ପାଣି ପାଇଁ ରାଜରାସ୍ତାରେ ମହିଳା
ଟିକିରି,୨୦।୩: ରାୟଗଡା ଜିଲା କାଶିପୁର ଟିକିରିରେ ଦୀର୍ଘ ୩ ମାସ ହେଲା ପାଣି ସମସ୍ୟା ଦେଖାଦେଇଛି। ଏହାକୁ ବିରୋଧ କରି ରାଜରାସ୍ତାକୁ ମହିଳାମାନେ ଓହ୍ଲାଇଛନ୍ତି। ମହିଳାମାନେ ହାଣ୍ଡି ଏବଂ ବାଲ୍ଟି ଧରି ପ୍ରତିବାଦ କରୁଥିବା ଦେଖିବାକୁ ମିଳିଛି। ପ୍ରଶାସନ ପକ୍ଷରୁ...
କାଗଜକଲମରେ ସୀମିତ ପର୍ଯ୍ୟଟନ ବିକାଶ
ରାୟଗଡ଼ା ଅଫିସ,୧୯।୩: ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରା ପର୍ଯ୍ୟଟନ ଦ୍ୱାରା ଜାତି, ରାଷ୍ଟ୍ର ଏବଂ ଜିଲାର ପରିଚୟ ମିଳିଥାଏ। ନିଜର ବ୍ୟସ୍ତବହୁଳ ଜୀବନରୁ କିଛି ସମୟ ବାହାରକରି ପର୍ଯ୍ୟଟନ ସ୍ଥଳୀକୁ ଯାଇ ସେଠାରେ କିଛି ସମୟ ଅତିବାହିତ କଲେ ମନର...
କାଶୀପୁରରେ କୁଆପଥର ବର୍ଷା
ଟିକିରି,୧୮ା୩(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ ପ୍ରବଳ କୁଆପଥର ସହ ବର୍ଷା ହୋଇଛି। ଏହି ସମୟରେ ଗୋରଖପୁରଠାରୁ ମାରିଭଟା ପର୍ଯ୍ୟନ୍ତ କୁଆପଥର ସହ ପ୍ରବଳ ବର୍ଷା ହୋଇଛି। ଫଳରେ କିଛି ସମୟ ପାଇ ମୁଖ୍ୟ ରାସ୍ତାରେ ଯାତାୟାତ...
କାହାକୁ ମିଳିବ ଉପଖଣ୍ଡ ମାନ୍ୟତା
ରାୟଗଡ଼ା,(ସ୍ବ.ପ୍ର.)/ ରାୟଗଡା ଅଫିସ/ ବିଷମ କଟକ(ଡି.ଏନ୍.ଏ.)୧୮ା୩: ରାୟଗଡ଼ା ଜିଲା ବିଷମକଟକ ବ୍ଲକକୁ ଏନ୍ଏସି ଓ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିଥିବା ବେଳେ ମୁନିଗୁଡ଼ା ବ୍ଲକବାସିନ୍ଦା ମଧ୍ୟ ସମାନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି...
ବାହା ହେବାକୁ ଚାଲିଲେ ୨୮ କିଲୋମିଟର
ରାୟଗଡ଼ା,୧୭ା୩(ସ୍ବ.ପ୍ର.): ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ପାଇଁ ଲୋକେ ନାନା ହଇରାଣ ହରକତ ହେଉଛନ୍ତି। ଏପରିକି ବସ୍ ଚଳାଚଳ ବନ୍ଦ ରହିଥିବାରୁ ବରଯାତ୍ରୀଙ୍କୁ ନେଇ ବର ୨୮ କିଲୋମିଟର ଚାଲିଛନ୍ତି। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା...
ରାୟଗଡ଼ାରେ ‘ଉଗାଦି’ ଉତ୍ସବ ପ୍ରସ୍ତୁତି ଜୋରଦାର
ରାୟଗଡା ଅଫିସ,୧୬/୩: ଆସନ୍ତା ତେଲୁଗୁ ସଂପ୍ରଦାୟର ନବବର୍ଷ ତଥା ‘ଉଗାଦି’ ଉତ୍ସବ ଆସନ୍ତା ୨୨ ତାରିଖରେ ହେବ। ଚଳିତବର୍ଷ ଉଗାଦି ପର୍ବ ପାଳନକୁ ନେଇ ରାୟଗଡା ସହର ଏବେ ଠାରୁ ଚଳଚଞ୍ଚଳ ହୋଇଛି। ପ୍ରଥମ କରି ସହରର ୨ଟି ସ୍ଥାନରେ...
ନବୀକରଣ ହେବ ରେଲଓ୍ବେ ଷ୍ଟେଶନ ରାସ୍ତା
ଟିକିରି,୧୫।୩(ଡି.ଏନ୍.ଏ.): କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନ ରାସ୍ତାର ନବୀକରଣ ପାଇଁ ସ୍ଥାନୀୟ ତହସିଲଦାର ଶରତ ଶବରଙ୍କ ଉପସ୍ଥିତରେ ଜମି ଚିହ୍ନଟ କରାଯାଇଛି। ରେଲଓ୍ବେ ସହକାରୀ ଯନ୍ତ୍ରୀ ଏବଂ ଟିକିରି ଆର୍ଆଇ ବନମାଳୀ ସାହୁ ପ୍ରମୁଖଙ୍କ ସହିତ ବିଭାଗୀୟ କର୍ମଚାରୀମାନେ...
ଉପଖଣ୍ଡ ମାନ୍ୟତାରୁ ବଞ୍ଚିତ ବିଷମକଟକ
ବିଷମ କଟକ,୧୪ା୩(ଡି.ଏନ୍.ଏ.):ରାୟଗଡ଼ା ଜିଲା ବିଷମକଟକ ବ୍ଲକ ୨୧ଟି ପଞ୍ଚାୟତକୁ ନେଇ ଗଠିତ। ଜନସଂଖ୍ୟା ୯୨,୦୦୦ ହଜାରରୁ ଉଦ୍ଧର୍ବ। ବ୍ଲକରେ ୩୧୫ରୁ ଉଦ୍ଧର୍ବ ରାଜସ୍ବ ଗାଁ ରହିଛି। ୧୯୫୩ରୁ ବିଷମକଟକ ତହସିଲ କର୍ଯ୍ୟାଳୟ ସ୍ଥାପିତ ହୋଇଛି। ଏହା ପୂର୍ବରୁ ଏହା ଅଞ୍ଚଳ...
ନିମ୍ନମାନର ରାସ୍ତା କାମ କରି ଅର୍ଥ ହଡପ ଅଭିଯୋଗ
ମାଥିଲି,୧୪ା୩ (ଡି.ଏନ.ଏ.):ଗ୍ରାମକୁ ରାସ୍ତା ହେଲେ ଗ୍ରାମର ବିକାଶ ହେବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ବହୁ କୋଟି ଅର୍ଥ ଖର୍ଚ୍ଚ କରୁଛନ୍ତି। ଜିଲା ପ୍ରଶାସନ ମଧ୍ୟ ଗ୍ରାମାଞ୍ଚଳର ବିକାଶ ଦିଗରେ ଗୁରୁତ୍ୱ ଦେଉଛନ୍ତି ।...
୧୯ ବଦଳରେ ଅଛନ୍ତି ୩ ଡାକ୍ତର
ଗୁଣପୁର,୧୩ା୩(ଡି.ଏନ.ଏ):ରାୟଗଡା ଜିଲା ଗୁଣପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଦେଖାଦେଇଛି। ଏଠାରେ ୧୯ ଜଣ ଡାକ୍ତର ରହିବା ବଦଳରେ ଅଛନ୍ତି ମାତ୍ର ୩ ଜଣ। ଡେପୁଟେଶନରେ ଆସିଥିବା ୩ ଜଣଙ୍କୁ ମିଶାଇ ସମୁଦାୟ ୬ ଜଣ ଡାକ୍ତର ରୋଗୀ...
୩୦ବର୍ଷର ଜିଲାରେ ଏବେ ବି ଗମନାଗମନ ଅସୁବିଧା
ରାୟଗଡ଼ା,୧୩ା୩(ସ୍ବ.ପ୍ର.):୧୯୯୨ରେ ରାୟଗଡ଼ା ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା। ଏହି ଜିଲାକୁ ଇତିମଧ୍ୟରେ ୩୦ ବର୍ଷ ପୁରିଛି। ହେଲେ ଏବେ ବି ଜିଲାର ବହୁ ଅଞ୍ଚଳକୁ ଗମନାଗମନ ସୁବିଧା ନାହିଁ ା ଜିଲାର ଉପାନ୍ତ ଅଞ୍ଚଳରେ ବିକାଶ କେବଳ କାଗଜ କଲମରେ...
ବାଇକ୍-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଟିକିରି,୧୧ା୩(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଗୋରଖପୁର ଗ୍ରାମ ନିକଟସ୍ଥ ବୁଲାଣି ନିକଟରେ ଶନିବାର ଏକ ଯାତ୍ରୀବାହୀ ଅଟୋ ସହ ବାଇକ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ...
Archives


