ରାୟଗଡା

ବିଜେଡିରୁ ଭଉଣୀ, କଂଗ୍ରେସରୁ ଭାଇ ଆଶାୟୀ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତି ଉପୁଜିଛି ଯେ, ପୁରୁଖା ରାଜନେତାଙ୍କ ପରିବାରରୁ ୨ ଜଣ ଲେଖାଏ ଆଶାୟୀ…

୨୪ ଘଣ୍ଟା ହେଲାଣି: ଇଞ୍ଜିନିୟରିଂ ଛାତ୍ରଙ୍କ ପତ୍ତା ମିଳୁନି

ରାୟଗଡ଼ା,୧୨।୨(ରଞ୍ଜନ ପଣ୍ଡା): ରାୟଗଡ଼ା ସଦର ବ୍ଲକ ଅଧୀନ କୋତାପେଟା ପଞ୍ଚାୟତ ସିଲଟିଗୁଡ଼ା ଡ୍ୟାମରେ ରବିବାର ଇଞ୍ଜିନିୟରିଂ ଛାତ୍ର ଜି.ଚୈତନ୍ୟ କୁମାର(୧୭) ବୁଡି ନିଖୋଜ ହୋଇଯାଇଛନ୍ତି। ନିଖୋଜ ହେବାର ୨୪ ଘଣ୍ଟା ପରେ ମଧ୍ୟ ସୋମବାର ଛାତ୍ରଙ୍କ କୌଣସି ପତ୍ତା ମିଳିପାରି ନାହିଁ।…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନାଁରେ ମିଛ ପ୍ରଚାର କରି ପିଇଓ ସସ୍‌ପେଣ୍ଡ

ମୁନିଗୁଡା,୮/୨(ରାଧେଶ୍ୟାମ ଅଗ୍ରୱାଲ): (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)ବିଏସକେୱାଇ ଯୋଜନା ନାଁରେ ମିଛ ପ୍ରଚାର କରି ସସପେଣ୍ଡ ହେଲେ ପାତ୍ରଗୁଡା ପିଇଓ ପ୍ରଭାକର ନାଲା। ତେବେ ଜିଆରଏସ ଗଣେଶ ପୂଜାରି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ପାତ୍ରଗୁଡା…

ଜୁଆଆଡ୍ଡା ଉପରେ ଚଢ଼ାଉ: ୫ଗିରଫ

ରାୟଗଡ଼ା,୪।୨(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଆଇଆଇସି ପ୍ରସନ୍ନ ବେହେରାଙ୍କ ନେତୃତ୍ୱରେ ଶନିବାର ବିଳମ୍ବିତ ରାତିରେ ଏକ ଜୁଆ ଆଡ୍ଡାରେ ଚଢ଼ାଉ କରାଯାଇଛି। ଚଢ଼ାଉରେ ୮୦ହଜାର ୨୭୦ଟଙ୍କା, ୨୮ଟି ବାଇକ୍‌ ଜବତ ହେବା ସହିତ ୫ ଜଣଙ୍କୁ ଗିରଫ କରାଯରାଇଛି।…

ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କୁ ଛୁରାମାଡ଼ କଲେ ସ୍ବାମୀ

ରାୟଗଡ଼ା,୪ା୨: ଘରୋଇ କଳିକୁ କେନ୍ଦ୍ରକରି ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ବିଚ୍‌ ରାସ୍ତାରେ ଛୁରାମାଡ଼ କରି ଲହୁଲୁହାଣ କରିଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ନଦୀସାହିରେ। ଅଭିଯୋଗ ଅନୁସାରେ, କୌଣସି କାରଣ ବଶତଃ ସ୍ବାମୀ ପ୍ରଦୀପ ବେହେରା ଓ…

ସ୍ଥାୟୀ ମଣ୍ଡି ନାହିଁ, ଆର୍‌ଏମ୍‌ସି ପାଇଁ ମିଲର ଭରସା

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ୪୬ ବର୍ଷ ହେଲା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ରହିଥିଲେ ମଧ୍ୟ ଭିତ୍ତିଭୂମିର ଅଭାବ ଯୋଗୁ ମଣ୍ଡି ପାଇଁ କୌଣସି ସୁବ୍ୟବସ୍ଥା ହୋଇପାରିନାହିଁ। ଫଳରେ ଜିଲାରେ ଧାନ ମଣ୍ଡି ପରିଚାଳନା ଏକ ପ୍ରକାର ଫେଲ୍‌…

୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ରାୟଗଡା,୨୬।୧:(ଆଷିଶ ରଞ୍ଜନ ପଣ୍ଡା): ରାୟଗଡାସ୍ଥିତ ଜିସିଡି ପଡିଆ ଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ସ୍ବଧାଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହାପରେ ସମବେତ ପ୍ୟାରେ ଅଭିବାଦନ…

ଟ୍ରାଏଲ୍‌ ରନ୍‌ ସମୟରେ ଟ୍ରେନ୍‌ରେ କଟି ୨ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ

ରାୟଗଡା/ଜେକେପୁର,୨୫।୧(ଆଶିଷ ରଞ୍ଜନ ପଣ୍ଡା/ନିଧି ଗାଣ୍ଡେଚା): ରାୟଗଡ଼ା- ଜେକେପୁର ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ହେବା ପରେ ବୁଧବାର ରାତିରେ ଟ୍ରାଏଲ ରନ୍‌ କରାଯାଇଥିଲା। ଏହି ସମୟରେ ଟ୍ରେନରେ କଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବଦଳାଗୁଡ଼ା ଗ୍ରାମର…

ରାୟଗଡ଼ା ଜିଲାରେ ଥମୁନି ଜନନୀ ଯନ୍ତ୍ରଣା: ଖଟିଆରେ ବୁହାହେଲେ ୨ ଗର୍ଭବତୀ

ରାୟଗଡ଼ା,୧୮।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ପିଛା ଛାଡ଼ୁନି ଜନନୀ ଯନ୍ତ୍ରଣା । ରାୟଗଡ଼ା ଜିଲା ଗଠନ ହେବାର ୩୨ବର୍ଷ ବିତିଗଲାଣି, ହେଲେ ଆଜି ବି ବହୁ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ବିଶେଷକରି ଜିଲାର କାଶୀପୁର ଓ କଲ୍ୟାଣସିଂହପୁର ବ୍ଲକ…

ପେନଶନ ପାଇଁ ବୃଦ୍ଧାଙ୍କ ଧାରଣା

ରାୟଗଡା,୧୭।୧(ଭାଗ୍ୟଶ୍ରୀ ମିଶ୍ର): ପେନଶନ ପାଇଁ ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ଜଣେ ହିତାଧିକାରୀଙ୍କୁ ଏହା ନ ମିଳିବାରୁ ସେ ଧାରଣାରେ ବସିଛନ୍ତି। ଶକୁନ୍ତଳା ମହାନ୍ତି ନାମକ ଜଣେ ବୃଦ୍ଧାଙ୍କୁ ପେନଶନ ନ ମିଳିବାରୁ ସେ ରାୟଗଡା ଏସ୍‌ବିଆଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ…

ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍‌ ସେଣ୍ଟର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍‌ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି। ନିଜ…

ରାଜ୍ୟ ପ୍ରଭାରୀଙ୍କୁ ଭେଟିଲେ ଗିରିଧରଙ୍କ ପରିବାର

ଗୁଣପୁର,୧୪।୧(ପ୍ରଦୀପ କୁମାର ପାଢ଼ୀ): ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର ଏବେ କଂଗ୍ରେସ ଶରଣରେ ପଶିଲା ଭଳି ସ୍ଥିତିରେ ଗିରିଧରଙ୍କ ସ୍ତ୍ରୀ ତଥା ପୂର୍ବତନ ଏମ୍‌ପି ହେମା ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ଶନିବାର ନୂଆଦିଲ୍ଲୀଠାରେ ରାଜ୍ୟ ପ୍ରଭାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?