ପ୍ରତି ସ୍କୁଲରେ ହେବ ସ୍ମାର୍ଟ କ୍ଲାସ୍: ୫-ଟି ସଚିବ
ରାୟଗଡ଼ା,୭ା୬(ସ୍ବ.ପ୍ର.): ୫-ଟି ସଚିବ ଭି.କେ.ପାଣ୍ଡିଆନ ଦୁଇଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନରେ ରାୟଗଡ଼ାରେ ପହଞ୍ଚି ବିଜୁ ପଟ୍ଟନାୟକ ଅଡିଟୋରିୟମକୁ ଯାଇଥିଲେ। ସେଠାରେ ଉପସ୍ଥିତ ଶତାଧିକ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ସହ ଶିକ୍ଷାକ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ପିଲାଙ୍କୁ...
କାଳବୈଶାଖୀ ପ୍ରଭାବରେ ଗଛ ଭାଙ୍ଗି ରାସ୍ତା ଅବରୋଧ
ଚନ୍ଦ୍ରପୁର,୩୧ା୫(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡାଙ୍ଗସୋରଡ଼ା ନିକଟ ବନ୍ଦିଲି ଗ୍ରାମ ନିକଟରେ ବୁଧବାର ସାରେ କାଳବୈଶାଖୀ ପ୍ରଭାବରେ ଅତ୍ୟଧିକ ପବନ ବର୍ଷା ହେବାରୁ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ଫଳରେ ଚନ୍ଦ୍ରପୁରଠାରୁ ମୁନିଗୁଡ଼ା ଅଭିମୁଖେ ଯାଉଥିବା ଗାଡ଼ିମୋଟର...
କାଳୀମନ୍ଦିର ଚୋରି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ରାୟଗଡ଼ା,୩୧ା୫(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ଏସ୍ପିଙ୍କ ବାସଭବନ ନିକଟରେ ଥିବା କାଳୀ ମନ୍ଦିରରୁ ହୋଇଥିବା ଚୋରିର ପର୍ଦ୍ଦାଫାଶ କରିଛି ପୋଲିସ। ଏନେଇ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡ଼ା ଏସ୍ଡିପିଓ ଦେବଜ୍ୟୋତି ଦାସ। ପୋଲିସ ଘଟଣାର ଏତଲା...
ପାଣି ପାଇଁ ରାସ୍ତାରେ ବସିଲେ ମହିଳା
ରାୟଗଡ଼ା ଅଫିସ,୨୯ା୫: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ କାରଲାକଣା ପଞ୍ଚାୟତର ଅଙ୍ଗୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଯୋଗୁ ଦୀର୍ଘ ୨ ଘଣ୍ଟା ହେଲା ଲୋକେ ରାସ୍ତା ଅବରୋଧ କରି ରାସ୍ତା ମଝିରେ ଧାରଣା ଦେଇ ବସିଛନ୍ତି। ଫଳରେ...
୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ
ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଟିମ୍ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି...
୬ ମାସ ପରେ ଭିଜିଲାନ୍ସ ତଦନ୍ତ
ରାୟଗଡ଼ା,୨୫ା୫(ସ୍ବ.ପ୍ର.): କରୋନା ସମୟରେ ରାୟଗଡ଼ା ବ୍ଲକ ପେଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ୟାପକ ଅର୍ଥ ହେରଫେର ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ୬ ମାସ ପରେ ପୁଣି ଭିଜିଲାନ୍ସ ବିଭାଗ ଖୋଳତାଡ଼ ଆରମ୍ଭ କରିଛି। କରୋନା ବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ,...
ଗରମ ପିଚୁରେ ପଡ଼ି କଣ୍ଟେନର ଡ୍ରାଇଭର ମୃତ
ଦୁର୍ଗୀ,୨୩ା୫(ଡି.ଏନ.ଏ.): ରାୟଗଡା ଜିଲା ଦୁର୍ଗୀ ପଞ୍ଚାୟତ ବନ୍ଧୁଗୁଡା ନିକଟସ୍ଥ ୪୬ନମ୍ବର ରାଜ୍ୟ ରାଜପଥ ରାସ୍ତାକାମ ଚାଲିଥିବା ବେଳେ ଗରମ ପିଚୁ ଢାଳିବା ବେଳେ ଅସାବଧାନତାରୁ ପିଚୁ କଣ୍ଟେନର ଡ୍ରାଇଭର ପଡିଯିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶାଖାପାଟଣା...
ଦୁଇ ମନ୍ଦିରରୁ ଚୋରି, କାଳି ମନ୍ଦିର ହୁଣ୍ଡିରୁ ୧ଲକ୍ଷ ଟଙ୍କା ସମେତ ସୁନା ଓ ରୂପା ଗହଣା ଗାଏବ
ରାୟଗଡା,୨୦।୫(ସ୍ବ.ପ୍ର): ରାୟଗଡା ଏସପି ବାସଗୃହ ନିକଟସ୍ଥ କାଳୀ ମନ୍ଦିରରୁ ଚୋରି ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ କାଳୀ ମନ୍ଦରି ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ଭିତରେ ପଶିଥିଲେ। ଭିତରେ ପଶି ପ୍ରବେଶ ଦ୍ୱାରରେ ରହିଥିବା...
ରାୟଗଡ଼ାରେ ଡିଜେଲ,ପେଟ୍ରୋଲ ଅଭାବ ଦୂରହେବ
ରାୟଗଡ଼ା ଅଫିସ,୧୯ା୫: ରାୟଗଡ଼ାରେ ଡିଜେଲ ଓ ପେଟ୍ରୋଲ ଭଳି ଜରୁରୀ ଦ୍ରବ୍ୟର ଅଭାବ ଦୂରକରିବା ନିମନ୍ତେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜରୁରୀ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାୟଗଡ଼ା ଉପଜିଲାପାଳ ଭୀମସେନ ଶବର ଅଧ୍ୟକ୍ଷତା କରିଥିଲେ। ରାୟଗଡ଼ା...
ପଟ୍ଟା ପାଇଁ କଣ୍ଟା ସାଜିଛି ‘ଏହି ଜମି ହସ୍ତାନ୍ତର ଯୋଗ୍ୟ ନୁହେଁ’
ରାୟଗଡ଼ା,୧୫ା୫: ଆଦିବାସୀ ବହୁଳ ରାୟଗଡ଼ା ଜିଲାବାସୀଙ୍କୁ କାଳ ସାଜିଛି ‘ଏହି ଜମି ହସ୍ତାନ୍ତର ଯୋଗ୍ୟ ନୁହେଁ’। ଏହି କାରଣରୁ ବହୁ ଲୋକ ଘରଡିହ ପଟ୍ଟା ପାଉନାହନ୍ତି। ପଟ୍ଟା ନ ଥିବା କାରଣରୁ ଜାଗା ବିକ୍ରି ହୋଇପାରୁନି କି ବ୍ୟାଙ୍କ ଋଣ...
ଗଛକାଟି ରାସ୍ତା ଅବରୋଧ କଲେ ମାଓବାଦୀ
ରାୟଗଡ଼ା/ଚନ୍ଦ୍ରପୁର,୧୫ା୫(ସ୍ବ.ପ୍ର.): ମାଓବାଦୀ ବନ୍ଦ ଡାକରା ସ୍ବରୂପ ଗଛ କାଟି ରାସ୍ତା ଅବରୋଧ ସହ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ପୂର୍ବରୁ ମାଓବାଦୀଙ୍କ ଦାରା ରିଲିଜ ହୋଇଥିବା ଅଡିଓ ଟ୍ୟାପ୍ ମୁତାବକ ସୋମବାର ଏହି ବନ୍ଦ ପାଳନ ଆହ୍ବାନ ଦିଆଯାଇଥିଲା। ମାଓବାଦୀ...
ଡିକେଡିଏ, ଓପିଲିପି କର୍ମଚାରୀଙ୍କ ସମ୍ପୃକ୍ତି ନାହିଁ: ଅତିରିକ୍ତ ଜିଲାପାଳ
ବିଷମକଟକ,୧୩।୫(ଡି.ଏନ.ଏ.): ବିଷମକଟକ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ବାଲାପାଇ ଗ୍ରାମର ଟିମି ପୁଷିକାଙ୍କୁ ଓପିଲିପି ପ୍ରତାରଣା କରିଥିବା ନେଇ କୌଣସି ସତ୍ୟତା ନାହିଁ ବୋଲି ଶୁକ୍ରବାର ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ସୂଚନା ଦେଇଛନ୍ତି। ଟିମି ଗୁରୁବାର ରାୟଗଡ଼ା...
Archives


