ଦୁଇ ଦିନର ଘୋଷଣା ୨୬ ଦିନ ଛୁଇଁଲାଣି
ରାୟଗଡ଼ା,୨୦।୨(ସ୍ବ.ପ୍ର.): ଜିଲାରେ ଧାନ ବିକ୍ରି ପରେ ନିଜ ଟଙ୍କାକୁ ଚାହିଁ ବସିଛନ୍ତି ଚାଷୀ। ଜାନୁୟାରୀ ୨୫ ତାରିଖ ପରେ ଧାନ ବିକ୍ରି କରିଥିବା କୌଣସି ଚାଷୀଙ୍କୁ ସେମାନଙ୍କ ଟଙ୍କା ମିଳିନାହିଁ। ସମଗ୍ର ଜିଲାରେ ଶତାଧିକ ଚାଷୀ ଟଙ୍କା ପାଇନାହାନ୍ତି। ଧାନ ବିକିବାର…
ବାଇକ୍କୁ ପିଟିଲା ପିକ୍ଅପ୍, ଦୁଇ ଭାଇଙ୍କ ଜୀବନ ଗଲା
ଜେକେପୁର,୧୯ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍ ନିକଟରେ ପିକ୍ଅପ୍-ବାଇକ୍ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ ବେନିଆ(୩୭) ଓ ମନୋଜ ବେନିଆ(୨୫)। ସୂଚନାନୁସାରେ, କୋଲନରା ବ୍ଲକ ଅନ୍ତର୍ଗତ ରାମପୁର ଗ୍ରାମର ବୁଲୁ…
ଅତ୍ୟାଧୁନିକ ଆଦର୍ଶ ବସ୍ଷ୍ଟାଣ୍ଡ ନେଇ ଜାଗା ଚିହ୍ନଟ
ପଦ୍ମପୁର, ୧୮।୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଜୁକବନ୍ଧ କଲୋନି ନିକଟରେ ନୂତନ ଭାବେ ଅତ୍ୟାଧୁନିକ ଆଦର୍ଶ ବସ୍ଷ୍ଟାଣ୍ଡ ନିର୍ମାଣ କରାଯିବା ନିମନ୍ତେ ପଦ୍ମପୁର ବ୍ଲକ ପ୍ରଶାସନ ଓ ଜିଲା ପରିବହନ ବିଭାଗ ଜାଗା ଚିହ୍ନଟ କରିଛନ୍ତି। ଯାତ୍ରୀ ପରିବହନ…
ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ, ଥାନାରେ ଅଟକ
ଟିକିରି,୧୭ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଡି କରଳ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଦିବାସୀ ସାହିର ଏକ ଘରୁ ଜଣେ ମହିଳାଙ୍କ ଏକ ମୃତଦେହ ଜବତ କରିଛି ଦୋରାଗୁଡ଼ା ପୋଲିସ। ହତ୍ୟା ସନ୍ଦେହରେ…
ରାୟଗଡ଼ା ଜିଲାରେ କୃଷି, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ
ରାୟଗଡ଼ା,୧୭ା୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପରିଷଦର ୭୬ତମ ବୈଠକରେ କୃଷି ବିଭାଗର ଅଲୋଚନାବେଳେ ଜିଲା ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ନିଜ ବିଭାଗର ତଥ୍ୟ ପ୍ରଦାନ କରିଥିଲେ। ଏହି ସମୟରେ ଏମ୍ପିଙ୍କ ପ୍ରତିନିଧି ସୁନୀଲ ଚନ୍ଦ୍ର ପଣ୍ଡା ବିଭାଗରେ ରହିଥିବା…
ସେଲ୍ଫି ହେଲା କାଳ
ଟିକିରି,୧୫ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ଭାଲୁମସ୍କା ଗ୍ରାମକୁ ଏକ ବିବାହ ଉତ୍ସବକୁ ଯାଇଥିଲେ ୩ ପିଲା। ସେଠାରୁ ୩ ଜଣ ସାଙ୍ଗ ହୋଇ ନିକଟସ୍ଥ ରେଳଷ୍ଟେଶନକୁ ଯାଇଥିଲେ। ସେଠାରେ ମାଲବାହୀ ଗାଡ଼ି ଠିଆ ହୋଇଥିବା ବେଳେ ୩ ପିଲାଙ୍କ ମଧ୍ୟରୁ ରେଳ ଉପରକୁ…
ରେଳ ଡିଭିଜନ କାର୍ଯ୍ୟ ପାଇଁ ହଟିବ ବସ୍ତି
ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ରେଳ ଡିଭିଜନର ଉନ୍ନତିକରଣ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ରେଳ ବିଭାଗ ଜମିରେ ଗଢ଼ି ଉଠିଥିବା ବସ୍ତିର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରେଲ୍ଓ୍ବେ ଅଧୀନସ୍ଥ ଜମିରେ ଗଢ଼ି ଉଠିଥିବା କୋଇଲାପଡ଼ା ବସ୍ତିବାସିନ୍ଦାଙ୍କୁ ଚଳିତ ମାସ ୨୨…
ବିବାଦ ଯୋଗୁ ଲାଗିପାରୁନି ନୂତନ ସିସି କ୍ୟାମେରା
ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ଚୋରି, ଲୁଟ ଏବଂ ଡକାୟତି ବଢୁଛି। ଏହାକୁ ନିୟନ୍ତ୍ରଣ କରିବା ଏବଂ ଲୋକଙ୍କୁ ସୁରକ୍ଷା ଯୋଗାଇବା ଏବେ ପୋଲିସ ପାଇଁ ମଧ୍ୟ କାଠିକର ପାଠ ହେଇଛି। ସହରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି…
ଇଞ୍ଜିନିୟରିଂ ଛାତ୍ର ସମେତ ୬ ଅଭିଯୁକ୍ତ ଗିରଫ
ରାୟଗଡ଼ା(ସ୍ବ.ପ୍ର./ରାୟଗଡ଼ା ଅଫିସ),୧୧ା୨: ରାୟଗଡ଼ା ସହରରେ ଚୋରି, ଲୁଟ୍, ଡକାୟତି ବଢ଼ୁଥିବାବେଳେ ପୋଲିସ ପାଇଁ ଚାଲେଞ୍ଜ ହୋଇଛି। ଟାଉନ ଥାନା ପୋଲିସ ଏହାର ତଦନ୍ତ କରି ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣସିଂହପୁର ଥାନା ଅଡାବାଡି ଗ୍ରାମର ଯୁଧିଷ୍ଟିର କୌଶଲ୍ୟା,…
ଲୁଟେରା ଗ୍ୟାଙ୍ଗର ୬ ଗିରଫ: ଚୋରି ସୁନା ଫେରାଇଲା ପୋଲିସ
ରାୟଗଡା ଅଫିସ,୧୦।୨: ରାୟଗଡ଼ା ପୋଲିସକୁ ଏକ ସଫଳତା ମିଳିଛି । ଗତ ଜାନୁୟାରୀ ୧ ଏବଂ ୬ ତାରିଖ ଓ ୨୦୨୨ ଜୁଲାଇ ୧୬ରେ ହୋଇଥିବା ଚୋରି ମାମଲାରେ ରାୟଗଡା ଟାଉନ ଥାନା ପୋଲିସ ଶୁକ୍ରବାର ଏକ ଡକାୟତ ଗ୍ୟାଙ୍ଗର ୬…
ଜଣେ ଅଧିକାରୀଙ୍କୁ ୩ ଦାୟିତ୍ବ, କାର୍ଯ୍ୟ ସମ୍ପାଦନା ନେଇ ଉଠିଲା ପ୍ରଶ୍ନ
ଗୁଣପୁର,୧୦ା୨(ଡି.ଏନ୍.ଏ.):ରାୟଗଡ଼ା ଜିଲା ରାମନାଗୁଡ଼ା ବିଡିଓଙ୍କୁ ଗୁଣପୁର ବିଡିଓ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କୁ ଆଇଟିଡିଏ ପିଏ ରୂପେ ବଦଳି କରାଯିବା ପରେ ରାମନାଗୁଡ଼ା ବିଡିଓ ପ୍ରଭାତି ଝୋଡ଼ିଆଙ୍କୁ ଗୁଣପୁର ବ୍ଲକର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବିଡିଓ…
ବର୍ଷାଜଳ ସଂରକ୍ଷଣ ପାଇଁ ଟଙ୍କା ଆସୁଛି, କାମ ହେଉନି
ରାୟଗଡ଼ା,୧୦ା୨(ସ୍ବ.ପ୍ର.):ରାୟଗଡ଼ା ଜିଲାରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ରାସ୍ତା ଓ ନର୍ଦ୍ଦମାରେ ପ୍ରବାହିତ ହୋଇ ନଷ୍ଟ ହେଉଥିବା ବର୍ଷାଜଳକୁ ଛାତ ଉପରେ ସଂରକ୍ଷଣ କରାଯାଇ ପାରିଲେ ଆଗାମୀ ଦିନରେ ଜିଲାରେ ଜଳ ସଙ୍କଟ ରହିବ ନାହିଁ। ସରକାରଙ୍କ ପକ୍ଷରୁ ଏଥିପାଇଁ ଅର୍ଥ…
Archives


