ଡାକଘରେ ୨୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ
ରାୟଗଡ଼ା,୧୧ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ କୁମ୍ଭାରଢ଼ାମୁଣିସ୍ଥିତ ଡାକଘରେ ୨୫ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱର ଠକେଇ ହୋଇଥିବା ଜିଲାପାଳଙ୍କ ନିକଟରେ ଜମା ଖାତାଧାରୀମାନେ ଅଭିଯୋଗ କରିଛନ୍ତି। ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ସୋମନାଥ ପ୍ରଧାନ ଅଭିଯୋଗପତ୍ର ଗ୍ରହଣ କରିଛନ୍ତି। ଏହାର...
ଏନ୍ଏସି ଓ ଉପଖଣ୍ଡ ମାନ୍ୟତା ଦାବି ତେଜିଲା
ମୁନିଗୁଡ଼ା,୧୦ା୩(ଡି.ଏନ୍.ଏ.): ରାୟଗଡ଼ା ଜିଲାର ବ୍ୟବସାୟୀ ନଗରୀ ମୁନିଗୁଡାକୁ ଏନ୍ଏସି ଓ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିବାରେ ଲାଗିଛି। ଶୁକ୍ରବାର ଏହି ଦାବି ନେଇ ସ୍ଥାନୀୟ କନ୍ୟକା ପରମେଶ୍ବରୀ ମନ୍ଦିର ପରିସରରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବ୍ଲକ କାର୍ଯ୍ୟାଳୟ...
ଜିଲା ସଦର ମହକୁମାରେ ପାନୀୟ ଜଳ ଅଭାବ
ରାୟଗଡ଼ା,୧୦ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ପାନୀୟ ଜଳର ଅଭାବ ଦେଖାଦେଉଛି। ରାୟଗଡ଼ା ପରିପାର୍ଶ୍ୱରେ ନାଗାବଳୀ ଓ ଝଞ୍ଜାବତୀ ଦୁଇଟି ନଦୀ ପ୍ରବାହିତ ହୋଉଥିଲେ ମଧ୍ୟ ସହରବାସୀଙ୍କୁ ଉପଯୁ୍କ୍ତ ପରିମାଣର ପାଣି ମିଳୁନି। ଗ୍ରୀଷ୍ମ ଆରମ୍ଭ ପୂର୍ବରୁ ପିଇବା ପାଣି...
ବେଆଇନ ପଥର ଖନନରୁ ବଦଳୁଛି ନଦୀ ଗତିପଥ
ରାୟଗଡ଼ା,୭ା୩(ସ୍ବ.ପ୍ର.):ରାୟଗଡା ସଦର ମହକୁମା ଉପକଣ୍ଠ ତଥା ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କି.ମି. ଦୂରରେ ଥିବା ପଥର ଖାଦାନରୁ ବେଆଇନ ଭାବେ ଖନନ ଚାଲିଛି। ଧୁମାଗୁଡା ଗ୍ରାମ ନିକଟ ପାହାଡରେ ବିସ୍ଫୋରଣ କରି ପଥର ଚାଲାଣ ଦ୍ୱାରା ନାଗାବଳୀ ନଦୀର...
ମାଲବାହୀ ଟ୍ରେନ ଲାଇନଚ୍ୟୁତ
ରାୟଗଡ଼ା,୬ା୩ (ସ୍ବ.ପ୍ର.) – ରାୟଗଡ଼ା ଜିଲା କେଉଟଗୁଡା ରେଲଓ୍ବେ ଷ୍ଟେଶନ ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଏହି ଟ୍ରେନଟି ରାୟଗଡ଼ାଠାରୁ ଦାମନଯୋଡି ନାଲକୋ କାରଖାନାକୁ ଯାଉଥିବା ବେଳେ ଦୁଇଟି ବଗି ଲାଇନଚ୍ୟୁତ ହୋଇଥିଲା। ୨ଟି ବଗିର ୮...
ପ୍ରାକୃତିକ ସୌନ୍ଦର୍ଯ୍ୟ ନଷ୍ଟକୁ ପରିବେଶ ପ୍ରଦୂଷଣ
ରାୟଗଡ଼ା,୪।୩(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ବଢ଼ି ଚାଲିଛି ବ୍ୟାପକ ବେଆଇନ କାରବାର। ବିଶେଷ ଭାବେ ପଥର, ମୋରମ ଓ ବାଲି ଚୋରା ଚାଲାଣ ସାଧାରଣ ଘଟଣା ହୋଇଗଲାଣି। ଜିଲାର ପ୍ରତ୍ୟେକ ତହସିଲ ଅଞ୍ଚଳରେ ଏହି କାରବାର ବଢ଼ି ଚାଲିଛି। ସରକାରଙ୍କୁ କୋଟି...
ଉତ୍ତରପ୍ରଦେଶର ୨ ଗଞ୍ଜେଇ ବେପାରୀ ଗିରଫ
ପଦ୍ମପୁର, ୩।୩(ଡି.ଏନ୍.ଏ.): ରାୟଗଡ଼ା ଜିଲା ପଦ୍ମପୁର ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଉତ୍ତରପ୍ରଦେଶର ଗୁଲାମ ଖାନ(୨୫)ଓ ରାଜ ବାହାଦୁର(୨୪)। ସୂଚନା ଅନୁଯାୟୀ ଗୁରୁବାର ରାତିରେ ପଦ୍ମପୁର ପୋଲିସ ଗଞ୍ଜେଇ...
ଟିକିରିରେ ଭୂକମ୍ପ
ଟିକିରି,୩ା୩(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରିରେ ଶୁକ୍ରବାର ସକାଳ ୫.୬ମିନିଟ୍ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ଧରି ଏହି ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୮ ଥିବାଜଣାପଡ଼ିଛି। ଅଞ୍ଚଳରେ ଥିବା ବିଭିନ୍ନ ଘରଦ୍ୱାର...
ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ
ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା...
ସହରରେ ଚୋରି ବଢ଼ୁଛି, ଟେର୍ ପାଉନି ପୋଲିସ
ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧।୩: ରାୟଗଡ଼ା ଜିଲା ସଦର ମହକୁମାରେ ଜିଲାପାଳଙ୍କ କାର୍ଯ୍ୟାଳୟ, ଜିଲା ପୋଲିସ କାର୍ଯ୍ୟାଳୟ ସମେତ ବହୁ ଜିଲାସ୍ତରୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ରହିଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରେ ଚୋରି ଘଟଣା ବଢ଼ୁଥିବା ବେଳେ ଏହାକୁ ରୋକିବା ନେଇ କୌଣସି ଦୃଢ଼...
ଠିକ୍ ସମୟରେ ପିଡିଏସ୍ ଚାଉଳ ଦେଉନି ଏସ୍ଏଚ୍ଜି
ରାୟଗଡ଼ା,୧।୩(ସ୍ବ.ପ୍ର.): ବିଭିନ୍ନ ପଞ୍ଚାୟତରେ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ହିତାଧିକାରୀଙ୍କୁ ପିଡିଏସ୍ ଚାଉଳ ବଣ୍ଟନ କରାଯାଉଛି। ତେବେ କାଶୀପୁର ବ୍ଲକ ଅଡ଼ାଜୋର ପଞ୍ଚାୟତର ୭ଟି ଗ୍ରାମରେ ହିତାଧିକାରୀମାନେ ଠିକ୍ ସମୟରେ ଚାଉଳ ପାଉ ନ ଥିବା ଅଭିଯୋଗ ହୋଇଛି। ଏହି...
ପୁଅ ଗୁଳିମାଡ଼ରେ ବାପା ମୃତ
ଗୁଣପୁର,୨୭ା୨(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁର ବ୍ଲକ କୁଲୁସିଂ ପଞ୍ଚାୟତ ଗୁଡି ଗ୍ରାମରେ ରବିବାର ପାରିବାରିକ କଳହର ଏକ କୁପରିଣତି ଦେଖିବାକୁ ମିଳିଛି। ପୁଅ ଗୁଳିମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାନ୍ତିନ ଦଳବେହେରା (୬୦)। ଅଭିଯୁକ୍ତ ପୁଅ ମେଜନ...
Archives


