ଦେବଗିରି ଆଶ୍ରମ ସନ୍ଥଙ୍କୁ ମରଣାନ୍ତକ ଆକ୍ରମଣ, କଲ୍ୟାଣସିଂହପୁର ଥାନରେ ଏତଲା
ରାୟଗଡ଼ା, ୧୬।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦେବଗିରି ଶୈବପୀଠସ୍ଥିତ ଆଶ୍ରମରେ ରହୁଥିବା ସନ୍ନ୍ୟାସୀ ସ୍ବରୁପାନନ୍ଦ ଗିରି ଓରଫ ସରୋଜ କୁମାର ନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କଲ୍ୟାଣସିଂହପୁରଠାରେ ଜଣେ ବ୍ୟକ୍ତି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏ ନେଇ କଲ୍ୟାଣସିଂହପୁର…
୨ ବାଘ ଛାଲ ଜବତ କରି ଦୁଇଜଣ ଗିରଫ
ରାୟଗଡ଼ା,୮।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ତାମ୍ପରାବିଦୁଣି ଛକରୁ ଏସଟିଏଫ୍ ଦୁଇଟି କଲରାପତରିଆ ବାଘଛାଲ ଜବତ କରିଛନ୍ତି। ଏହା ସହ ଦୁଇଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚନ୍ଦ୍ରପୁର ଥାନା ବିଜାପୁର ଗ୍ରାମର ବିକ୍ରମ ମାଝି ଏବଂ…
୧୪ ହାତୀ, ୬ କଲରାପତରିଆ ଗାଏବ
ଜଙ୍ଗଲ ଅବକ୍ଷୟ ସାଙ୍ଗକୁ ଶିକାରୀଙ୍କ ଦୌରାତ୍ମ୍ୟ ରାୟଗଡ଼ା ଜିଲାକୁ ଏକପ୍ରକାର ବନ୍ୟପ୍ରାଣୀଶୂନ୍ୟ କରିଦେଇଛି। ଏହି ଜଙ୍ଗଲରେ ପୂର୍ବରୁ ଥିବା ୧୪ ହାତୀ ଓ ୬ କଲରାପତରିଆ ବାଘଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ହାତୀ ଓ ବାଘଙ୍କ ସମ୍ପର୍କରେ ବନ ବିଭାଗ ନିକଟରେ…
ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ
ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍କୁ ଅନ୍ୟ ଏକ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ…
ଷ୍ଟେଶନରେ ପଶିଲା ହାତୀ
ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ପାର୍ବତୀପୁରମ୍ ରେଳ ଷ୍ଟେଶନକୁ ଏକ ହାତୀ ବାଟବଣା ହୋଇ ପଶିଆସି ଦୀର୍ଘ ସମୟ ଧରି ବୁଲିଥିଲା। ରବିବାର ଭୋରରେ ରେଳ ଷ୍ଟେଶନରେ ହାତୀକୁ ଦେଖି ରେଳ କର୍ମଚାରୀ ଓ ଯାତ୍ରୀ ଭୟଭୀତ…
ବିଶାଖାପାଟଣା-ରାୟଗଡ଼ା ଟ୍ରେନ ଲାଇନ୍ଚ୍ୟୁତ: ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରେନ୍, ୩ ମୃତ, ୧୦ ଆହତ
ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍ ରାୟଗଡ଼ା ଅଭିମୁଖେ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଂଟକାପଲ୍ଲୀଠାରେ ରବିବାର ଲାଇନ୍ଚ୍ୟୁତ ହୋଇଛି । ଫଳରେ ଟ୍ରେନର ୩ଟି ବଗି ପରସ୍ପରକୁ ଧକ୍କା ଦେଇ ଓଲଟି ପଡିଥିବା ସୂଚନା ମିଳିଛି।…
୩ ମହଲା କୋଠାରୁ ଖସିପଡ଼ିଲେ ୪ ଶ୍ରମିକ
ଗୁଣପୁର,୨୨।୧୦(ପ୍ରଦୀପ କୁମାର ପାଢ଼ୀ ): ରାୟଗଡ଼ା ଜିଲା ଗୁଣପୁର ସହର ମରାଠୀଗୁଡା ଅଞ୍ଚଳରେ ନିର୍ମାଣାଧୀନ ଏକ ୩ ମହଲା କୋଠାରୁ ଖସିପଡି ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା…
ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ
ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ…
ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି: ମାଓବାଦୀ ସଂଗଠନ
ରାୟଗଡ଼ା,୧୬।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଏସ୍ପି ବିବେକାନନ୍ଦ ଶର୍ମା ଓ ଘରୋଇ କମ୍ପାନୀ ବିରୋଧରେ ବାଂଶଧାରା-ଘୁମୁସର-ନାଗାବଳୀ (ବାଘୁନା) ଡିଭିଜନାଲ ମାଓବାଦୀ କମିଟି ପ୍ରେସ୍ ରିଲିଜ ଜାରି କରିଛି। ଏସ୍ପି ଶର୍ମାଙ୍କ ନେତୃତ୍ୱରେ ଜିଲା ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି। ପୋଲିସ…
ବିଶ୍ୱ କ୍ରସ୍ବୋ ଶୁଟିଂରେ ଭାଗନେବେ ଭଉଣୀଭାଇ
ରାୟଗଡ଼ା,୧୪।୧୦(ଆଶିଷ ରଞ୍ଜନ ପଣ୍ଡା): ପୂର୍ବରୁ ଜାତୀୟସ୍ତରରେ କ୍ରସ୍ବୋ ଶୁଟିଂ ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ଅର୍ଜନ କରିଥିବା ଭାଇଭଉଣୀ ବର୍ତ୍ତମାନ ୧୦ତମ ବିଶ୍ୱ କ୍ରସ୍ବୋ ଶୁଟିଂରେ ଭାଗନେବା ପାଇଁ ଚୟନ ହୋଇଛନ୍ତି ା ଇଣ୍ଡିଆନ କ୍ରସ୍ବୋ ଶୁଟିଂ ଆସୋସିଏଶନ ପକ୍ଷରୁ ଉତ୍ତରପ୍ରଦେଶର ଆଗ୍ରା…
ସ୍ବାମୀ, ସ୍ତ୍ରୀଙ୍କୁ ୨ବର୍ଷ ଜେଲଦଣ୍ଡ
ଜୟପୁର,ରାୟଗଡା, ୧୨ା୧୦ (ପବନ ପାଣିଗ୍ରାହୀ/ଆଶିଷ ରଞ୍ଜନ ପଣ୍ଡା): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ କୋର୍ଟ ସ୍ବାମୀ ଓ ସ୍ତ୍ରୀଙ୍କୁ ଦଣ୍ଡିତ କରିଛନ୍ତି। ଭିଜିଲାନ୍ସ ଜଜ୍ ରାଜେଶ ଏକ୍କା ମାମଲାର ବିଚାର କରି ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି…
ପଞ୍ଜୀକରଣ ନମ୍ବର ପ୍ଲେଟ ବିନା ହିତାଧିକାରୀଙ୍କୁ ସ୍କୁଟି
ରାୟଗଡ଼ା,୧୨।୧୦ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସ୍କୁଟର ଯୋଜନାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍କୁଟି ବଣ୍ଟନ କରାଯାଇଛି । ତେବେ ଯୋଜନାରେ ଆରମ୍ଭରୁ ଠକେଇ ହୋଇଥିବା ଦେଖିବାକୁ ମିଳିଛି । ଜିଲା ସଦର ମହକୁମାରେ ବଣ୍ଟନ ହୋଇଥିବା ସ୍କୁଟି…
Archives


