ରାୟଗଡା

ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍‌ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା ପାଇଁ…

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ ଜଣଙ୍କୁ ପରିବାରବର୍ଗ…

ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ରାୟଗଡ଼ା,୧୩।୧୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଏସ୍‌ଡିଜେଏମ୍‌ ବର୍ଷା ଦାଶ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣିକରି ମଙ୍ଗଳବାର ବିଜେଡି ନେତା ଏନ୍‌. ଭାସ୍କର ରାଓଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ଜାରି କରିଛନ୍ତି। ଭାସ୍କରଙ୍କ ସମେତ ୟାଲା…

ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା ରୁଜୁ କରାଯିବା ସହ ତାଙ୍କୁ ପୁଣି ଥରେ ଗିରଫକରି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ…

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ସହ ୬ ଜଣଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଏସ୍‌ଡିଜେଏମ୍‌ ବର୍ଷା ଦାଶ ମଙ୍ଗଳବାର ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣି କରି ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାମିନ ବିହିନ ଗିରଫ ପରୱାନା ଜାରି କରିଛନ୍ତି।…

ଓଡ଼ିଶାରେ ଲାଗିଛି ଆନ୍ଧ୍ରର ଫଳକ

ଗୁଣପୁର,୧୦।୧୧(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଆନ୍ଧ୍ର ସୀମାନ୍ତ ମାରମା ପଞ୍ଚାୟତ କାମନାଗୁଡା ଏବଂ ତୋଟାଗୁଡା ଅଞ୍ଚଳରେ ଆନ୍ଧ୍ରର ଏକ ବେସରକାରୀ ସଂସ୍ଥାର ଫଳକ ଲାଗିଛି। ଆନ୍ଧ୍ରର କେତେଜଣ ଲୋକ ଆସି ଏପରି କରିଥିବା ଜଣାପଡ଼ିଛି। ଏହି ଫଳକଗୁଡିକ…

ଛାତ୍ରାବାସରୁ ୪ର୍ଥଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ:ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

ରାୟଗଡ଼ା/କାଶୀପୁର/ଟିକିରି,୯।୧୧ (ଆଶିଷ ରଞ୍ଜନ ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା) ରାୟଗଡ଼ା ଜିଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ…

ପୂର୍ବତନ ବିଧାୟକ ପୂର୍ଣ୍ଣ ମାଝୀଙ୍କ ପରଲୋକ: ରାଜନୈତିକ ମହଲରେ ଶୋକ

ରାୟଗଡ଼ା,୫।୧୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଜିଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ ଓରଫ ପପୁ ମାଝୀ (୪୫)ଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମାଝୀ ଗତ କିଛି ମାସ…

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର…

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍‌ ରେଳ ଷ୍ଟେଶନରେ…

ସିରିପାଇ ସରପଞ୍ଚଙ୍କୁ ବଡ଼ ଝଟ୍‌କା: ପଦ ଅସିଦ୍ଧ ଘୋଷଣା କଲେ କୋର୍ଟ

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିରିପାଇ ପଞ୍ଚାୟତର ସରପଞ୍ଚ ଇଚ୍ଛାମନ ମାଝିଙ୍କ ପଦ ରଦ୍ଦ ହୋଇଥିବା ଅତିରିକ୍ତ ଜିଲା ଦୌରାଜଜ୍‌ ଘୋଷଣା କରିଛନ୍ତି। ଅତିରିକ୍ତ ଜିଲା ଦୌରାଜଜ୍‌ ରାୟଗଡ଼ା ନିର୍ବାଚନ ଅପିଲ ନମ୍ବର୍‌ ୪/୨୦୨୩ ବିଚାର…

ଘର ରଙ୍ଗ ଦେଉଥିବାବେଳେ ଚାର୍ଜ ହୋଇଗଲା କାନ୍ଥ, ଜଣଙ୍କ ଜୀବନ ଗଲା, ୩ ଗୁରୁତର

ରାୟଗଡ଼ା,୨୬ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରର ରୟତ କଲୋନୀରେ ଗୁରୁବାର ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦୁଃଶାସନ ଖରା (୩୫) ଓ ତାଙ୍କ ଘର ଆମଗୁଡ଼ାରେ। ଗୁରୁତର ୩ ଜଣ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?