କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାୟଗଡ଼ା ଏସ୍ପି ଶ୍ରୀ ରାଜ ପ୍ରସାଦ କଣ୍ଟାମାଳ ଓ…
ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗ୍ରାମର ବାଲରାଜୁ ନାମକ ଜଣେ ବ୍ୟକ୍ତିଙ୍କ ଘର ବାରିପଟେ ରଖାଯାଇଥିବା ଏକ…
ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ ପୂର୍ବରୁ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରାରେ…
ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ ହୋଇ ଗୁଣପୁର ପାଇଁ ଗୌରବ ଆଣିଛି। ଓଡ଼ିଶା ଷ୍ଟେଟ୍ ବ୍ୟାଡମିଣ୍ଟନ୍ ଆସୋସିଏଶନ୍ ପକ୍ଷରୁ…
ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର
ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି । ଅନଶନ ଆରମ୍ଭ ପୂର୍ବରୁ କର୍ମୀ ଏବଂ ସହାୟିକାମାନେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ…
ବ୍ରିଜ ଉପରେ ମୁହାଁମୁହିଁ ଧକ୍କା ହେଲା ଦୁଇ ବାଇକ, ୪….
ଗୁଣପୁର,୨୫ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଂଶଧାରା ଓଭରବ୍ରିଜରେ ବାଇକ୍ ଏବଂ ଲୁନା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି । ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର…
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡ଼ା ଗ୍ରାମର ଜଗନ୍ନାଥ ମାଝୀ । ସେ କଲ୍ୟାଣସିଂହପୁର…
ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର
ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା ସଦନ’ ଅଡିଟୋରିୟମରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗୁଡାରି ଏନଏସି ୨ କୋଟିର ଅର୍ଥ…
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି। ଖବରରୁ ଜଣାଯାଏ ରବିବାର…
ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍ ଛାତ୍ର
ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଛାତ୍ର ହେଲେ କୌଶିକ ମହାପାତ୍ର। ବୟସ ୨୦ ବୋଲି…
ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…
ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହେଉଛି। ଏହି ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ଜୀବନକୁ ବାଜି…
ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….
ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ ମେକ୍ସ ପିକ୍ଅପ୍ । ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ହୋଇଛନ୍ତି ।…

