ଭୁବନେଶ୍ୱରରୁ ଅଟୋରିକ୍ସାରେ କୋରାପୁଟ
ରାୟଗଡା ଅଫିସ,୧ା୪: ସାହାଯ୍ୟ କରିବା ପାଇଁ ଜଣେ ମହିଳା ସାହାସକିତା ଦେଖାଇଛନ୍ତି। ଭୁବନେଶ୍ୱରରୁ ସେ ଅଟୋ ଚଳାଇ କୋରାପୁଟ ଆସି ଏକ ଅସହାୟ ପରିବାରକୁ ଭେଟିଛନ୍ତି। କୋରାପୁଟ ଅଞ୍ଚଳର ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ପରେ ପରିବାର ବହୁ କଷ୍ଟରେ...
ନାବାଳକ ବାଇକ୍ ଚଳାଇଲେ ହେବ କାର୍ଯ୍ୟାନୁଷ୍ଠାନ
ରାୟଗଡ଼ା,୨୮।୩(ସ୍ବ.ପ୍ର.): ରାୟଗଡ଼ା କଲେଜ ରୋଡରେ ୨ ନାବାଳକ ବାଇକ୍ ଚଳାଇବା ବେଳେ ଧରା ପଡିଛନ୍ତି। ଉକ୍ତ ଦୁଇ ଜଣ ନାବାଳକଙ୍କୁ ୨୫ ହଜାର ଲେଖାଏ ଜରିମାନା କରାଯାଇଛି। ସୂଚନାଯୋଗ୍ୟ, ସ୍କୁଲ ଓ କଲେଜରେ ପଢୁଥିବା ନାବାଳକ ଓ ନାବାଳିକା ବିପଦଜନକ...
ହଜିବାକୁ ବସିଲାଣି କମାରଶାଳ
ଟିକିରି,୨୭ା୩(ଡି.ଏନ୍.ଏ.):କମାରଶାଳରେ ଆଉ ଆଗଭଳି ଶବ୍ଦ ଶୁଣୁନି। ପୂର୍ବରୁ ଲୋକେ ଦା’, ଟାଙ୍ଗିଆ, କୋଡ଼ି, ଆଦି ତିଆରି କରିବାକୁ କମାରଶାଳ ଆସୁଥିଲେ। ଏବେ ଆଉ ସେ ସବୁ ନାହିଁ। ଆଧୁନିକ ଯନ୍ତ୍ରପାତି ଲୁହା କାମ କରୁଥିବା ଲୋକଙ୍କ ବୃତ୍ତି ବୁଡ଼ାଇବାକୁ ବସିଲାଣି।...
ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ
ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର...
ରେଳ ଡିଭିଜନ ପାଇଁ କୋଇଲାପଡ଼ା ବସ୍ତି ଉଚ୍ଛେଦ
ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର),୨୬।୩: ରାୟଗଡ଼ାରେ ରେଳ ଡିଭିଜନ ନିର୍ମାଣ ଓ ରେଳ ଲାଇନ ସମ୍ପ୍ରସାରଣ ପାଇଁ ରେଲଓ୍ବେ ବିଭାଗ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶନିବାର ରୟତ କଲୋନୀ ନିକଟସ୍ଥ କୋଇଲାପଡ଼ା ବସ୍ତି ଉଚ୍ଛେଦ କରାଯାଇଛି। ବିଭାଗୀୟ ବରିଷ୍ଠ...
ବ୍ୟବସାୟ ପ୍ରତିଷ୍ଠାନରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା
ବ୍ୟବସାୟ ପ୍ରତିଷ୍ଠାନରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରାୟଗଡ଼ା,୨୫ା୩(ସ୍ବ.ପ୍ର.): ରାୟଗଡ଼ା ସହରରେ ଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରାଯାଇନାହିଁ। ବ୍ୟବସାୟୀମାନେ ଅଗ୍ନିଶମ ବିଭାଗ ପକ୍ଷରୁ ସୁରକ୍ଷା ସାର୍ଟିଫିକେଟ ନ ନେଇ ମନଇଚ୍ଛା ଦୋକାନ, ସପିଙ୍ଗ ମଲ୍...
ପରିମଳ ବିପର୍ଯ୍ୟସ୍ତ, ପଡ଼ିରହିଛି ୬ ନୂଆ ଅଳିଆବୁହା ଗାଡ଼ି
ଗୁଣପୁର,୨୪।୩(ଡି. ଏନ.ଏ.): ରାୟଗଡା ଜିଲା ଗୁଣପୁର ପୌର ପରିଷଦରେ ପରିମଳ ସେବା ବିପର୍ଯ୍ୟସ୍ତ ହୋଇପଡିଛି l ସହରରେ ଏବେ ଜନସଂଖ୍ୟା ବଢିବା ସହିତ ଓ୍ବାର୍ଡ ସଂଖ୍ୟା ମଧ୍ୟ ବଢ଼ିଛି। ହେଲେ ସଫେଇ କାର୍ଯ୍ୟ ଠିକ ଭାବେ ହୋଇପାରୁ ନ ଥିବାରୁ...
ବର୍ଷା ପୂର୍ବରୁ ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନ
ରାୟଗଡ଼ା/ଟିକିରି,୨୩।୨(ସ୍ବ.ପ୍ର./ଡି.ଏନ୍.ଏ.): ରାୟଗଡ଼ା ଜିଲା ଗଠନ ଇତି ମଧ୍ୟରେ ୩୦ ବର୍ଷ ବିତିଯାଇଥିଲେ ମଧ୍ୟ ଏବେବି ଜିଲାର ବହୁ ଅଞ୍ଚଳରେ ଗମନାଗମନ ସୁବିଧା ହୋଇପାରି ନାହିଁ। ଆଜି ବି ଲୋକେ ନଦୀ, ନାଳ ପାରି ହୋଇଯାଉଥିବା ଦେଖିବାକୁ ମିଳୁଛି। ଏନେଇ ବ୍ଲକଠାରୁ...
୪ ଜଣଙ୍କୁ ବିବାହକରି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗିରଫ
ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୧ା୩- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କାର୍ଯ୍ୟରତ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପୀନାଥ କିଷାନ ୪ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଚତୁର୍ଥ ସ୍ତ୍ରୀ ସୁନୀତା ମାଧିଆ ଓରଫ ସୁନୀତା କିଷାନଙ୍କ ଅଭିଯୋଗ ପ୍ରକାରେ...
କାଶୀପୁର ବ୍ଲକରେ ୫୦ ଏକର ଫସଲ ନଷ୍ଟ
ରାୟଗଡ଼ା,(ସ୍ବ.ପ୍ର.)/ଟିକିରି (ଡି.ଏନ.ଏ.)୨୦ା୩: ରାୟଗଡ଼ା ଜିଲାର ବିଭିନ୍ନ ସ୍ଥାନରେ ଶନିବାର ପ୍ରବଳ ବର୍ଷା ହୋଇଛି। କାଶୀପୁର ବ୍ଲକରେ ସର୍ବାଧିକ ବର୍ଷା ସହ କୁଆପଥର ମାଡ଼ ହୋଇଥିବାରୁ ଜିଲାର ଅନ୍ୟ ବ୍ଲକ ଅପେକ୍ଷା ଏଠାରେ ଅଧିକ ଫସଲ କ୍ଷୟକ୍ଷତି ହୋଇଛି। କାଶୀପୁର ତହସିଲଦାର...
ଓଡ଼ିଆ ଭାଷାର ବିକାଶ ପାଇଁ ପଦକ୍ଷେପ ନିଆଯାଉନି
ରାୟଗଡା ଅଫିସ,୨୦ା୩: ଏପ୍ରିଲ ୧ ତାରିଖରେ ଓଡ଼ିଶା ଦିବସ। ବ୍ଲକଠାରୁ ଆରମ୍ଭ କରି ଜିଲା ଓ ରାଜ୍ୟସ୍ତରରେ ଏହି ଦିବସ ପାଳନ କରାଯିବ। ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଇତିମଧ୍ୟରେ ୮ଦଶନ୍ଧିରୁ...
୩୧ ସୁଦ୍ଧା ପୈଠ ନ ହେଲେ ବିଦ୍ୟୁତ୍ ବିଚ୍ଛିନ୍ନ
ରାୟଗଡ଼ା,୨୦ା୩(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ମଙ୍ଗଳ ବିଭାଗ ଅଧିନରେ ଚାଲିଥିବା ବିଦ୍ୟାଳୟଗୁଡିକରେ ଲକ୍ଷାଧିକ ଟଙ୍କାର ବିଦ୍ୟୁତ ବିଲ ବକେୟା ଥିଲେ ସୁଦ୍ଧା ଠିକ୍ ସମୟରେ ପୈଠ କରାଯାଉନାହିଁ। ମାର୍ଚ୍ଚ ୩୧ ମଧ୍ୟରେ ଏହି ବିଲ ପୈଠ କରା ନ ଗଲେ ବିଦ୍ୟୁତ୍...
Archives


