ରାୟଗଡା

ଘରେ ପଶି ଦମ୍ପତିଙ୍କୁ ହାଣିଲେ, ଲୁଟିନେଲେ ସୁନା ଗହଣା

ରାୟଗଡ଼ା,୧୩୫(ଆଶିଷ ରଞ୍ଜନ ପଣ୍ଡା): ଦମ୍ପତିଙ୍କୁ ହାଣି ଲୁଟିନେଲେ ସୁନା ରୂପା। ଏପରି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଶିକରପାଇ ଗାଁରେ। ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋରେ ପ୍ରାୟ ୮ରୁ ୧୦ ଦୃର୍ବୁତ୍ତ ସିକରପାଇ…

ବନ୍ଦେ ଭାରତ ଟ୍ରେନ୍‌ ଉପରକୁ ଟେକାପଥର ମାଡ଼, ଭାଙ୍ଗିଲା ଝରକା କାଚ

ରାୟଗଡ଼ା,୭ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ଲାଡ଼ା ଷ୍ଟେଶନଠାରେ ବିଶାଖାପାଟଣାଠାରୁ ରାୟପୁର ଯାଉଥିବା ବନ୍ଦେ ଭାରତ ଟ୍ରେନକୁ କେହି ଟେକାପଥର ମାଡ଼ କରିଥିଲେ। ଫଳରେ ଟ୍ରେନ୍‌ର ୧୭୨୯ ଓ ୧୭୩୧ ନମ୍ବର କୋଚର ଝରକା କାଚରେ ଫାଟ ହୋଇଥିବା…

ଫ୍ଲାଏ ଓଭରରୁ ତଳକୁ ଖସିଲା ଟ୍ୟାଙ୍କର, ବିଚ୍‌ ରାସ୍ତାରେ ହେଲା…

ରାୟଗଡ଼ା,୪ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ…

ଘରେ ପଶି ପଡ଼ୋଶୀଙ୍କୁ ଟାଙ୍ଗିଆରେ ହାଣିଲେ, ପଦ୍ମପୁର ଥାନାରେ ଆତ୍ମସମର୍ପଣ କଲେ…

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ସଉରା ବିକ୍ରମପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ସେହି ଗ୍ରାମର ପଣ୍ଡା ଶବର ନାମକ ଜଣେ ବ୍ୟକ୍ତି ନିଜ ପଡୋଶୀ ଚୈତନ୍ୟ ଶବର(୪୮)ଙ୍କୁ ଟାଙ୍ଗିଆରେ ହାଣି…

ବାଇକ୍‌ ଚୋରି କରି ନେଇଥିଲେ, ନାଗାବଳୀ ପୋଲ ଉପରେ ଚଲାଉଥିବା ବେଳେ ମାଡ଼ି ବସିଲା ପୋଲିସ

ରାୟଗଡ଼ା, ୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଏପ୍ରିଲ ୨୮ ତାରିଖରେ ହୋଇଥିବା ଏକ ବାଇକ ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ଠାବ କରିଛି ଟାଉନ ଥାନା ପୋଲିସ । ଏଥିରେ ଜଣଙ୍କୁୁ ଗିରଫ କରିବା ସହିତ ଚୋରି ବାଇକ ମଧ୍ୟ ଜବତ…

ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…

ଭତ୍ତା ଟଙ୍କା ଘର ନିକଟରେ ପହଞ୍ଚାଇବାକୁ ବିଧାୟକଙ୍କ ଦାବି: ଖରାରେ ଫେରୁଥିବା ବୃଦ୍ଧାବୃଦ୍ଧଙ୍କୁ ଅଟୋ ଭଡ଼ାକରି ଗାଁକୁ ଛାଡ଼ିଲେ

ରାୟଗଡ଼ା,୨୮।୪(ଆଶିଷ ରଞ୍ଜନ ପଣ୍ଡା):ରାଜ୍ୟ ସରକାର ଘର ନିକଟରେ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ପହଞ୍ଚାଇବା ବ୍ୟବସ୍ଥା କରିବାକୁ ରାୟଗଡା ବିଧାୟକ ଆପଲସ୍ବାମୀ କାଡ୍ରାକା ସୋମବାର ଦାବି କରିଛନ୍ତି।ସେ କହିଛନ୍ତି, ବହୁ ବୃଦ୍ଧାବୃଦ୍ଧ ପରିଣତ ବୟସରେ ଠିକ୍‌ ଭାବେ ଚାଲିପାରୁନାହାନ୍ତି। ବୟସ ବଢ଼ିବା ସହ…

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ କେହି ଦେଖି ନ ଥିବା ବେଳେ ହଠାତ ମୃତ ଦେଖି ସେଠାକୁ ଦୈନନ୍ଦିନ ଆସୁଥିବା…

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ହାଟପଦା ସାହିରେ। ଗୁଣି…

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ତେଲି ସାହିର ଭୈରବ ସାହୁ(୫୦)। ତେବେ ସୋମବାର…

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ ଥ୍ରିସୁର ଜିଲା ଅଟନିଠାରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ଡଙ୍ଗରିଆ କନ୍ଧ ନାବାଳିକା…

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?