ଦିନରେ ଲୁଟିନେଲେ ୧୩ ଭରି ସୁନା
ରାୟଗଡା,୧୪।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଚୋରି ବଢିବାରେ ଲାଗିଛି। କିଛି ଦିନ ଚୋରି ବନ୍ଦ ହେବା ପରେ ପୁଣି ଚାଲାକ ଭାବେ ଭିନ୍ନ ଭିନ୍ନ ଗଳିରେ ବନ୍ଦ ରହିଥିବା ଘରକୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ। ରାୟଗଡ଼ା ସହରର ସାଇପ୍ରିୟା ନଗର…
ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟଳୟ ନିକଟରେ ଲାଗିଲା ମାଓ ପୋଷ୍ଟର
ଟିକିର,୧୪।୧୨(ପ୍ରଫୁଲ କୁମାର ବେହେରା )ରାୟଗଡ ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ରେ ସିପିଆଇ ବା.ଘୁ.ନା. ଡ଼ିଭିଜନ ନାଁରେ ଲାଗିଛି ମାଓ ପୋଷ୍ଟର। ଗୁରବାର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟଳୟ ନିକଟରେ ଥିବା ଏକ ଆମ୍ବ ଗଛରେ ଦୁଇଟି ପୋଷ୍ଟର ଲାଗିଥିବା ଦେଖାଯାଇଛି। ଏହି…
୪ ନକଲି ମାଓବାଦୀ ଗିରଫ
ରାୟଗଡ଼ା,୧୨।୧୨(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ାରୁ ୪ ନକଲି ମାଓବାଦୀଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ମହିଳା ଥିବା ଜଣାପଡିଛି।ଅଭିଯୁକ୍ତମାନେ ମାଓବାଦୀଙ୍କ ନାମରେ ଚିଠି ଓ ହତ୍ୟା ଧମକ ଦେଉଥିଲେ। ଗିରଫ ୪ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା…
ଦାଦନ ନେଲା ଦୁଇ ଭାଇଙ୍କ ଜୀବନ: ସାନ ପରେ ବଡ଼ଭାଇଙ୍କ ଜୀବନ ଗଲା
ରାୟଗଡ଼ା,୧୧।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସରୁନି ଦାଦନ ଦୁଃଖ। କାଶୀପୁର ବ୍ଲକ ଟିକିରି ପଞ୍ଚାୟତ ମକାପଦର ଗ୍ରାମର ୨ ଭାଇ ରୋଜଗାର ଆଶାରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିଲେ। ସେଠାରେ ଜ୍ୱରରେ ପୀଡ଼ିତ ହେବା ସହ ନିର୍ଯାତନା ମିଳିବାରୁ…
ପାଇପ୍ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍
ରାୟଗଡ଼ା,୯ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଖୁରିଗାଁ ପେଟ୍ରୋଲ ପମ୍ପ ନିକଟ ମେଗା ଜଳ ପ୍ରକଳ୍ପରେ ଶନିବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାଣି ପାଇପ୍ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ…
ହଷ୍ଟେଲ ଛାଡ଼ି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ୧୪ ଛାତ୍ର
ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ବଡରାଇସିଂ ଆଶ୍ରମର ୧୪ଜଣ ଛାତ୍ର ବିଦ୍ୟାଳୟ ହଷ୍ଟେଲ ଛାଡି ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଛାତ୍ରମାନେ ରାତି ତମାମ ଚାଲିଚାଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିବା ଜଣାପଡିଛି। ବିଦ୍ୟାଳୟ ଏବଂ ହଷ୍ଟେଲରେ ଅବ୍ୟବସ୍ଥା ପ୍ରତିବାଦରେ ହଷ୍ଟେଲ…
ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ
ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍ଜୋମ୍ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା ରହିଥିବା ବେଳେ ସନ୍ଧ୍ୟାରୁ ଆରମ୍ଭ ହୋଇଯାଇଥିଲା ବର୍ଷା । ଅମଳ ସମୟରେ ଏଭଳି ଅଦିନିଆ…
କମେଣ୍ଟମରାକୁ ନେଇ ଛାତ୍ର-ଅଣଛାତ୍ର ମାରପିଟ୍
ରାୟଗଡ଼ା,୪।୧୨(ଆଶିଷ ରଞ୍ଜନ ପଣ୍ଡା): କମେଣ୍ଟମରାକୁ କେନ୍ଦ୍ର କରି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ସୋମବାର ମାରପିଟ୍ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଣଛାତ୍ରଙ୍କୁ କଲେଜ ସମ୍ମୁଖରୁ ଘଉଡ଼ାଇଥିଲା। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୋଲିସ…
୩୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି କିରଣ
ରାୟଗଡ଼ା, (ଭାଗ୍ୟଶ୍ରୀ ମିଶ୍ର):ଆଜିର ଯୁବପିଢ଼ି ଉଚ୍ଚଶିକ୍ଷା ପରେ ଚାକିରି ପାଇଁ ଦେଶ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଏହାଦ୍ୱାରା ଦେଶର ଭବିଷ୍ୟତ ଓ ବିକାଶରେ ପ୍ରତିବନ୍ଧକ ସୃଷ୍ଟି ହେଉଛି। କିନ୍ତୁ ଯୁବପିଢ଼ିଙ୍କୁ ଷ୍ଟାଟ୍ଅପ୍ ଆଡ଼କୁ ପ୍ରୋତ୍ସାହିତ କରିବାକୁ ରାୟଗଡ଼ାର ସଫଳ ଉଦ୍ୟୋଗୀ କେ.…
ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ରାୟଗଡ଼ା ଚାଷୀ
ରାୟଗଡ଼ା,୧ା୧୨(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କାର୍ଯ୍ୟାଳୟଠାରେ କେନ୍ଦ୍ର ସରକାରଙ୍କ ଆମ ସଙ୍କଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ଗୁରୁବାର ହାଲୁଆରେ ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ…
Archives


