ରାୟଗଡା

ମୋରମ ଖୋଳିବା ବେଳେ ଦୁର୍ଘଟଣା, ଅତଡ଼ା ଧସି ମହିଳା ମୃତ

ରାୟଗଡ଼ା ଅଫିସ, ୧୪।୧୦: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦୁଲୁଣିଗୁଡ଼ାରେ ମୋରମ ଖୋଳିବାବେଳେ ଦୁର୍ଘଟଣା ଘଟିଛି। ଅତଡ଼ା ଧସି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଖବର ଲେଖା ଯିବା ପର୍ଯ୍ୟନ୍ତ ସେମାନଙ୍କ ପରିଚୟ...

ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍‌

ଗୁଣପୁର,୧ା୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ ୨୫ ହଜାର ୯୯୦ ଟଙ୍କା, ରୟାଲ୍‌ କଏନ୍‌, ୧୨ ଦାମୀ କାର୍‌, ଅଟୋରିକ୍ସା...

ଲିଫ୍ଟ ଇରିଗେଶନ ଅଫିସ ନିକଟ ଧାନ ଜମିରୁ ମିଳିଲା ଦୁଇ ଯୁବକଙ୍କ ମୃତଦେହ

ଗୁଣପୁର,୧।୧୦(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣୁପୁର ଥାନା ଲିଫ୍ଟ ଇରିଗେଶନ ଅଫିସ ନିକଟରେ ଥିବା ଧାନ ଜମି ଭିତରୁ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ । ଏହା ସହ ଏକ ବାଇକ ଜବତ...

ଉତ୍କଳ ଆଲୁମିନା ଚାରିପଟ ଗ୍ରାମକୁ ସ୍ଥାନାନ୍ତର ଦାବି

ରାୟଗଡ଼ା ଅଫିସ, ୨୯।୯: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ରାୟଗଡ଼ା ଜିଲା ଟିକିରିସ୍ଥିତ ଉତ୍କଳ ଆଲୁମିନା ଚାରିପଟେ ଥିବା ଗ୍ରାମବାସୀଙ୍କୁ ନେଇ ମଙ୍ଗଳବାର ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି ଟି.ଆଓଙ୍କୁ ଭେଟିଛନ୍ତି। କମ୍ପାନୀ ଚାରିପଟେ ରହିଥିବା ଗ୍ରାମବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ...

ଉଲଗ୍ନ କରି ଚଲାଇଥିଲେ

ଭୁବନେଶ୍ୱର,୨୮ା।୯(ବ୍ୟୁରୋ) ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ସ୍ଥାନୀୟ ଲୋକଙ୍କୁ ପ୍ରଶାସନିକ ଅଧିକାରୀଙ୍କ ସହାୟତାରେ ପ୍ରତିଦିନ କିପରି ନିର୍ଯାତନା ଦେଇଆସୁଛି ସେନେଇ ୨୬ ତାରିଖ ରବିବାର ଧରିତ୍ରୀରେ ‘ଲୋଭ ଦେଖାଇ ଲୁଟିନେଲା’ ଶୀର୍ଷକ ଖବର ମାଧ୍ୟମରେ ଯାହା ଜଣାଇଛୁ...

ଅମାବାସ୍ୟା ରାତିରେ ଖୋଳୁଥିଲେ ଗୁପ୍ତଧନ: ଧରାପଡ଼ିଲେ ଗୁଣିଆ ସମେତ ୧୧

ବିଷମକଟକ,୯ା୯(ଡି.ଏନ୍‌.ଏ.): ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅମାବାସ୍ୟା ରାତିରେ ଗୁପ୍ତଧନ ଖୋଳିବାକୁ ଯାଇଥିଲେ। ଗ୍ରାମବାସୀ ୧୧ ଜଣଙ୍କୁ କାବୁକରି ୨୦ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅଟକ ରଖିଥିବା ଜଣାପଡ଼ିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଡୁକୁମ ପଞ୍ଚାୟତର ଡେଡିପଡ଼ା ଗ୍ରାମରୁ...

ଦାଦନ ଶ୍ରମିକରୁ ଫ୍ୟାଶନ ଡିଜାଇନର

ରାୟଗଡ଼ା ଅଫିସ,୩ା୯: ପାଖରେ ପ୍ରତିଭା ସହ କିଛି କରିବାର ଇଚ୍ଛାଶକ୍ତି ଥିଲେ ସୁଯୋଗ ଆପେ ଆସେ। ଉପାନ୍ତ ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ଅଞ୍ଚଳର ଅଜୟ ସୁନା ଏହା ପ୍ରମାଣିତ କରିଛନ୍ତି। ମା’, ବାପା ଆରପାରିକୁ ଚାଲିଯିବା ପରେ...

ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା

ରାୟଗଡ଼ା ଅଫିସ,୧ା୯: ଇନ୍‌ଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା। ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁ ନିକଟରେ ଗତ ରାତିରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଗ୍ରାମରକ୍ଷୀକୁ ମାଓବାଦୀ ହତ୍ୟା କରିଛନ୍ତି। ଗ୍ରାମରକ୍ଷୀ ହେଲେ ସନ୍ତୋଷ ଦଣ୍ଡସେନା। ହତ୍ୟା ପରେ...

ପରକୀୟା ପ୍ରୀତି ପାଇଁ ଯୁବକଙ୍କୁ ପିଟିପିଟି ହତ୍ୟା

ରାୟଗଡ଼ା ଅଫିସ,୧ା୯: ରାୟଗଡ଼ା କପିଳାସ ରୋଡ୍‌ରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ବୁଧବାର ସକାଳେ ଯୁବକଙ୍କ ମୃତଦେହ କପିଳାସ ରୋଡସ୍ଥିତ ଏକ ଘରୁ ଜବତ ହୋଇଛି। ମୃତକ ଜଣଙ୍କ ହେଉଛନ୍ତି ୨୫ ବର୍ଷୀୟ...

ଦିନିକିଆ ରାୟଗଡ଼ା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ରାୟଗଡା ଅଫିସ,୨୦।୮: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ ରାୟଗଡ଼ା ଗସ୍ତ କରିଛନ୍ତି। ମନ୍ତ୍ରୀ ହୀରାଖଣ୍ଡ ଏକ୍ସପ୍ରେସରେ ଯାଇ ସକାଳେ ରାୟଗଡ଼ାରେ ପହଞ୍ଚିଛିଥିଲେ। ସେ ଭାଜପା ପକ୍ଷରୁ ଆୟୋଜନ ହୋଇଥିବା ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଛନ୍ତି। ପରେ...

ପାହାଡ଼ ଉପରୁ ଅନ୍‌ଲାଇନ୍‌ କ୍ଲାସ ସାରି ଫେରୁଥିଲେ ତଳକୁ: ହେଲେ ବିଧାତାର ଥିଲା ଆଉ କିଛି ଇଚ୍ଛା…

ରାୟଗଡା ଅଫିସ, ୧୮।୮: ମନରେ ପାଠ ପଢ଼ା ନିଶା ଏତେ ଥିଲା ଯେ, ସବୁ ବାଧା ବିଘ୍ନକୁ ଏଡ଼ାଇ ସାମାନ୍ୟ ନେଟନ୍‌ଓ୍ବାର୍କ ପାଇଁ ପାହାଡ ଉପରକୁ ଚଢ଼ିଯାଇଥିଲେ ନାବାଳକ। ଅନ୍‌ଲାଇନ୍‌ କ୍ଲାସ ସାରି ପୁଣି ପାହାଡ଼ରୁ ତଳକୁ ଫେରି ଆସିଥାନ୍ତେ...

ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା

ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri