ରାୟଗଡା

ରାଜପଥ କଡ଼ରୁ ମିଳିଲା ନରକଙ୍କାଳ

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଥାନା ଅଧୀନ ସାଙ୍କେଶ ଗାଁ ନିକଟରୁ ପୋଲିସ ଏକ ନରକଙ୍କାଳ ଜବତ କରିଛି। ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ନରକଙ୍କାଳ ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ପୋଲିସ ଏବଂ ସାଇଣ୍ଡିଫିକ ଟିମ୍‌…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ସଫଳ ମହିଳା ରୀତାରାଣୀ

ରାୟଗଡ଼ା,୮।୩ (ଭାଗ୍ୟଶ୍ରୀ ମିଶ୍ର): ନାରୀମାନେ ଏବେ ସବୁ କ୍ଷେତ୍ରରେ ସଫଳ। ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ଆଗରେ। ନାରୀମାନେ ନିଜେ ଆଗକୁ ବଢ଼ିବା ସହ ଅନ୍ୟମାନଙ୍କୁ ମଧ୍ୟ ରାସ୍ତା ଦେଖାଇଥାଆନ୍ତି, ଯାହା ରାୟଗଡ଼ା ଜିଲା ଗୌତମନଗରରେ ରହୁଥିବା ରୀତାରାଣୀ ମିଶ୍ରଙ୍କୁ ଦେଖିଲେ ଭଲଭାବେ…

ଜଗନ୍ନାଥଙ୍କୁ ଜଗନ୍ନାଥ ଅଡ଼ୁଆ

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ରାଜନୀତି ଦୁଇ ଜଗନ୍ନାଥଙ୍କୁ ନେଇ ଚଳଚଞ୍ଚଳ ହୋଇଯାଇଛି। ଜଣେ ଜଗନ୍ନାଥ ସାରକା ଓ ଆଉ ଜଣେ ଜଗନ୍ନାଥ ନୁଣ୍ଡୃକା। ଉଭୟ ବିଜେଡିରେ ରହିଆସିଥିବା ବେଳେ ଶୁକ୍ରବାର ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରରେ ବିଧିବଦ୍ଧ ଭାବେ…

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ ନିର୍ବାଚନମଣ୍ଡଳୀରେ…

ନାଗାବଳୀ ନଦୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁ ଅବଦୁଲ(୧୨) ଏବଂ ହେମାଦେଇ ସୁନା(୯)। ଉଭୟେ ସାନଚାନ୍ଦିଲି ଗ୍ରାମର।…

ନଡ଼ିଆ ବୋଝେଇ ଟ୍ରକ୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ

ପଦ୍ମପୁର,୨୯।୨(ପ୍ରଶାନ୍ତ କୁମାର କର)- ନଡ଼ିଆ ବୋଝେଇ ଟ୍ରକ୍‌ରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଖବରପାଇ ପଦ୍ମପୁର ପୋଲିସ ଗାଡି ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ପୋଲିସ ଗାଡ଼ିରୁ ୧୩୬୫ କେଜି ଗଞ୍ଜେଇ ସହ ନଗଦ…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ଲାନେଟାରିୟମ ଉଦ୍‌ଘାଟିତ

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ସହଯୋଗ ଓ ସୁବିଧା ପାଇଁ ଦୀର୍ଘ ଦିନରୁ ଅପେକ୍ଷାରେ ରହିଥିବା ପ୍ଲାନେଟାରିଅମ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି । ରାୟଗଡ଼ା ବ୍ଲକ ଭାକୁରଗୁଡ଼ା ନିକଟସ୍ଥ ଦେଇ ଯାଇଥିବା ୩୨୬ନଂ…

ଖାର୍ଗେଙ୍କୁ ଭେଟିଲେ ସପ୍ତଗିରି, ପୁଣି ପ୍ରାର୍ଥୀ ହେବା ସମ୍ଭାବନା ବଢ଼ିଲା

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା ବୁଧବାର ଦିଲ୍ଲୀରେ ଏଆଇସିସି ସଭାପତି ମଲିକାର୍ଜୁନ ଖାର୍ଗେଙ୍କୁ ସାକ୍ଷାତ କରିଛନ୍ତି। ଆସନ୍ତା ନିର୍ବାଚନ ପ୍ରଚାର ପାଇଁ ଖାର୍ଗେ ରାୟଗଡ଼ା ଓ କୋରାପୁଟ ଜିଲା ଗସ୍ତରେ ଆସିବା ପାଇଁ ସପ୍ତଗିରି ତାଙ୍କୁ…

ସପ୍ତଗିରି କହିଲେ ପ୍ରାର୍ଥୀ ହେବେ, ଭାଇ ଲଢ଼ିବେନି

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା):ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ତ୍ରୁଟି ଯୋଗୁ ଝୋଡ଼ିଆ ସମ୍ପ୍ରଦାୟ ଆଦିବାସୀ ମାନ୍ୟତାରୁ ବଞ୍ଚତ୍ତ ହେଲେ। ସୌରା ଲିପି ଓ ଭାଷାକୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରାଗଲା ନାହିଁ। ଏହାର ପୁନର୍ବିଚାର ଦାବିରେ ମାର୍ଚ୍ଚ ପହିଲାରୁ ଦସ୍ତଖତ…

ଅମୃତ ଭାରତ ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ରାୟଗଡ଼ା,୨୬ା୨(ଆଶିଷ ରଞ୍ଜନ ପଣ୍ଡା): ଅମୃତ ଭାରତ ପ୍ରକଳ୍ପ ଯୋଜନାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ ଭାରତ ଯୋଜନାରେ ୪୧ ହଜାର କୋଟି ଟଙ୍କା ମୂଲ୍ୟରେ ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି…

ଛକାପଞ୍ଝାରେ କଂଗ୍ରେସ ଆଶାୟୀ ପ୍ରାର୍ଥୀ

ଗୁଣପୁର,୨୧ା୨(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୦୯ରୁ ବିଜେଡି ପ୍ରାର୍ଥୀ ଜିତିଆସୁଛନ୍ତି। ୨୦୦୪ରେ କଂଗ୍ରେସରୁ ହେମାବତୀ ଗମାଙ୍ଗ ବିଜୟୀ ହୋଇଥିଲେ। ତେଣୁ କଂଗ୍ରେସ ଆଗାମୀ ନିର୍ବାଚନରେ ଏହି ଆସନ ଅକ୍ତିଆର କରିବା ଲାଗି କସରତ ଆରମ୍ଭ କରିଦେଇଛି।…

ଅଳିଆ ଗଦାରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, ପୋଲିସ ହାତରେ ଲାଗିଲା ମେଡିକାଲ ରସିଦ

ରାୟଗଡ଼ା,୧୮।୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହର ନୂତନ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ର ଅଳିଆ ଗଦାରୁ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ସହିତ ଏକ ସରକାରୀ ଚିକିତ୍ସାଳୟର ରସିଦ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?