ରାୟଗଡା

ମୃତଦେହ ନେଇ ଆମ୍ବୁଲାନ୍ସ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୪ ଜୀବନ

ରାୟଗଡା ଅଫିସ,୧୩।୮: ରାୟଗଡ଼ା ଜିଲା ଅମ୍ବାଦଳା ଥାନା ମଞ୍ଜୁରୁକୁପା ନିକଟରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ...

ଘରେ ତାଲା ପକାଇ ଯାଇଥିଲେ , ଫେରିଲା ବେଳକୁ

ରାୟଗଡା ଅଫିସ,୩୧।୭: ରାୟଗଡ଼ାରେ ବଡ ଧରଣର ଚୋରି ହୋଇଛି। ରାୟଗଡା ରୟତ କଲୋନୀ ୬ ସାହିରେ ଏକ ଘରୁ ୩୦ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଓ ରୁପା ଅଳଙ୍କାର ଚୋରି ହୋଇଛି। ଘର ମାଲିକ ଗତ...

ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ରାୟଗଡ଼ା ଅଫିସ/ଗୁଣପୁର,୩୦ା୭(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ଅନ୍ତର୍ଗତ ଲଙ୍କାଭାନିଦିବା ଗ୍ରାମର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଶା କଏଲ୍‌ରୁ ଅଗ୍ନିକାଣ୍ଡ ଘଟି ସେଠାରେ କାମ କରୁଥିବା ଓଡ଼ିଶାର ୬ ଦାଦନ ଶ୍ରମିକ ଜୀବନ୍ତ...

ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଗୁଣପୁର,୩୦।୭(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁରୁ ଜିଲାର ଲାଙ୍କାଭାନିଦାବା ଗ୍ରାମରେ ଚିଙ୍ଗୁଡି ପ୍ୟାକ୍ଟ୍ରିିରେ କାମ କରୁଥିବା ବେଳେ ଶର୍ଟ୍‌କିଟରେ ଆସି ୬ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗୁଣପୁର ପୌରପରିଷଦ ମୋତିଲାଲ ନଗରର ନବୀନ ଶବର, ଭୀମପୁର ପଞ୍ଚାୟତ...

୫ ରୁଟ୍‌ରେ ସରକାରୀ ବସ୍‌ ବନ୍ଦ

ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍‌ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ...

୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍‌ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ...

ଚାଲିଥିଲା ଚିକିତ୍ସା, ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ଯୁବତୀ

ରାୟଗଡ଼ା ଅଫିସ,୭।୧୦: ହସ୍ପିଟାଲ ଛାତରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ହସ୍ପିଟାଲରେ। ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ଜଣକ ମେଡିଶିନ ୱାର୍ଡର ୩ ମହଲା ଛାତରୁ ଡେଇଁ ପଡ଼ିଥିଲେ। ସୂଚନାଯୋଗ୍ୟ, ଗତ ୭...

ମାଲ ବୋଝେଇ ଟ୍ରକ୍‌ରୁ ୭.୮କୁଇଣ୍ଟାଲ ଗଞ୍ଜେଇ ଜବତ

ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍‌ ବୋଝେଇ ଟ୍ରକ୍‌ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ଏକ ଟ୍ରକ୍‌,...

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ ଜଙ୍ଗଲଜାତ ଦ୍ରବ୍ୟ ବିକ୍ରିକରି ଏମାନେ ପରିବାର ଚଳାନ୍ତି। ହେଲେ ଲକ୍‌ଡାଉନ ଯୋଗୁ ଏସବୁ...

ଶାଗ ମାଛ ଦରରେ ବିକ୍ରି କରୁଛନ୍ତି ମୂଲ୍ୟବାନ୍‌ କାଠ

ଚନ୍ଦ୍ରପୁର, ୨୭।୬(ଡି.ଏନ୍‌.ଏ.): ଗଛ ଆମର ବନ୍ଧୁ। ସୁସ୍ଥ ପରିବେଶ ପାଇଁ ଗଛ ଯେ କେତେ ଜରୁରୀ ତାହା ସମସ୍ତଙ୍କୁ ଜଣା। ପରିବେଶକୁ ସ୍ବଚ୍ଛ, ସୁସ୍ଥ ରଖିବାକୁ ବନ ବିଭାଗ, ସାଧାରଣ ଲୋକେ, ବିଭିନ୍ନ ଅନୁଷ୍ଠାନ ଓ ଛାତ୍ରୀଛାତ୍ର ଗଛ ଲଗାଉଛନ୍ତି।...

୧୦୦ କୋଟି ଖର୍ଚ୍ଚ, ଲାଭ ନାହିଁ

ଗୁଣପୁର,୨୭ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ନେରେଡିଠାରେ ବ୍ୟାରେଜ ନିର୍ମାଣକୁ ଟ୍ରିବ୍ୟୁନାଲ ନିକଟରେ ଆନ୍ଧ୍ରକୁ ସବୁଜ ସଙ୍କେତ ଦେଇଛନ୍ତି। ଏହାକୁ ନେଇ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ବିଷୟକୁ ନେଇ ସ୍ଥାନୀୟ ଭେଙ୍କେଟେଶ୍ୱର ମନ୍ଦିର...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri