ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…
ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍ ଓରଫ୍ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍ସୋ କୋର୍ଟରେ ହାଜର ହୋଇଥିଲେ। ଆଜାଦ୍ କୋର୍ଟରେ ହାଜର ହେବା ପରେ ତାଙ୍କ ଉପରେ ଚାର୍ଜଫ୍ରେମ୍ ହୋଇଥିଲା…
ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…
ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ ସୋମବାର ନିଖୋଜ ଯୁବତୀଙ୍କ ପରିବାର ପକ୍ଷରୁ ଏକ ଏତଲା ଦିଆଯାଇଥିବା ପୋଲିସ ସୂତ୍ରରୁ…
ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା
ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ଖବର ପାଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ଏହାର ତଦନ୍ତ ପାଇଁ…
ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ
ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା ଗ୍ରାମର ସୁନୀଲ ହିମିରିକା (୪୪)। ମୃତକଙ୍କ…
ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…
ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…
ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ
ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ରାୟଗଡ଼ା ପୋଲିସ ନିକଟରେ…
କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି
ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ୧୨…
ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…
ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ ଯୋଗୁ ବ୍ଲକର ୩ ସରପଞ୍ଚ, ୩ ସମିତି ସଭ୍ୟଙ୍କୁ କଂଗ୍ରେସ ଦଳରୁ ନିଳମ୍ବିତ…
ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…
ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା ଟାଉନଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆହତ ଛାତ୍ରଙ୍କ ବଡ଼ବାପା । ଆହତ ଜଣକ…
ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…
ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ ପାଇଖାନା ସଫା କରିବା ଏସିଡ୍ ମିଶ୍ରିତ ସ୍ପ୍ରାଇଟ୍ ପାନୀୟ ପିଆଇବା ପରେ ଲୁହାର…
ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପନା କରିବାକୁ…
ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି କୋରାପୁଟ ଏମପି ସପ୍ତଗିରି ଉଲାକା । ଏହାର ପରିଣାମ ସ୍ବରୂପ ଆଦିବାସୀ ଆମ୍ବ…
ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି
ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ ପ୍ରକାଶ ପାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୌରୀଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି। ଗୌରୀ…
Archives


