ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର
ବିଷମ କଟକ,୫ା୫(ଡି.ଏନ୍.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ...
ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ
ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା...
ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍ଘାଟିତ
ବିଷମକଟକ,୩।୫(ଡି.ଏନ୍.ଏ.): ରାୟଗଡା ଜିଲା ବିଷମକଟକରେ ମଙ୍ଗଳବାର ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍ଘାଟିତ ହୋଇଛି। ବିଷମକଟକ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମିତ ଏହି କାଫେକୁ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ...
ଶ୍ରମିକଙ୍କ ଦୁଃଖ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଧାୟକ ମକରନ୍ଦ
ରାୟଗଡ଼ା,୧।୫(ସ୍ବ.ପ୍ର.): ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ସୋମବାର ସରକାରଙ୍କ ଉପରେ ଖୋଲାଖୋଲି ବର୍ଷିଛନ୍ତି। ମଞ୍ଚ ଉପରେ ନିଜର ଅଭିଭାଷଣ ରଖି ରାଜ୍ୟ ଓ କେନ୍ଦ୍ର ସରକାର ସମେତ ଜିଲା ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ...
ବଜ୍ରପାତରେ ଶିଶୁଙ୍କ ସମେତ ୨ ନାବାଳକ ଗୁରୁତର
ଟିକିରି,୩୦ା୪(ଡି.ଏନ୍.ଏ.): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଝୋଡିଆ ସାହିରେ ରବିବାର ଝଡ଼ବର୍ଷା ହୋଇଥିଲେ। ସେତିକିବେଳେ ବଜ୍ରପାତ ଘଟି ଆଦିବାସୀ ସାହି ପଛପଟେ ଗଛମୂଳେ ଖେଳୁଥିବା ୩ ବର୍ଷିୟ ଶିଶୁ ଓ ୨ଜଣ ନାବାଳକ ଗୁରୁତର ହୋଇଛନ୍ତି।...
ସକାଳୁଆ ଅଫିସ: ମଧ୍ୟାହ୍ନ ଯାଏ କର୍ମଚାରୀଙ୍କ ଦେଖାମିଳୁନି
ରାୟଗଡ଼ା,୨୯ା୪(ସ୍ବ.ପ୍ର.): ଖରାତାତିକୁ ନଜରରେ ରଖି ରାଜ୍ୟ ସରକାର ଅଧିକାଂଶ ସରକାରୀ କାର୍ଯାଳୟ ସକାଳୁଆ ଖୋଲିବା ପାଇଁ ଘୋଷଣା କରିଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀମାନେ ଠିକ୍ ସମୟରେ କାର୍ଯାଳୟରେ ପହଞ୍ଚୁ ନ ଥିବା ଦେଖାଯାଉଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ...
ସ୍ବାସ୍ଥ୍ୟସେବା ଲାଗି କୋରାପୁଟ ସଂସଦୀୟ କ୍ଷେତ୍ରକୁ ୩୦୨ କୋଟି ମଞ୍ଜୁର
ରାୟଗଡା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୯।୪: କୋରାପୁଟ ସଂସଦୀୟ କ୍ଷେତ୍ରରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କେନ୍ଦ୍ର ସରକାର ୩୦୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିବା ଏମ୍ପି ସପ୍ତଗିରି ଉଲାକାଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ୍ ମାଣ୍ଡବ୍ୟ...
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ନାବାଳିକାଙ୍କ ଜୀବନ ଗଲା
ଗୁଣୁପୁର,୨୬ା୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗଠଳପଦର ପଞ୍ଚାୟତ କୁକୁରଗୁଡ଼ା ଗାଁରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ନାବାକିକାଙ୍କ ଜୀବନ ଯାଇଛି। ସେ ହେଲେ ପ୍ରିୟାଞ୍ଜଳି ନିମାଲା। ବୁଧବାର ସକାଳେ ପ୍ରିୟାଞ୍ଜଳି ଗାଧୋଇ ସାରି ଡ୍ରେସ ଶୁଖାଇବା ପାଇଁ ନଳକୂଅ...
ମିଳୁନି ହଷ୍ଟେଲ, ପାଠପଢ଼ାରୁ ବଞ୍ଚିତ ଛାତ୍ରୀଛାତ୍ର
ବିଷମକଟକ,୨୬।୪ (ଡି.ଏନ୍.ଏ.) ଆଦିବାସୀ ପିଲାମାନେ ଶିକ୍ଷାରୁ ଯେଭଳିି ବଞ୍ଚିତ ନ ହେବେ ସେ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର...
ବୈଠକରେ ସୀମିତ ମ୍ୟାଲେରିଆ ନିରାକରଣ
ରାୟଗଡା ଅଫିସ,୨୬।୪: ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ସରକାର ପ୍ରତିବର୍ଷ ଜିଲା ଓ ପଞ୍ଚାୟତସ୍ତରରେ ସରକାର ଅନେକ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାସ୍ତବରେ ତାହା ଫଳପ୍ରଦ ହେଉନାହିଁ। ପ୍ରତିବର୍ଷ କେବଳ ବୈଠକ କରି ସରକାରୀ ଅଧିକାରୀମାନେ କାମ ସାରି ଦେଉଥିବା...
ଚଢ଼ାଉ ସତ୍ତ୍ୱେ ବନ୍ଦ ହେଉନି ଗଞ୍ଜେଇ କାରବାର
ରାୟଗଡ଼ା(ସ୍ବ.ପ୍ର)/ରାୟଗଡା ଅଫିସ୨୫ା୪: ରାୟଗଡା ସହରଦେଇ ବ୍ୟବସାୟୀମାନେ ଗଞ୍ଜେଇ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ତଥା ରାଜ୍ୟ ବାହାରକୁ ଚୋରାଚାଲାଣ କରୁଥିବା ବେଳେ ସେମାନଙ୍କର ଅବକାରୀ ତଥା ସ୍ଥାନୀୟ ପୋଲିସକୁ ତିଳେମାତ୍ର ଭୟ ନ ଥିବା ଭଳି ଜଣାପଡୁଛି। ଜିଲାରେ ନିୟମିତ...
ନିଜ ସର୍ଭିସ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କଲେ ସେକେଣ୍ଡ ଇନ୍ କମାଣ୍ଡର
ରାୟଗଡ଼ା,୨୫।୪(ସ୍ବ.ପ୍ର.)- ରାୟଗଡ଼ା ସହର ସ୍ଥିତ ସିଆରପିଏଫ ଚତୁର୍ଥ ବାଟାଲିୟନଠାରେ କାର୍ଯ୍ୟରତ ସେକେଣ୍ଡ ଇନ୍ କମାଣ୍ଡ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି। ସେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ଆତ୍ମହତ୍ୟା କରିବାର କାରଣ...
Archives


