ରାୟଗଡା

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ ଦେଇଛନ୍ତି। ଏହାପରେ ଦେଶର ବିଭିନ୍ନ ରାଜ୍ୟରେ ଅନେକ ମାଓବାଦୀ ଆତ୍ମସମର୍ପଣ କରୁଥିବାବେଳେ ଅନେକ…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ କରିଥିଲେ।ଏହି ଅବସରରେ ସ୍ଥାନୀୟ ଖଣି କମ୍ପାନୀମାନଙ୍କରେ ସ୍ଥାନୀୟ ବେକାର ଯୁବତୀ ଯୁବକମାନଙ୍କୁ ଯୋଗ୍ୟତା…

ନିଷ୍ପାପ ଶିଶୁର ବଡ଼ ବାର୍ତ୍ତା: ନିଜେ ଖାଇ, ଅନ୍ୟକୁ…

ଗୁଣପୁର, ୩୧।୧(ସଂକେତ ପାତ୍ର):ଗ୍ରାମାଞ୍ଚଳର ଏକ ସାଧାରଣ ଦୃଶ୍ୟ, କିନ୍ତୁ ଭାବନାରେ ଅସାଧାରଣ। ନିଷ୍ପାପ ଶିଶୁଟି ନିଜ ହାତରେ ଧରିଥିବା ଖାଦ୍ୟରୁ ନିଜେ ଖାଉଛି, ପୁଣି ସେଇ ଖାଦ୍ୟକୁ ତା’ର ସାଙ୍ଗକୁ ମଧ୍ୟ ଖୁଆଉଛି। ସେହି ସାଙ୍ଗ କେହି ମଣିଷ ନୁହେଁ,ସେ ହେଉଛି…

ଅନନ୍ୟ ପ୍ରତିଭା ଦେଖାଇଲେ ଅଭିଜିତ-ପ୍ରୀତିଶଙ୍କର

ଗୁଣପୁର, ୨/୨(ସଂକେତ ପାତ୍ର):ଗୁଣପୁର ଗାନ୍ଧୀ ବିଶ୍ୱବିଦ୍ୟାଳୟର ଯାନ୍ତ୍ରିକ (Mechanical Engineering) ବିଭାଗର ତୃତୀୟ ବର୍ଷର ଦୁଇ ଜଣ ଛାତ୍ର ଅଭିଜିତ ନାରାୟଣ ସେଠୀ ଓ ପ୍ରୀତିଶଙ୍କର ପଣ୍ଡା (୨୦ ବର୍ଷ) ଏକ ଅନନ୍ୟ ଓ ପ୍ରେରଣାଦାୟକ ପ୍ରୟାସ ଆରମ୍ଭ କରିଛନ୍ତି। ଆଚାର୍ଯ୍ୟ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍ ଭାଷଣରେ ଓଡ଼ିଶାକୁ ଚୟନମୂଳକ ଉଲେଖ କରାଯାଇଥିବା ବେଳେ, ଏହା ଆଦିବାସୀ ଓ କେବିକେ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି। ବିଭିନ୍ନ ଗ୍ରାମରେ ଗରିବ ଶ୍ରେଣୀର ପରିବାର ମେଡିକାଲ ଯିବା ପାଇଁ ବହୁ ଅସୁବିଧା…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ଶନିବାର ସକାଳେ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ ପଦବୀ ଖାଲି ରହିଥିବା କାରଣରୁ ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲୀପ ଶନିବାର…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ ଏହି ସଂଖ୍ୟା ପଛରେ ଏକ ଚିନ୍ତାଜନକ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଭାଜପା ଜିଲାରେ ସଜବାଜ ଆରମ୍ଭ କରିଛି। ବିଶେଷ ଭାବେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ ପାହାଡ଼ରେ ଥିବା ବୃକ୍ଷଲତା ନଷ୍ଟହେବା ଆଶଙ୍କା ଦେଖାଦେଇଛି । ଏଥିସହ ଉକ୍ତ ପାହାଡ଼ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri