ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା ଗାଁ ନିକଟ ଏକ ଜଙ୍ଗଲରେ । ଜଙ୍ଗଲରେ ଥିବା ଏକ ନାଳରେ ଯୁବକଙ୍କ…
ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା
ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍ଏସ୍ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ ନଡ଼ିଆ ବାହୁଙ୍ଗାରେ ନିର୍ଧୂମ ପିଟିବା ଘଟଣାର ଅନୁଧ୍ୟାନ କରିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା…
ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ
ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ ସାଥୀମାନେ ଗୁଣପୁର ବିକ୍ରମପୁର ଅଞ୍ଚଳରେ ବଂଶଧାରା ନଦୀରେ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବାବେଳେ ବ୍ୟକ୍ତି…
ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…
କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା (Pangolin)କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଡମଳିମା ଗ୍ରାମ…
ଅମରନାଥଙ୍କୁ ପିଟିଲା କାର୍, ଚାଲିଗଲା ଜୀବନ
ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାତିରେ ଅମରନାଥ…
ଗୁଡ଼ାରି ଏନ୍ଏସିରେ ଜାତୀୟ ପତାକାକୁ ଅବମାନନା
ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଜାତୀୟ ପତାକା ଉତ୍ତୋଳନ ସମୟରେ ପତାକା ବନ୍ଧାଯାଇଥିବା ଦଉଡ଼ି ଟାଣିବା ବେଳେ ଏନ୍ଏସିର…
ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….
ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ ଗୁଡାରି ଏନଏସିକୁ ୨ କୋଟି ଟଙ୍କାର ଚେକ ପ୍ରଦାନ କରାଯାଇଛି । ଏନଏସି…
କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ
କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା ଓ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି । ପୂଜକ ସନ୍ତୋଷ କୁମାର…
କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ
କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା ଛିଡ଼ା କରିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲୀ ପଞ୍ଚାୟତ ସଦରରେ…
ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ
ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସମାଧାନ ନ ହେବାରୁ ଗତ ୨୫…
ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ
ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍ଷ୍ଟାଣ୍ଡଠାରେ ଏକ ଗଣ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ଗତ ସରକାରଙ୍କ ବଂଶଧାରା ଓ ଋଷିକୁଲ୍ୟା…
ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…
କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ସିଙ୍ଗାରି…

