ଡିଲ୍ ସମୟରେ ୨ ବାଘ ଛାଲ ଜବତ, ଜଣେ ଗିରଫ
ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ବ୍ୟକ୍ତି ୨ ବାଘ ଛାଲକୁ ବିକ୍ରି କରିବା ପାଇଁ ରବିବାର ଡିଲ୍ କରୁଥିବାବେଳେ ବନ ବିଭାଗର ଭିଜିଲାନ୍ସ ହାତରେ ଧରାପଡ଼ିଛି। ବନ ବିଭାଗ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ସହ ୨ଟି ବାଘଛାଲ…
ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା
ରାୟଗଡ଼ା/ଟିକିରି,୧୫।୧୨(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ କଂସାରିଗୁଡା ଛକ ନିକଟରେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ର ସାହାଯ୍ୟରେ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଘଟଣାସ୍ଥଳରେ ରାୟଗଡା ଏସଡିପିଓ…
ଦନ୍ତା ଆକ୍ରମଣରେ ଚାଲିଗଲା ଡ଼ଙ୍ଗରିଆ ଯୁବକଙ୍କ ଜୀବନ
ରାୟଗଡ଼ା,୧୪।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ର ଲାଖପଦର ଗ୍ରାମର ଜଣେ ଡ଼ଙ୍ଗରିଆ ଯୁବକ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ସାଲୁପୁ କୁଟ୍ରୁକା। ଘଟଣାରୁ ପ୍ରକାଶ…
ରାୟଗଡ଼ା ମହୋତ୍ସବ ‘ଚଇତି’କୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ରାୟଗଡ଼ା,୧୦।୧୨(ଆଶିଷ ରଞ୍ଜନ ପଣ୍ଡା): ଆସନ୍ତା ୨୬ରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି। ଚଇତିରେ ଯୋଗଦେବା ପାଇଁ ରାୟଗଡ଼ା…
ନିୟମଗିରିରେ ବନ୍ଦହେଲା ଷ୍ଟ୍ରବେରି ଚାଷ
ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତ ମହକୁମାର ଲାକୁନୁ ଜାକାସିକା ଗତ ବର୍ଷ ପ୍ରଥମ ଥର ପାଇଁ ଷ୍ଟ୍ରବେରି ଚାଷ କରିଥିଲେ। ନିୟମଗିରି ପାହାଡ଼ ଉପରେ ଏହି ଚାଷ କରି ସେ ଲାଭବାନ ମଧ୍ୟ ହୋଇଥିଲେ।…
ସେବାଶ୍ରମରେ ଚାଲିଗଲା ଛାତ୍ରୀଙ୍କ ଜୀବନ, କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କଲେ ପରିବାର ଲୋକେ
ରାୟଗଡ଼ା,୩୦ା୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ କରପା ସେବାଶ୍ରମର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲରେ ଅସ୍ଥା ଗମ୍ଭୀର ହେବାରୁ କୋରାପୁଟ ସ୍ଥାନାନ୍ତର ବେଳେ ମୃତ୍ୟୁ ଅଭିଯୋଗ ହୋଇଛି। ହଷ୍ଟେଲରେ ଅସୁସ୍ଥ ହେବାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି…
ବର୍ଷେ ପୂରିବ, ଚାଉଳ ଫେରାଉନାହାନ୍ତି ମିଲର୍ସ
ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ବିଭିନ୍ନ ମିଲର୍ସ ମଣ୍ଡିରୁ ଧାନ ନେଇ ତା’ର ପ୍ରତିବଦଳରେ ସରକାରଙ୍କୁ ଚାଉଳ ଫେରାଇଥାନ୍ତି। ରାୟଗଡ଼ା ଜିଲାରେ ଆସନ୍ତା ୧୭ ତାରିଖରେ ଚଳିତ ବର୍ଷ ଖରିଫ ମଣ୍ଡି ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ମିଲର୍ସମାନେ ଚାଉଳ ଫେରାଇବାର…
ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ
ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର ବିଷମକଟକ, ମୁନିଗୁଡ଼ା ଓ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ବସବାସ କରୁଥିବା ଡଙ୍ଗରିଆ…
ବ୍ୟବସାୟ କରିବାକୁ ଯାଇ ଫେରୁଥିଲେ ସ୍ତ୍ରୀ-ସ୍ବାମୀ, ଟ୍ରେନ୍ ଧକ୍କାରେ ଚାଲିଗଲା ଜୀବନ
ଲକ୍ଷ୍ମୀପୁର,୨୦ା୧୧(ଅନନ୍ତ ନାୟକ): ରାୟଗଡ଼ା ଜିଲା ଲକ୍ଷ୍ମୀପୁର ଷ୍ଟେଶନ ନିକଟସ୍ଥ ୧ କି.ମି. ଦୂର ଏକ ଗ୍ରାମକୁ ବ୍ୟବସାୟ କରିବାକୁ ଯାଇ ଫେରୁଥିବା ଦମ୍ପତିଙ୍କ ଟ୍ରେନ୍ ଧକ୍କାରେ ମୃତ୍ୟୁ ହୋଇଛି। ସେମାନେ ହେଲେ ବୁର୍ଜା ଗ୍ରାମର ବୁରୁସ ଖରା(୬୦) ଓ ତାଙ୍କ ସ୍ତ୍ରୀ…
ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି
ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡ଼ା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆନ୍ଧ୍ରପ୍ରଦେଶ ମାନ୍ୟମ ଜିଲା…
ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍
ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା ପାଇଁ…
ଗ୍ୟାସ୍ ଟାଙ୍କି ଫାଟି ୩ ଗୁରୁତର
ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ ଜଣଙ୍କୁ ପରିବାରବର୍ଗ…
Archives


